Latest Odisha News

BREAKING NEWS

Browsing Tag

Burla VIMSAR

ବୁର୍ଲା ଭୀମସାରରେ ଶିଶୁଙ୍କ ପାଇଁ ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ ଖୋଲିବାକୁ ଯୋଜନା

ସମ୍ୱଲପୁର: କରୋନାର ଦ୍ୱିତୀୟ ଲହରରେ ବହୁ ଶିଶୁ ସଂକ୍ରମିତ ହେଉଛନ୍ତି । ବିଶେଷଜ୍ଞ ଆକଳନ କରୁଛନ୍ତି ତୃତୀୟ ଲହରରେ ଶିଶୁ ବେଶୀ ସଂକ୍ରମିତ ହେବେ । ବୁର୍ଲୀ ଭୀମସାରରେ ଅଧିକ ଶିଶୁ କରୋନା ଆକ୍ରାନ୍ତ ହେବା ପରେ ସେଠାରେ ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ ଖୋଲିବା ପାଇଁ ଚିନ୍ତା କରୁଛନ୍ତି ମେଡିକାଲ୍…

ବୁର୍ଲା ଭୀମସାରରେ ପଶିଲା କରୋନା

ସମ୍ବଲପୁର: ବୁର୍ଲା ଭୀମସାରରେ ପଶିଲା କରୋନା । କାର୍ଡିଓଲୋଜି ବିଭାଗରେ ଚିକିତ୍ସିତ ଜଣେ ରୋଗୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାପରେ ୱାର୍ଡକୁ ବିଶୋଧନ କରାଯାଇଛି । ସରକରାଙ୍କ ଗାଇଡଲାଇନ ଅନୁସାରେ ପଦକ୍ଷେପ ନିଆଯାଉଥିବା କହିଛନ୍ତି ଭୀମସାର ସୁପରିଟେଣ୍ଡେଣ୍ଟ । ସଂପୃକ୍ତ ବ୍ୟକ୍ତିଙ୍କ…

ବୁର୍ଲା ଭୀମସାରରେ ଛାତ୍ରଙ୍କୁ ରାଗିଂ ଅଭିଯୋଗ, ତଦନ୍ତ କରୁଛି ଆଣ୍ଟି ରାଗିଂ ସେଲ୍

ସମ୍ୱଲପୁର: ବୁର୍ଲା ସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ଆଣ୍ଡ ରିସର୍ଚ୍ଚରେ (ଭୀମ୍‌ସାର) ଛାତ୍ରଙ୍କୁ ରାଗିଂ ଅଭିଯୋଗ । ଏମବିବିଏସ୍ ଦ୍ୱିତୀୟ ବର୍ଷ ଛାତ୍ରଙ୍କୁ ରାଗିଂ ହୋଇଥିବା ଅଭିଯୋଗ ହୋଇଛି । ଏହାପରେ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଭୀମ୍‌ସାର ଡିନ୍‌ । ଆଣ୍ଟି ରାଗିଂ…

କରୋନା ଟିକା ନେବାର ୩ ଦିନ ପରେ ନୂଆପଡ଼ାର ଯୁବକ ମୃତ

ନୂଆପଡ଼ା: କୋଭିଡ୍ ଟିକା ନେବାର ୩ ଦିନ ପରେ ଯୁବକଙ୍କ ମୃତ୍ୟୁ ହୋଇଛି । ଗତକାଲି ୨୭ ବର୍ଷୀୟ ଯୁବକଙ୍କ ମୃତ୍ୟୁ ବୁର୍ଲା ଭୀମସାରରେ ହୋଇଥିବା ଜଣାପଡ଼ିଛି । ତେବେ, ଯୁବକଙ୍କ ମୃତ୍ୟୁ ଭ୍ୟାକ୍ସିନ୍ ପାଇଁ ହୋଇନଥିବା ସ୍ୱାସ୍ଥ୍ୟ ବିଭାଗ ସ୍ପଷ୍ଟ କରିଛି । ମୃତ ଯୁବକ ଜଣଙ୍କ ନୂଆପଡ଼ା ଜିଲ୍ଲା…

ବୁର୍ଲା ଭୀମସାରରେ ଟଳିଲା ବଡଧରଣର ଅଘଟଣ

ସମ୍ୱଲପୁର: ଗଛ ଭାଙ୍ଗି ବିଦ୍ୟୁତ ତାର ଛିଣ୍ଡିଗଲା । ୧୧ କେଭି ବିଦ୍ୟୁତ ତାର ଛିଣ୍ଡିଯିବାରୁ ସର୍ଟ ସର୍କିଟରୁ ଲାଗିଲା ନିଆଁ । ଏଥିରୁ ବୁର୍ଲା ଭୀମସାର ରକ୍ତଭଣ୍ଡାରରେ ଅଗ୍ନିକାଣ୍ଡ ହୋଇଛି । ପୋଡ଼ି ଯାଇଛି ରକ୍ତ ଭଣ୍ଡାର ଓ ପ୍ଲାଜମା ବ୍ୟାଙ୍କର ୫ଟି ଫ୍ରିଜର । ଏବେ ବାକି ଥିବା ୩ଟି ଫ୍ରିଜରରେ…

