Latest Odisha News

BREAKING NEWS

Browsing Tag

Bsky Smart Card

[ଭିଡ଼ିଓ]୯ବର୍ଷ ବାଳକର ଚିକିତ୍ସା ପାଇଁ ସାହା ହେଲା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ଼

ରାଜଗାଙ୍ଗପୁର: ପୁଅର ଚିକିତ୍ସା ପାଇଁ ଘରୋଇ ଓ ସରକାରୀ ଡ଼ାକ୍ତରଖାନାକୁ ବାରମ୍ବାର ଦୌଡ଼ୁଥିଲେ ପିତା । ଡ଼ାକ୍ତର ଅସ୍ତ୍ରୋପ୍ରଚାର ପାଇଁ କହିଥିଲେ । ଅସ୍ତ୍ରୋପ୍ରଚାର ପାଇଁ ଟଙ୍କା ନଥିବାରୁ ପୁରା ପରିବାର ଚିନ୍ତାରେ ପଡ଼ିଥିଲେ । ଶେଷରେ ୯ବର୍ଷ ବାଳକର ସାହା ହେଲା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ…

ଆଜି ରାୟଗଡ଼ାରେ BSKY ସ୍ମାର୍ଟ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ରାୟଗଡ଼ା ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟକଲ୍ୟାଣ ଯୋଜନା କାର୍ଡ଼ର ଶୁଭାରମ୍ଭ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ମାଧ୍ୟମରେ କାର୍ଯ୍ୟକ୍ରମକୁ ଉଦଘାଟନ କରିବେ । ସ୍ଥାନୀୟ ଜିସିଡ଼ି ପଡ଼ିଆରେ ଏହି କାର୍ଯ୍ୟକ୍ରମ ହେବ । ମୁଖ୍ୟମନ୍ତ୍ରୀ ଉଦବୋଧନ ଦେବା ପରେ ଅନ୍ୟ…

ଆଜି କନ୍ଧମାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଜି କନ୍ଧମାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ମାର୍ଟ ସ୍ୱାସ୍ଥ୍ୟ ସେବାରେ ଆଜିଠୁ ଯୋଡ଼ିହେବାକୁ ଯାଉଛି କନ୍ଧମାଳ । ଫୁଲବାଣୀ ସ୍ଥିତ କନ୍ଧମାଳ ଷ୍ଟାଡ଼ିୟମରେ ପହଞ୍ଚି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ ହେଲଥ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିବେ…

କୁଚିଣ୍ଡାରେ BSKY ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ୧୫୫୩ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ ଓ…

ସମ୍ବଲପୁର : କୁଚିଣ୍ଡାରେ ସମ୍ବଲପୁର ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଜିଲ୍ଲାର ୭ ଲକ୍ଷ ୭୩ ହଜାର ଲୋକ ଏହି ସୁବିଧା ପାଇବେ । ଏହି ଅବସରରେ କୁଚିଣ୍ଡାର ସରସ୍ବତୀ ଭୋଇ ଜିଲ୍ଲାର ପ୍ରଥମ ହିତାଧିକାରୀ…