ବଜେଟକୁ ନେଇ ରାଜନୈତିକ ଲଢେଇ
ଭୁବନେଶ୍ୱର: ନବୀନ ବାବୁଙ୍କ ପଞ୍ଚମ ପାଳିର ଶେଷ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ବିଭିନ୍ନ ବର୍ଗକୁ ଦୃଷ୍ଟିରେ ରଖି ଏକ ଲୋକାଭିମୁଖୀ ବଜେଟ ହୋଇଛି ବୋଲି ଶାସକ ଦଳ ଦାବି କରୁଥିବା ବେଳେ ମୁଖ୍ୟ ବିରୋଧି କିନ୍ତୁ ଏହି ବଜେଟକୁ ସମାଲୋଚନା କରିଛନ୍ତି। ବଜେଟ ମାଧ୍ୟମରେ ସରକାର…