Latest Odisha News
Browsing Tag

Budget Session

ରାଷ୍ଟ୍ରପତିଙ୍କ ଅଭିଭାଷଣ ସହ ପାର୍ଲାମେଣ୍ଟର ବଜେଟ୍ ଅଧିବେଶନ ଆରମ୍ଭ

ନୂଆଦିଲ୍ଲୀ: ଆଜିଠୁ ଆରମ୍ଭ ହୋଇଛି ପାର୍ଲାମେଣ୍ଟର ବଜେଟ୍ ଅଧିବେଶନ । ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଭିଭାଷଣ ସହ ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି । ପାର୍ଲାମେଣ୍ଟର ସେଣ୍ଟ୍ରାଲ୍ ହଲରେ ଉଭୟ ଗୃହକୁ ସମ୍ବୋଧିତ କରୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସ୍ୱାଧୀନତାରେ ୭୫ ବର୍ଷ ଭିତରେ…

କାଲିଠୁ ପାର୍ଲମେଣ୍ଟ ବଜେଟ୍ ଅଧିବେଶନ, ଫୋକସରେ ଥିବା ପ୍ରସଙ୍ଗ ଉପରେ ନଜର ପକାନ୍ତୁ

ନୂଆଦିଲ୍ଲୀ: ଆସନ୍ତାକାଲିଠ ଆରମ୍ଭ ହେବ ପାର୍ଲାମେଣ୍ଟର ବଜେଟ୍ ଅଧିବେଶନ । ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସକାଳ ୧୧ଟାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ରହିଛି । ଏହାପରେ ଲୋକସଭା ଓ ରାଜ୍ୟସଭା ଅଧିବେଶ ଆରମ୍ଭ ହେବ । ଆସନ୍ତାକାଲି ଉଭୟ ଗୃହରେ ୨୦୨୧-୨୦୨୨…

ପୁଣି ବିଧାନସଭାରେ ପ୍ରବଳ ହଟ୍ଟଗୋଳ, ଗୃହ ୪ଟା ଯାଏ ମୁଲତବି

ଭୁବନେଶ୍ୱର: ବିଧାନସଭାରେ ଲଗାତାର ପଞ୍ଚମ ଦିନ ଲାଗି ହଟ୍ଟଗୋଳ ଲାଗି ରହିଛି । ସକାଳେ ବିରୋଧୀ-ଶାସକ ସଦସ୍ୟଙ୍କ ହୋହଲ୍ଲା ଯୋଗୁଁ ବାଚସ୍ପତି ଗୃହକୁ ଦିନ ୧୨ଟା ଯାଏ ମୁଲତବି ରଖିଥିଲେ । ମଧ୍ୟାହ୍ନରେ ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ପୁଣ ହୋହଲ୍ଲା କରିଥିଲେ ସଦସ୍ୟ ଫଳରେ ବାଚସ୍ପତି ଗୃହକୁ…

ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ; ଅଭିଭାଷଣ ରଖୁଛନ୍ତି ରାଜ୍ୟପାଳ, କୋଟିଆକୁ ନେଇ କଂଗ୍ରେସର କକ୍ଷ ତ୍ୟାଗ

ଭୁବନେଶ୍ୱର: ଷୋଡ଼ଶ ବିଧାନସଭାର ଷଷ୍ଠଅଧିବେଶନ ଆରମ୍ଭ ହୋଇଛି । ଅଧିବେଶନ ପୂର୍ବରୁ ବିଧାନସଭା ପରିସରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା । ବାଚସ୍ପତି, ରାଜ୍ୟପାଳଙ୍କୁ ସ୍ୱାଗତ କରିଥିଲେ । ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ…

କାଲିଠୁ ବିଧାନସଭାରେ କୋଭିଡ୍ ଟେଷ୍ଟ, ୧୮ରୁ ବଜେଟ୍ ଅଧିବେଶନ

ଭୁବନେଶ୍ୱର: ଆସନ୍ତା ୧୮ ତାରିଖରୁ ଆରମ୍ଭ ହେଉଛି ବିଧାନସଭାର ବଜେଟ୍ ଅଧିବେଶନ । ତାପୂର୍ବରୁ କାଲିଠୁ ବିଧାନସଭାରେ କୋଭିଡ୍ ଟେଷ୍ଟ କରାଯିବ । ସକାଳ ସାଢେ ୮ଟାରୁ ଅପରାହ୍ନ ୫ ଯାଏଁ ଟେଷ୍ଟ ଚାଲିବ । ସମସ୍ତ ବିଧାୟକ, ମନ୍ତ୍ରୀ, ସୁରକ୍ଷାକର୍ମୀ ଓ ଗଣମାଧ୍ୟମ ପ୍ରତିନିଧିଙ୍କର କୋଭିଡ ଟେଷ୍ଟ…

ବଜେଟ୍ ଅଧିବେଶନ ପୂର୍ବରୁ ଆଜିଠୁ ସାଂସଦ ଓ ସଂସଦ କର୍ମଚାରୀଙ୍କ କୋଭିଡ୍ ଟେଷ୍ଟ

ନୂଆଦିଲ୍ଲୀ: ସଂସଦର ବଜେଟ୍ ଅଧିବେଶନ ଜାନୁଆରୀ ୨୯ ତାରିଖରୁ ଆରମ୍ଭ ହେବ । ବଜେଟ ଅଧିବେଶନ ପୂର୍ବରୁ ଆଜିଠୁ ସମସ୍ତ ସାଂସଦ, ସଂସଦ କର୍ମଚାରୀଙ୍କ କରୋନା ଟେଷ୍ଟ କରାଯିବ । କୋଭିଡ୍ ଟେଷ୍ଟ ଆଜି ଓ ଆସନ୍ତାକାଲି ୨ ଦିନ ଧରି କରାଯିବ । ସାଂସଦ ଚାହିଁଲେ ବାହାରେ ବି କରୋନା ପରୀକ୍ଷା କରାଇ ପାରିବେ ।…

ଫେବୃଆରୀ ୧୪ରୁ ଓଡିଶା ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ

ଭୁବନେଶ୍ୱର: ଆସନ୍ତା ଫେବୃଆରୀ ୧୪ ତାରିଖରୁ ଓଡିଶା ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ବିଧାନସଭାର ପ୍ରଥମ ଅଧିବେଶନରେ ଗୃହ ଆରମ୍ଭରୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନିଜ ଅଭିଭାଷଣ ଦେବେ ବୋଲି ସଚିବାଳୟ ସୁତ୍ରରୁ ପ୍ରକାଶ । ଏହି ଅଧିବେଶନ ଆସନ୍ତା ଏପ୍ରିଲ୍ ୧ ତାରିଖ…

ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ

ଭୁବନେଶ୍ୱର : ରାଜ୍ୟ ବିଧାନସଭାର ବଜେଟ୍ ଅଧିବେଶନ ମଙ୍ଗଳବାର ଦିନ ଆରମ୍ଭ ହୋଇଛି । ଏହି ଅବସରରେ କମିଶନରେଟ୍ ପୋଲସ ପକ୍ଷରୁ ତିନି ସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଷୋଡଶ ବିଧାନସଭାର ଏହା ପ୍ରଥମ ଅଧିବେଶନ ହୋଇଥିବାବେଳେ ଗୃହ ଆରମ୍ଭରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନିଜ…