Latest Odisha News

BREAKING NEWS

Browsing Tag

BSE

ଓଟିଇଟି ପରୀକ୍ଷାରେ ପେପର୍ ଓ ସେଣ୍ଟର ଦ୍ୱନ୍ଦ୍ୱ, ପ୍ରତିକ୍ରିୟା ରଖିଲେ ବୋର୍ଡ ସଭାପତି

କଟକ: ଜୁଲାଇ ୧ ତାରିଖରେ ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ (ଓଟିଇଟି) ପରୀକ୍ଷା ଅନୁଷ୍ଠିତ ହେବ । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଏହି ପରୀକ୍ଷା ଲାଗି ଆଡମିଟ୍ କାର୍ଡ ବୋର୍ଡ ୱେବସାଇଟ୍ http://bseodisha.ac.in/ ରେ ଉପଲବ୍ଧ ହୋଇଛି । ତେବେ କିଛି ପରୀକ୍ଷାର୍ଥୀ ଅଭିଯୋଗ…

ଏକାଦଶ ଶ୍ରେଣୀରେ ନାମଲେଖା ପାଇଁ ଆବେଦନ ଅବଧି ୨୬ ତାରିଖ ଯାଏ ବୃଦ୍ଧି

ଭୁବନେଶ୍ୱର: ଏକାଦଶ ଶ୍ରେଣୀ ପାଇଁ ସାମ୍ସ (SAMS) ପୋର୍ଟାଲ ଜରିଆରେ ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି । ଜୁନ୍ ୨୦ ତାରିଖ ପରିବର୍ତ୍ତେ ଜୁନ୍ ୨୬ ତାରିଖ ପର୍ଯ୍ୟନ୍ତ ଅନଲାଇନ୍ ଆବେଦନ ଅବଧି ବୃଦ୍ଧି କରାଯାଇଥିବା ସୂଚନା ଦେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ପ୍ରଥମ ମେଧା ତାଲିକା…

ଜୁଲାଇ ୩ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

କଟକ: ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ପୁଣି ସୁଯୋଗ । ଅଧାରୁ ପାଠ ଛାଡ଼ିଥିବା ଦଶମ ଶିକ୍ଷାର୍ଥୀ ଓ ଏକ୍ସ ରେଗୁଲାର ଛାତ୍ରଛାତ୍ରୀ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇ ପାରିବେ । ଏନେଇ ବୁଧବାର ମାଧ୍ୟମିକ ଶିକ୍ଷା ପରିଷଦ ସୂଚନା ଦେଇଛି । ଜୁଲାଇ ୩ରୁ ୮ ଯାଏ ମାଟ୍ରିକ୍ ସପ୍ଲିମେଣ୍ଟାରୀ…

ବଦଳିଲା ମାଟ୍ରିକ୍ ବୋର୍ଡ ପରୀକ୍ଷା ଢାଞ୍ଚା, ବର୍ଷ ଶେଷରେ ହେବ ବାର୍ଷିକ ପରୀକ୍ଷା

କଟକ: ମାଟ୍ରିକ୍ ବୋର୍ଡ ପରୀକ୍ଷାକୁ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି । କୋଭିଡ୍ ପୂର୍ବଭଳି ଚଳିତବର୍ଷରୁ ବାର୍ଷିକ ପରୀକ୍ଷା ହେବ । ସମସ୍ତ ସରକାରୀ ହାଇସ୍କୁଲରେ ଦଶମ ପଢ଼ୁଥିବା ଛାତ୍ରଛାତ୍ରୀ ବାର୍ଷିକ ମାଟ୍ରିକ ବୋର୍ଡ ପରୀକ୍ଷା ଦେବେ । ମହାମାରୀ କୋଭିଡ୍ ପରେ ବୋର୍ଡ…

ଏପ୍ରିଲରୁ ଆରମ୍ଭ ହେବ ନୂଆ ଶିକ୍ଷାବର୍ଷ; ବୋର୍ଡ ୱେବସାଇଟରେ ଜାରି ହେଲା ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର: ସରକାରୀ ସ୍କୁଲରେ ହାଇସ୍କୁଲ ପାଠ୍ୟକ୍ରମରେ ଏଣିକି ଏପ୍ରିଲ ମାସରୁ ଆରମ୍ଭ ହେବ ନୂଆ ଶିକ୍ଷବର୍ଷ । ନୂଆା ଶିକ୍ଷାବର୍ଷ ଏପ୍ରିଲର ଆାରମ୍ଭ ହୋଇ ମାର୍ଚ୍ଚ ୨୦୨୪ ପର୍ଯ୍ୟନ୍ତ ଚାଲିବ । ଏ ନେଇ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ସୂଚନା ଦିଆଯାଇଛି । ଏଥିସହିତ ନୂତନ…