ଭିମ୍‌ସାରରେ ବଢ଼ୁଛି ସଂକ୍ରମଣ, ଆଉ ୭ ଡାକ୍ତରଙ୍କ ସମେତ ୯ କରୋନା ଯୋଦ୍ଧା କୋଭିଡ ପଜିଟିଭ

ବୁର୍ଲା: ବୁର୍ଲା ଭିମସାର୍‌ରୁ ପୁଣି ୭ଜଣ ଡାକ୍ତର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଡାକ୍ତରଖାନାର ୭ ଡାକ୍ତରଙ୍କ ସମେତ ୯ ଜଣ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ କେବଳ ଏଚ୍‌ଡିୟୁ ଲିଙ୍କରେ ଆକ୍ରାନ୍ତ କର୍ମଚାରୀଙ୍କ ସଂଖ୍ୟା ୨୮ ହୋଇଥିବା ଭିମ୍‌ସାର ନିର୍ଦେଶକ ପ୍ରଫେସର ଲଲିତ…

ଭୀମସାରର ପୁଣି ୩ ଡାକ୍ତରଙ୍କୁ କରୋନା

ବୁର୍ଲା: କରୋନା କବଳରେ କୋଭିଡ ଯୋଦ୍ଧା । ବୁର୍ଲା ଭୀମସାରରେ ପୁଣି ୩ ଡାକ୍ତର କରୋନାରେ ସଂକ୍ରମିତ ହୋଇଛନ୍ତି । ଏହି ୩ ଜଣ ଡାକ୍ତର ମେଡିସିନ୍ ବିଭାଗରେ କାର୍ଯ୍ୟରତ ଥିବା ଜଣାପଡିଛି । ଭୀମସାର ଅଧକ୍ଷକ ଏହି ସୂଚନା ଦେଇଛନ୍ତି। ପୂର୍ବରୁ ୯ ଜଣ ଡାକ୍ତର ମେଡିସିନ ବିଭାଗର କରୋନା ପଜିଟିଭ୍…

କାଲିଠୁ ସପ୍ତାହେ ବନ୍ଦ ରହିବ ଭୀମସାର ମେଡିସିନ୍ ବିଭାଗ OPD

ବୁର୍ଲା (ସମ୍ୱଲପୁର): ଆସନ୍ତାକାଲିଠାରୁ (ଗୁରୁବାର) ବନ୍ଦ ରହିବ ବୁର୍ଲା ଭୀମସାର ମେଡିସିନ ବିଭାଗ OPD। ଏନେଇ ସୂଚନା ଦେଇଛନ୍ତି ଭୀମସାର ନିର୍ଦ୍ଦେଶକ ଲଳିତ କୁମାର ମେହେର । ଆସନ୍ତା ୧୨ ତାରିଖ ଯାଏଁ ବନ୍ଦ ରହିବ OPD । ମେଡିସିନ ବିଭାଗର ୩୮ ଜଣ ଡାକ୍ତର କ୍ୱାରେଣ୍ଟାଇନରେ ଯିବା ପରେ…

ରାଜ୍ୟରେ ଖୋଲିଲା ଆଉ ୨ଟି ପ୍ଲାଜମା ବ୍ୟାଙ୍କ

ଭୁବନେଶ୍ୱର: ରାଜ୍ୟରେ ଖୋଲିଲା ଆଉ ୨ଟି ପ୍ଲାଜମା ବ୍ୟାଙ୍କ । ଏହାକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉଦ୍‌ଘାଟନ କରିଛନ୍ତି । ବ୍ରହ୍ମପୁର ଓ ବୁର୍ଲାରେ ନୂଆ ପ୍ଲାଜମା ବ୍ୟାଙ୍କ ଉଦଘାଟିତ ହୋଇଛି । ବ୍ରହ୍ମପୁର ଏମ୍‌କେସିଜିରେ ପ୍ଲାଜମା ବ୍ୟାଙ୍କ…

ଭୀମସାର୍‌ର ୯ ଡାକ୍ତରଙ୍କୁ କରୋନା

ସମ୍ବଲପୁର: ଏବେ କିଲର ଭାଇରସ କରୋନା କବଳରେ କୋଭିଡ ଯୋଦ୍ଧା । ବର୍ଲା ଭୀମସାରର ୯ ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି । ମେଡିସିନ ବିଭାଗର ୯ ଡାକ୍ତରଙ୍କ ରିପୋର୍ଟ ପଜିଟିଭ ଆସିଛି । ଏହାପରେ ମେଡିସିନ ବିଭାଗର ଓପିଡିକୁ ଆଜି ପାଇଁ ବନ୍ଦ ରଖାଯାଇଛି । ଏନେଇ ଭୀମସାର ନିର୍ଦ୍ଦେଶକ ଡାକ୍ତର…