Latest Odisha News

BREAKING NEWS

Browsing Tag

brownsugar seize

ଧଳାଜହର କାରବାର,୧ଲକ୍ଷ ଟଙ୍କାର ବ୍ରାଉନ ସୁଗର ଜବତ

ଟାଙ୍ଗି: ବେଧଡକ ଚାଲିଛି ଧଳାଜହର କାରବାର । ଟାଙ୍ଗିରୁ ପୁଣି ଏକ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ । ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗି ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ । ଚଢାଉରେ ଜଣେ ଧଳା ଜହର ବ୍ୟବସାୟୀଙ୍କୁ ଗିରଫ କରାଯାଇଛି । ଏହି ବ୍ୟବସାୟୀଙ୍କଠାରୁ ଏକ ଲକ୍ଷ ଟଙ୍କାର ଧଳା ଜହର ଜବତ…

ଭଦ୍ରକରୁ ୫୧୦ ଗ୍ରାମର ବ୍ରାଉନସୁଗାର ଜବତ

ଭଦ୍ରକ : ବାଇକରେ ଆସୁଥିଲା ବ୍ରାଉନ ସୁଗାର । ଖବରପାଇ ଚଢ଼ାଉ କଲା ପୋଲିସ । ଜଳେଶ୍ବରରୁ ବ୍ରାଉନ ସୁଗାର ନେଇ ଆସୁଥିବା ବେଳେ ପୋଲିସ ହାତରେ ଧରା ପଡ଼ିଛି ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଏରେଇଁ ଅଞ୍ଚଳର ଜଣେ ଯୁବକ ଏସ.କେ ରାବୁଲ । ୧୬ ନମ୍ବର ଜାତୀୟ ରାଜପଥର ଧାମରା ରେଳ ଓଭରବ୍ରିଜ ନିକଟରେ…

କଟକରୁ ପୁଣି କୋଟିଏ ଟଙ୍କାର ବ୍ରାଉନ ସୁଗାର ଜବତ

କଟକ : କଟକରୁ ପୁଣି ଜବତ ହେଲା ଧଳା ଜହର । ପ୍ରାୟ ୧ କେଜି ୩୮ ଗ୍ରାମର ବ୍ରାଉନ ସୁଗାର ଜବତ କରିଛି କମିଶନରେଟ ପୋଲିସ୍ । ଘଟଣାରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଜବତ ବ୍ରାଉନ ସୁଗାରର ଆନୁମାନିକ ମୂଲ୍ୟ ୧ କୋଟି ଟଙ୍କାରୁ ଅଧିକ ହେବ ବୋଲି ଜଣାପଡିଛି । ସୂଚନା ଅନୁସାରେ,…

ଚଢ଼ାଉ ବେଳେ ୫୫ ଗ୍ରାମ ବ୍ରାଉନ ସୁଗର ଜବତ

ଖୋର୍ଦ୍ଧା : ପୁଣି ଜବତ ହେଲା ବ୍ରାଉନ ସୁଗାର । ଖୋର୍ଦ୍ଧା ସାମନ୍ତରାପୁର ଅଞ୍ଚଳରେ ଚଢ଼ାଉ ବେଳେ ଏହି ବ୍ରାଉନ ସୁଗର ଜବତ ହୋଇଛି । ଏକ ଦାମୀ କାରରୁ ୫୫ ଗ୍ରାମ ବ୍ରାଉନସୁଗର, ତିନୋଟି ଦାମି ମୋବାଇଲ ଏବଂ ନଗଦ ୨୦ ହଜାର ୩୦୦ ଟଙ୍କା ଜବତ ହୋଇଛି । ଏହି ଅଞ୍ଚଳରେ ଦିନକୁ ଦିନ ବଢୁଛି ବ୍ରାଉନ ସୁଗର…