୯ରୁ ମାଟ୍ରିକ ସମ୍ମେଟିଭ୍ ମୂଲ୍ୟାୟନ

କଟକ: ମାଟ୍ରିକ ସମ୍ମେଟିଭ ପରୀକ୍ଷା ଖାତା ମୂଲ୍ୟାୟନ ଡିସେମ୍ୱର ୯ତାରିଖରୁ ଆରମ୍ଭ ହେବ । ମୋଟ ୫୬ଟି କେନ୍ଦ୍ରରେ ଖାତା ଦେଖିବେ ୧୨ ହଜାର ୪୫୦ ଶିକ୍ଷକ । ସକାଳ ୯ଟାରୁ ସନ୍ଧ୍ୟା ୫ ପର୍ଯ୍ୟନ୍ତ ଖାତା ଦେଖା ହେବ । ଡିସେମ୍ୱର ୧୯ ତାରିଖ ଯାଏଁ ମୂଲ୍ୟାୟନ ହେବ ବୋଲି ବୋର୍ଡ ଅଫ୍ ସେକେଣ୍ଡାରୀ…

ଆଜିଠୁ ଦଶମ ସମ୍ମେଟିଭ-୧ ପରୀକ୍ଷା

କଟକ: ଆଜିଠୁ ମାଟ୍ରିକ ପ୍ରଥମ ସମ୍ମେଟିଭ ଆସେସମେଣ୍ଟ ପରୀକ୍ଷା ଆରମ୍ଭ  ହୋଇଛି । ରାଜ୍ୟରେ ମୋଟ ୫ ଲକ୍ଷ ୩୨ ହଜାର ୭୧୨ ଛାତ୍ରଛାତ୍ରୀ ହାଇସ୍କୁଲ ସାର୍ଟିଫିକେଟ ନିମନ୍ତେ ଏହି ପରୀକ୍ଷା ଦେଉଛନ୍ତି । ଏଥିପାଇଁ ବୌର୍ଡ ପକ୍ଷରୁ ୩୦ ଜିଲ୍ଲାରେ ୩ ହଜାର ୨୯ଟି ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା…

ନବମ ଏବଂ ଦଶମ ଶ୍ରେଣୀ ପିଲା ପଢ଼ିବେ ନୂଆ ବିଷୟ

କଟକ: ନବମ ଏବଂ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ପାଠ୍ୟକ୍ରମରେ ଯୋଡ଼ି ହେବ ନୂଆ ବିଷୟ । ଆସ୍ପିରେସନାଲ୍ କମ୍ପୋନେଣ୍ଟ ନାମରେ ନୂଆ ବିଷୟ ପାଠ୍ୟକ୍ରମ ଯୋଡ଼ାଯିବ । ଏନେଇ ପ୍ରେସମିଟରେ ବୋର୍ଡ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଚଳିତ ବର୍ଷ ନବମ ଶ୍ରେଣୀରୁ ଆରମ୍ଭ ହେବ ନୂଆ ପାଠ୍ୟକ୍ରମ । ଆସନ୍ତା…

ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ

ଭୁବନେଶ୍ୱର: ମାଟ୍ରିକ୍ ପରୀକ୍ଷା ଫଳ ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ । ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି । ମନ୍ତ୍ରୀ ଶ୍ରୀ ଦାଶଙ୍କ ଅନୁସାରେ, ଜୁଲାଇ ପ୍ରଥମ ସପ୍ତାହରେ ପକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା…

ଜାନୁଆରୀ ୫ ତାରିଖକୁ ଘୁଞ୍ଚିଲା ଦଶମ ଶ୍ରେଣୀର ସମେଟିଭ୍ ୧ ପରୀକ୍ଷା

ଭୁବନେଶ୍ୱର : ଘୁଞ୍ଚିଲା ଦଶମ ଶ୍ରେଣୀ ସମେଟିଭ୍ -୧ ପରୀକ୍ଷା । ଜାନୁଆରୀ ୫ ତାରିଖକୁ ଘୁଞ୍ଚିଲା ଦଶମ ଶ୍ରେଣୀର ସମେଟିଭ୍ ୧ ପରୀକ୍ଷା । ଏନେଇ ମାଧ୍ୟମିକ ଶିକ୍ଷା ପରିଷଶଦ ପକ୍ଷରୁ ସୂଚନା ମିଳିଛି । ଜାନୁଆରୀ ୫ ରୁ ୮ ଯାଏ ଚାଲିବ ବୋଲି ଜଣାପଡିଛି । ମାଧ୍ୟମିକ ଶିକ୍ଷା ପରିଷଦ ଓଡିଶାର ଉପସଭାପତି…