Latest Odisha News

BREAKING NEWS

Browsing Tag

Budhi Thakurani Yatra

ମାଁ ବୁଢ଼ୀ ଠାକୁରାଣୀ ମନ୍ଦିରର ହେବ ନବିକରଣ

ବ୍ରହ୍ମପୁର: ରାଜ୍ୟ ସରକାରଙ୍କ ତରଫରୁ ରାଜ୍ୟର ଗୋଟିଏ ପରେ ଗୋଟିଏ ପ୍ରସିଦ୍ଧ ମନ୍ଦିରର ନବିକରଣ କରାଯାଉଛି । ଏହା ଭିତରେ ମାଁ ତାରା ତାରିଣୀ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବର୍ତ୍ତମାନ ନବିକରଣ ଅଭିଯାନରେ ସାମିଲ ହେବାକୁ ଯାଉଛି ବ୍ରହ୍ମପୁରର ପ୍ରସିଦ୍ଧ ତଥା ଆରାଧ୍ୟ…

ଆଜିଠୁ ବ୍ରହ୍ମପୁରରେ ମାଆ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା, କୋଭିଡ୍ କଟକଣାରେ ପାଳନ

ବ୍ରହ୍ମପୁର: ଆଜିଠୁ ଆରମ୍ଭ ହେଉଛି ବ୍ରହ୍ମପୁରର ପ୍ରସିଦ୍ଧ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା । ଶାଶୁ ଘରୁ ବାପା ଘରକୁ ଆଗମନ କରିବେ ମାଆ ସାଆନ୍ତାଣୀ । ମଧ୍ୟରାତ୍ରିରେ ମାଆଙ୍କ ଆଗମନ ନେଇ ଲଗ୍ନ ସ୍ଥିର ହୋଇଛି । ଏଥିପାଇଁ ଦେଶୀ ବେହେରା ସାହିରେ ସରିଛି ସମସ୍ତ ପ୍ରସ୍ତତି । କୋଭିଡ୍ କଟକଣା ଯୋଗୁ…

ବ୍ରହ୍ମପୁରର ପ୍ରସିଦ୍ଧ ବୁଢୀ ଠାକୁରାଣୀ ଯାତ୍ରା ପାଇଁ ଶୁଭଖୁଣ୍ଟି ସ୍ଥାପନ, ଏପ୍ରିଲ୍ ୯ରୁ ଯାତ୍ରା

ବ୍ରହ୍ମପୁର: ବ୍ରହ୍ମପୁରର ପ୍ରସିଦ୍ଧ ବୁଢ଼ୀ ଠାକୁରାଣୀ ଯାତ୍ରା ଲାଗି ସୋମବାର ବିଳମ୍ବିତ ରାତିରେ ଶୁଭଖୁଣ୍ଟି ସ୍ଥାପନ ହୋଇଛି । ବଡ଼ବଜାର ଦେଶୀବେହେରା ସାହିସ୍ଥିତ ମା’ଙ୍କ ଅସ୍ଥାୟୀ ମଣ୍ଡପ ସ୍ଥାନରେ ଶୁଭଖୁଣ୍ଟି ସ୍ଥାପନ ହୋଇଛି । ଦୁଇ ବର୍ଷକୁ ଥରେ ମା’ଙ୍କ ଯାତ୍ରା ହୋଇଥାଏ । କୋଭିଡ୍…

ବ୍ରହ୍ମପୁର ବୁଢ଼ୀ ଠାକୁରାଣୀ ଯାତ୍ରାକୁ ଅନୁମତି, କୋଭିଡ୍ କଟକଣାରେ ପାଳନ ହେବ

ବ୍ରହ୍ମପୁର: କରୋନା କଟକଣାରେ ଚଳିତବର୍ଷ ହେବ ବ୍ରହ୍ମପୁରର ମାଆ ଠାକୁରାଣୀ ଯାତ୍ରା । ଏଥିପାଇଁ ଅନୁମତି ଦେଇଛନ୍ତି ପ୍ରଶାସନ । ପ୍ରଶାସନ ସହ ଆଲୋଚନା ପରେ ଯାତ୍ରା ପାଇଁ ନିଷ୍ପତ୍ତି ହୋଇଛି । କରୋନା କଟକଣା ସହ ପ୍ରଥମ ୭ ଦିନ ଠାକୁରାଣୀ ଯାତ୍ରା ହେବ । ସ୍ଥିତି ଦେଖି ପରବର୍ତ୍ତୀ ସମୟରେ ଯାତ୍ରା…

ଚଳିତ ବର୍ଷ ୭ ଦିନ ପାଇଁ ବ୍ରହ୍ମପୁର ବୁଢୀ ଠାକୁରାଣୀ ଯାତ୍ରାକୁ ଅନୁମତି

ବ୍ରହ୍ମପୁର: ବ୍ରହ୍ମପୁର ପ୍ରସିଦ୍ଧ ବୁଢୀ ଠାକୁରାଣୀଙ୍କ ଯାତ୍ରା ପାଇଁ ମିଳିଲା ଅନୁମତି । ବିଇଏମସି କମିଶନର ଡା.ସିଦ୍ଧେଶ୍ୱର ବଳିରାମ ବୋନ୍ଦର ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି । ଚଳିତ ବର୍ଷ କୋଭିଡ୍ ଗାଇଡଲାଇନ୍ ପାଳନ କରି ୭ ଦିନ ମଧ୍ୟରେ ଯାତ୍ରା ଶେଷ ହେବ । ଏହି ଅନୁମତି ମିଳିବା ପରେ…