Latest Odisha News
Browsing Tag

Brown Sugar

ପୁରୀରେ ନିଶା ମୁକ୍ତ ଅଭିଯାନ ଜୋରଦାର, ୨ ଗିରଫ

ପୁରୀ: ଶ୍ରୀକ୍ଷେତ୍ରକୁ ନିଶା ମୁକ୍ତ କରିବା ଲାଗି ଜୋରଦାର ଅଭିଯାନ ଚଳାଇଛି ପୋଲିସ ପ୍ରଶାସନ । ପ୍ରତିଦିନ ଧରାପଡୁଛନ୍ତି ନିଶା ବେପାରୀ ଓ ବ୍ୟବହାରକାରୀ । ଏହି ଧାରାରେ ଆଜି ପୁରୀ ତାଳବଣିଆ ପୋଲିସ ଦୁଇଜଣ ଯୁବକଙ୍କୁ ବ୍ରାଉନ୍ ସୁଗାର ସହ ଗିରଫ କରିଛି । ମିଳିଥିବା ରିପୋର୍ଟ ଅନୁଯାୟୀ…

ବ୍ରାଉନ୍ ସୁଗାରର ଗନ୍ତାଘର ପାଲଟିଛି କି ଭଦ୍ରକ ?

ଭଦ୍ରକ: ଜିଲ୍ଲାର ପରିସୀମା ତୁଳନା କଲେ ଏତେଟା ବଡ ନୁହେଁ । ଓଡିଶାକୁ ବାତ୍ୟା ଆସିଲେ ଏହି ଜିଲ୍ଲା ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଥାଏ । ବାତ୍ୟା ପରେ ପୁଣିଥରେ ଭଦ୍ରକ ଜିଲ୍ଲାର ନାଁ ଚର୍ଚ୍ଚାକୁ ଆସିଛି । ହେଲେ କୌଣସି ଗୌରବାନ୍ୱିତ କାମ ପାଇଁ ନୁହେଁ ବରଂ ବ୍ରାଉନ୍ ସୁଗାର କାରବାରକୁ ନେଇ…

ନୟାଗଡ଼ରୁ ପୁଣି ବ୍ରାଉନସୁଗାର ଜବତ, ୨ ଗିରଫ

ନୟାଗଡ଼: ଜ଼ିଲ୍ଲାରେ ଦିନକୁ ଦିନ ବ୍ରାଉନ ସୁଗାର ବେପାର ବୃଦ୍ଧି ପାଇବାରେ ଲାଗିଛି । ଆଜି ପୋଲିସ ନୟାଗଡ ଷ୍ଟେସନରୁ ଦୁଇ ଜଣ ବ୍ରାଉନ ସୁଗାର ବେପାରୀଙ୍କୁ ଗିରଫ କରିଛି । ଗିରଫ ୨ ଜଣ ହେଲେ ସିଦ୍ଧାନ୍ତ ନାୟକ ଓ ପ୍ରକାଶ ନାୟକ । ଏମାନେ ଖୋର୍ଦ୍ଧାର ବୋଲି ଜଣାପଡିଛି । ଏମାନଙ୍କ ଠାରୁ ୪ଗ୍ରାମ…

ଧଳା ଜହର ସୌଦାଗର ସାଜିଥିଲେ ମାଛ ବେପାରୀ !

ଭୁବନେଶ୍ୱର: ମାଛ ବେପାର ସାଜିଥିଲା ଢାଲ । ମାଛ ବଦଳରେ ଚାଲିଥିଲା ବ୍ରାଉନ୍ ସୁଗାର କାରବାର । କୋଡ୍ ୱାର୍ଡ କିମ୍ବା ପୂର୍ବରୁ ହୋଇଥିବା ଡିଲ୍‌କୁ ନେଇ ଚାଲିଥିଲା ସିକ୍ରେଟ୍ ସର୍ଭିସ୍ । ଏପରିକି ପୋଲିସକୁ ଚକ୍‌ମା ଦେବା ପାଇଁ ଧଳା ଜହରର ସୌଦାଗାର ସାଜିଥିଲେ ମାଛ ବେପାରୀ । ରାଜଧାନୀର…

୬ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କଲା ତାଳଚେର ପୋଲିସ

ଅନୁଗୁଳ : ତାଳଚେର ପୋଲିସ ହାତରେ ବ୍ରାଉନସୁଗାର ବେପାରୀ । ବ୍ରାଉନସୁଗାର ବିକ୍ରି କରିବା ସମୟରେ ୬ ଜଣ ବ୍ରାଉନସୁଗାର ବେପାରୀକୁ ଗିରଫ କରିଛି ତାଳଚେର ପୋଲିସ । ସେମାନଙ୍କଠାରୁ ୧୩ ଗ୍ରାମର ଧଳା ଜହର ଜବତ ହୋଇଛି । ଏଥିସହ ସେମାନଙ୍କ ପାଖରୁ ବିପୁଳ ପରିମାଣର ଧଳା ଜହର ଜବତ କରିଛି ପୋଲିସ ।…

ବିପୁଳ ପରିମାଣର ବ୍ରାଉନ ସୁଗାର ଜବତ, ୩ ଗିରଫ

ଖୋର୍ଦ୍ଧା: ଖୋର୍ଦ୍ଧାର ବିଭିନ୍ନ ଅଞ୍ଚଳରେ ବ୍ରାଉନ ସୁଗାର ବେପାରୀ ଆଡ୍ଡା ଜମାଇଲେଣି । ଖୋଲାଖୋଲି ଭାବେ ଧଳା ଜହରର କାରବାର କରୁଛନ୍ତି । ଆଜି ପୋଲିସକୁ ଏକ ବଡ ସଫଳତା ମିଳିଛି । ପୋଲିସ ବିପୁଳ ପରିମାଣର ବ୍ରାଉନ ସୁଗାର ଜବତ କରିଛି । ବ୍ରାଉନ ସୁଗାର କାରବାର ଚାଲିଥିବା ନେଇେ କୌଣସି…

ଭୁବନେଶ୍ୱରରୁ ୧୮୫ ଗ୍ରାମର ବ୍ରାଉନସୁଗାର ଜବତ

ଭୁବନେଶ୍ୱର: ରାଜଧାନୀରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ କରାଯାଇଛି। ୧୮୫ ଗ୍ରାମର ବ୍ରାଉନସୁଗାର ଜବତ କରିଛି ଅବକାରୀ ବିଭାଗ । ଏହି ମାମଲାରେ ସମ୍ପୃକ୍ତି ନେଇ ଜଣେ ମହିଳାଙ୍କୁ ଗିରଫ କରାଯାଇଛି। ତେବେ ଜବତ ବ୍ରାଉନସୁଗାରର ଆନୁମାନିକ ଜଣାପଡିନାହିଁ। ସୂଚନା ଅନୁଯାୟୀ, ଭୁବନେଶ୍ୱରର…

ଧଉଳି ଛକରୁ ୧୫ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ୨ ଗିରଫ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢି ଚାଲିଛି ଧଳା ଜହର ବ୍ୟବସାୟ । ଆଜି ଧଉଳି ଛକ ନିକଟରୁ ଅବକାରୀ ବିଭାଗର ଅଧିକାରୀମାନେ ୧୫୫ ଗ୍ରାମ ବ୍ରାଉନ ସୁଗାର ଜବତ କରିଛନ୍ତି । ଯାହାର ଆନୁମାନିକ ମୂଲ୍ୟ ୧୫ ଲକ୍ଷ ଟଙ୍କା ହେବ । ଏଥି ସହ ଏକ ସ୍କୁଟି ଜବତ ରଖିବା ସହ ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ…

ଚାନ୍ଦବାଲିରୁୁ କୋଟିଏ ଟଙ୍କାରୁ ଅଧିକ ମୂଲ୍ୟର ଧଳା ଜହର ଜବତ

ଭଦ୍ରକ: ଚାନ୍ଦବାଲି ରୋଡରୁ ଆଜି ଏସଟିଏଫ୍ ପ୍ରାୟ ୧ କିଲୋ ୧୪୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି । ଯ।।ହାର ଆନୁମାନିକ ମୂଲ୍ୟ ଏକ କୋଟି ୧୪ ଲକ୍ଷ ଟଙ୍କା ହେବ । ଏଥି ସହ ଜଣେ ଅଭିଯୁକ୍ତ ମୀର୍ ମିନାଜକୁ ଗିରଫ କରାଯାଇଛି । ସୂଚନା ଅନୁଯାୟୀ, ମୀର୍ ଦୀର୍ଘ ଦିନ ହେବ ଚାନ୍ଦବାଲି ଅଂଚଳରେ…

ବ୍ରହ୍ମଗିରି ଅଞ୍ଚଳରୁ ଜବତ ହେଲା ୧୯ ଗ୍ରାମ ବ୍ରାଉନସୁଗାର; ଜଣେ ଗିରଫ

ପୁରୀ: ପୁରୀରେ ବଢୁଛି ଧଳାଜହର କାରବାର। ପୁରୀ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନିଶା କାରବାର ଧରପଗଡ ଅଭିଯାନ ଜାରି ରହିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇଁ ବୁଧବାର ରାତିରେ ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ସାତପଡ଼ା ଅବକାରୀ ଥାନା ସବଇନସପେକ୍ଟର ବିନୋଦ ବାସ୍କେଙ୍କ ପ୍ରତକ୍ଷ…