ଭୁବନେଶ୍ବର ତମାଣ୍ଡୋରୁ ଜବତ ହେଲା ୧୦ ଲକ୍ଷ ଟଙ୍କାର ବ୍ରାଉନସୁଗାର
ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ ଜୋରଦାର ହେଲା ଅପରେସନ ହ୍ବାଇଟ୍ ସ୍ପାଇଡର । ପୁଣି ଜବତ ହୋଇଛି ଧଳା ଜହର । ତମାଣ୍ଡୋ ଅଞ୍ଚଳରେ ବ୍ରାଉନସୁଗାର କାରାବାର ବେଳେ ୩ ଜଣ ଡ୍ରଗ୍ସ ମାଫିଆଙ୍କୁ ଗିରଫ କରିଛି ତମାଣ୍ଡୋ ଥାନା ପୋଲିସ । ଅଭିଯୁକ୍ତଙ୍କ ପାଖରୁ ୧୦୭ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି…