Latest Odisha News

BREAKING NEWS

Browsing Tag

BSKY Smart Health Card

ଓମିକ୍ରନ୍ ଚିନ୍ତା: ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସ୍ଥିତି, କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ ମୁକାବିଲା ପ୍ରସ୍ତୁତି ଓ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟିକାକରଣକୁ ତ୍ୱରାନ୍ୱିତ କରିବା, ସବୁ କୋଭିଡ ଚିକିତ୍ସା ବ୍ୟବସ୍ଥାକୁ କ୍ରିୟାଶୀଳ କରିବା ପାଇଁ…

ଗଞ୍ଜାମ ଜିଲ୍ଲାବାସୀଙ୍କୁ ମିଳିବ BSKY ସ୍ମାର୍ଟ କାର୍ଡ, ଆଜି ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: ଆଜି ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ପ୍ରଥମେ ମୁଖ୍ୟମନ୍ତ୍ରୀ ପୁରୁଷୋତ୍ତମପୁରରେ ପହଞ୍ଚି ମା’ ତାରାତାରିଣୀଙ୍କ ଦର୍ଶନ କରିବେ । ପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲାବାସୀଙ୍କୁ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ।…

ବାଲେଶ୍ୱରବାସୀଙ୍କୁ ଆଜି ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର: ସ୍ମାର୍ଟ ସ୍ୱାସ୍ଥ୍ୟସେବାରେ ଆଜି ଯୋଡ଼ି ହେବ ବାଲେଶ୍ୱର ଜିଲ୍ଲା । ଆଜି ବାଲେଶ୍ୱର ଗସ୍ତରେ ଯାଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ପୋଲସ୍ ଲାଇନ୍ ପଡ଼ିଆରେ ଆୟୋଜିତ ହୋଇଛି ସ୍ୱତନ୍ତ୍ର…

BSKY ସ୍ମାର୍ଟ ହେଲଥ କାର୍ଡ ପାଇବ ବରଗଡ଼, ଆଜି ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ବରଗଡ଼: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ପାଇବେ ବରଗଡ଼ ବାସିନ୍ଦା । ଆଜି ବିଜେପୁରରୁ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ବିଜେପୁର ଷ୍ଟାଡିୟମରେ ସ୍ୱତନ୍ତ୍ର କାର୍ୟ୍ୟକ୍ରମ ଆୟୋଜନ କରାଯାଇଛି ।…

ଦେବଗଡ଼ ଜିଲ୍ଲାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଦେବଗଡ଼: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଦେବଗଡ଼ ଜିଲ୍ଲାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଦ୍ୱାରା ଜିଲ୍ଲାର ୨ ଲକ୍ଷ ୭୦ ହଜାର ପରିବାର ଉପକୃତ ହେବେ । ଆଜି ଭିଡିଓ କନଫରେନସିଂ ମାଧ୍ୟମରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ…