Latest Odisha News
Browsing Tag

BURLA

ମହାନଦୀରୁ ବିରଳ ‘ବୁଧିଆ’ ମାଛ ଉଦ୍ଧାର

ସମ୍ବଲପୁର: ଜାଲରେ ପଡ଼ିଲା ଏକ ବିରାଟକାୟ ମାଛ। ସମ୍ବଲପୁରର ବୁର୍ଲାରେ ମହାନଦୀରୁ ଏହି ମାଛ ଉଦ୍ଧାର ହୋଇଛି। ଯାହାର ଓଜନ ୬୦ କେଜି ହେବ ବୋଲି ଜଣାପଡିଛି। ବୁର୍ଲା ସାଇଫନରୁ ଧରା ପଡ଼ିଥିବା ଏହି ମାଛର ନାମ ବୁଧିଆ ମାଛ ବୋଲି ସୂଚନା ମିଳିଛି। ହୀରାକୁଦ ଡ୍ୟାମ ଦକ୍ଷିଣ ପାର୍ଶ୍ଵ ତଳ ମୁଣ୍ଡରେ…

ଏପ୍ରିଲରେ କାର୍ଯ୍ୟକାରୀ ହେବ ଭିମସାରର ସୁପର ସ୍ପେଶିଆଲିଟି କୋଠା; ୨୦୧୭ରୁ ଆରମ୍ଭ ହୋଇଥିଲା କାର୍ଯ୍ୟ

ବୁର୍ଲା:ଭିମସାରରେ ଖୁବଶୀଘ୍ର କାର୍ଯ୍ୟକାରୀ ହେବ ସୁପର ସ୍ପେଶିଆଲିଟି କୋଠା। ଏପ୍ରିଲ ସୁଦ୍ଧା ଏହାକୁ କାର୍ଯ୍ୟକ୍ଷମ କରିବା ପାଇଁ ମତପ୍ରକାଶ ପାଇଛି। ବୁର୍ଲା ବୀର ସୁରେନ୍ଦ୍ର ସାଏ ଆର୍ୟୁବିଜ୍ଞାନ ଓ ଗବେଷଣା ସଂସ୍ଥାନ ବା ଭିମସାରରେ ନିର୍ମାଣାଧୀନ ସୁପର ସ୍ପେଶିଆଲିଟି କୋଠା ୨୦୧୭ ମସିହାରୁ…

ପାୱାର ଚାନେଲକୁ ଡେଇଁ ପଡିଲେ ଭିସୁଟ ଛାତ୍ରୀ

ବୁର୍ଲା: ଭିସୁଟର ଜଣେ ଛାତ୍ରୀ ପାୱାର ଚାନେଲକୁ ଡେଇଁ ପଡିଛନ୍ତି। ଛାତ୍ରୀଙ୍କ ନାଁଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ । ଗତକାଲି ରାତି ୧୦ଟାରେ ଚିନ୍ମୟୀ ପାୱାର ଚାନେଲକୁ ଡେଇଁ ପଡ଼ିଛନ୍ତି । ଆତ୍ମହତ୍ୟା ଉଦ୍ଦେଶ୍ୟରେ ସେ ଏପରି ପଦକ୍ଷେପ ନେଇଥିବା ଅନୁମାନ କରାଯାଉଛି । ସେ ତାଙ୍କର ଜଣେ ସାଙ୍ଗଙ୍କ…

ଭୀମସାରରେ ୪ ଛୁଆଙ୍କୁ ଜନ୍ମ ଦେଲେ ମହିଳା

ସମ୍ବଲପୁର: ଗୋଟିଏ ଥରରେ ୪ ଛୁଆଙ୍କୁ ଜନ୍ମ ଦେଇଛନ୍ତି ମହିଳା । ବୁର୍ଲା ଭୀମସାରରେ ବୁଧବାର ସୋନପୁରର ଜଣେ ମହିଳା ୪ ଛୁଆଙ୍କୁ ଜନ୍ମ ଦେଇଛନ୍ତି । ନବଜାତକଙ୍କ ମଧ୍ୟରେ ୩ ଜଣ ଝିଅ ଥିବା ବେଳେ ଜଣେ ଶିଶୁପୁତ୍ର ରହିଛି । ମାଆଙ୍କ ସହ ୪ ଛୁଆଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ହସ୍ପିଟାଲ…

ବୁର୍ଲା VSSUTରେ ଅଫଲାଇନ୍ କ୍ଲାସ୍ ବାତିଲ୍, ଅନଲାଇନରେ ହେବ ଥିଓରୀ

ସମ୍ବଲପୁର: ବଢ଼ୁଥିବା କରୋନା ସଂକ୍ରମଣ ମାମଲାକୁ ଦେଖି ବୁର୍ଲା ବୀର ସୁରେନ୍ଦ୍ର ସାଏ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି (VSSUT) ଶ୍ରେଣୀଗୃହ ପାଠପଢ଼ା ବାତିଲ୍ କରି ଦେଇଛନ୍ତି । ସମସ୍ତ ବର୍ଷର ଛାତ୍ରଛାତ୍ରୀଙ୍କ ଲାଗି ଅଫଲାଇନ୍ ପାଠପଢ଼ା ସହ ସେମିଷ୍ଟାର ବାତିଲ୍ କରାଯାଇଥିବା ସୂଚନା ଦେଇଛନ୍ତି…

ବୁର୍ଲା ଭୀମସାରରେ ହେବ ଦ୍ୱିତୀୟ କୋଭିଡ୍ ହସ୍ପିଟାଲ

ସମ୍ବଲପୁର: ପଶ୍ଚିମ ଓଡ଼ିଶାରେ କୋଭିଡ୍ ସଂକ୍ରମଣ ବଢ଼ିବାରେ ଲାଗିଛି । ସଂକ୍ରମଣ ବଢ଼ୁଥିବା ବେଳେ ବୁର୍ଲା ଗସ୍ତରେ ଯାଇ ସମ୍ବଲପୁର ଜିଲ୍ଲାରେ କୋଭିଡ୍ ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ସମୀକ୍ଷା ପରେ ବୁର୍ଲା ଭୀମସାରରେ ଦ୍ୱିତୀୟ କୋଭିଡ୍ ହସ୍ପିଟାଲ…

ବୁର୍ଲାର ବିଭିନ୍ନ ଅଂଚଳରେ ୧୪୪ ଧାରା ଜାରି

ବୁର୍ଲା: ବୁର୍ଲାରେ ଜାରି ହେଲା ୧୪୪ ଧାରା । କରୋନାର ଲୋକାଲ କେସ୍ ଜଣାପଡିବା ପରେ ବୁର୍ଲାର ବିଭିନ୍ନ ସ୍ଥାନରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଲାଗୁ କରାଯାଇଛି । ବୁର୍ଲାର ଆର୍ କଲୋନୀ, ଚିପିଲିମା, ପିସି ବ୍ରିଜରୁ ଫାଣ୍ଡି ଛକ, କିର୍ବା, ପାଣି ଟାଙ୍କି ପଡା, ବସନ୍ତ ବିହାର ଏସବୁ ଅଂଚଳରେ ୧୪୪…

ହସ୍ପିଟାଲରୁ ଖସି ଚାଲିଗଲେ ସଂଦିଗ୍ଧ କରୋନା ରୋଗୀ !

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ବୁର୍ଲ୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ମେଡ଼ିକାଲ୍ ସାଇନ୍ସ ଇନଷ୍ଟିଚ୍ୟୁଟ୍ (ଭିମସାର)ର ଆଇସୋଲେସନ ୱାର୍ଡ଼ରୁ ଜଣେ ସନ୍ଦିଗ୍ଧ କରୋନା ରୋଗୀ ଖସି ଚାଲିଯାଇଛନ୍ତି । ଏହି ଘଟଣା ସମ୍ପର୍କରେ ବୁଧବାର ଜଣାପଡ଼ିଥିବା ନେଇ ଭିମସାର୍ ସୂତ୍ରରୁ ସୂଚନା ମିଳିଛି । ଅଧିକ…