Latest Odisha News

BREAKING NEWS

Browsing Tag

Budget Session 2021

ଧାନ କିଣା ନେଇ ଆଜି ବିଧାନସଭାରେ ବିବୃତି ରଖିବେ ସମବାୟ ମନ୍ତ୍ରୀ

ଭୁବନେଶ୍ୱର: ଷୋଡ଼ଶ ବିଧାନସଭାର ଷଷ୍ଠ ଅଧିବେଶନ ଆରମ୍ଭରୁ ଗୃହରେ ହଟ୍ଟଗୋଳ ଜାରି ରହିଛି । ପ୍ରଥମ ଦିନ ବିରୋଧୀ କଂଗ୍ରେସ କୋଟିଆ, ତୈଳଦର ବୃଦ୍ଧି, ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିଥିବା ନେଇ ହୋହଲ୍ଲା କରିବା ସହ ରାଜ୍ୟପାଳଙ୍କ ଅଭିଭାଷଣକୁ ବହିଷ୍କାର କରି ଗୃହ ତ୍ୟାଗ କରିଥିଲେ ।…

ହଟ୍ଟଗୋଳରୁ ବିଧାନସଭା ଅଧିବେଶନର ଦ୍ୱିତୀୟ ଦିନ ଆରମ୍ଭ: ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ଦିନ ଆରମ୍ଭ ହେବା କ୍ଷଣି ତମ୍ବିତଫାନ । ବିରୋଧଙ୍କ ହଟ୍ଟଗୋଳ, ନାରାବାଜି । ଧାନକିଣା ବେଳେ ମଣ୍ଡିରେ ଅବ୍ୟବସ୍ଥା ଓ ଚାଷୀ ସମସ୍ୟା ନେଇ ବିରୋଧୀ ସଦସ୍ୟ ହଙ୍ଗାମା ଆରମ୍ଭ କରି ଦେଇଥିଲେ । ଏହି ଦୁଇଟି ପ୍ରସଙ୍ଗରେ ସ୍ୱତନ୍ତ୍ର ମୋସନ୍ ଆଣି ଆଲୋଚନା…

ଆଜିଠୁ ବିଧାନସଭା ବଜେଟ୍ ଅଧିବେଶନ, ଅଭିଭାଷଣ ରଖିବେ ରାଜ୍ୟପାଳ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆଜିଠାରୁ ଆରମ୍ଭ ହେଉଛି । କରୋନା କଟକଣା ଭିତରେ ଆରମ୍ଭ ହେବ ଗୃହକାର୍ଯ୍ୟ । ବଜେଟ୍ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ଗୃହରେ ଅଭିଭାଷଣ ରଖିବେ । ଆସନ୍ତା ୨୨ ତାରିଖରେ ହେବ ରାଜ୍ୟ ବଜେଟ୍ । ଚଳିତ ବିଧାନସଭା…

କାଲିଠୁ ବିଧାନସଭା ବଜେଟ୍ ଅଧିବେଶନ, ରହିବ ପ୍ରଶ୍ନକାଳ ଓ ଶୂନ୍ୟକାଳ

ଭୁବନେଶ୍ୱର: ଆସନ୍ତାକାଲି ଗୁରୁବାର ଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ବଜେଟ୍ ଅଧିନବେଶନ । ବଜେଟ୍ ଅଧିବନେଶନ ପୂର୍ବରୁ ଆଜି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ସର୍ବଦୈଳୀୟ ବୈଠକ ବସିଥିଲା । ସର୍ବଦଳୀୟ ବୈଠକରେ ବଜେଟର ବିଭିନ୍ନ ଦିଗକୁ ନେଇ ଆଲୋଚନା ହୋଇଛି । ଚଳିତ…

ଆଜିଠୁ ସଂସଦର ବଜେଟ୍ ଅଧିବେଶନ, ଏଥର ହୁଲୁସ୍ତୁଲ ହେବ ଗୃହ

ନୂଆଦିଲ୍ଲୀ: ଆଜିଠୁ ପାର୍ଲାମେଣ୍ଟର ବଜେଟ୍ ଅଧିବେଶନ । କରୋନା ଯୋଗୁ ଦେଶର ଆର୍ଥିକ ସ୍ଥିତି ଦୋହଲି ଯାଇଥିବା ବେଳେ ସଂସଦର ବଜେଟ୍‌ ଅଧିବେଶନ ଆରମ୍ଭ ହେଉଛି । ଅର୍ଥ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ଚଳିତ ବଜେଟରେ ସରକାର କଣ ଘୋଷଣା କରିବା ତାଉପରେ ସମସ୍ତଙ୍କ ନଜର ରହିଛି । ରାଷ୍ଟ୍ରପତି…