Latest Odisha News

BREAKING NEWS

Browsing Tag

Burla VSSUT

ରାଗିଂ ଅଭିଯୋଗରେ ବୁର୍ଲା ଭିସୁଟର ୧୨ ଛାତ୍ର ବହିଷ୍କୃତ

ସମ୍ୱଲପୁର: ବୁର୍ଲା ଭିସୁଟରେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କୁ ରାଗିଂ ଘଟଣାରେ କଠୋର କାର୍ଯ୍ୟାନୁଷ୍ଠାନ । ୧୨ ଜଣ ଛାତ୍ରଙ୍କୁ ବହିଷ୍କାର କରାଯାଇଛି । ସେମାନଙ୍କ ମଧ୍ୟରୁ ୨ ଜଣ ଛାତ୍ରଙ୍କୁ ୨ ବର୍ଷ ପାଇଁ ଓ ଅନ୍ୟ ୧୦ ଜଣଙ୍କୁ ବର୍ଷେ ପାଇଁ ବହିଷ୍କାର କରାଯାଇଛି । ବିଶ୍ୱବିଦ୍ୟାଳୟ ଶୃଙ୍ଖଳା…

୧୬ରୁ ବୁର୍ଲା ଭିସୁଟରେ ଆରମ୍ଭ ହେବ ଅଫଲାଇନ୍ କ୍ଲାସ

ସମ୍ବଲପୁର: ପୂର୍ବରୁ କଣ୍ଟେନମେଣ୍ଟ ଜୋନ୍ ହଟିଥିବା ବେଳେ ଆସନ୍ତା ୧୬ରୁ ବର୍ଲା ଭିସୁଟରେ ଆରମ୍ଭ ହେବ ପାଠପଢ଼ା । ଅନଲାଇନ୍ କ୍ଲାସ୍ ବନ୍ଦ କରାଯାଇ ଅଫଲାଇନ୍ କ୍ଲାସ ଆରମ୍ଭ ହେବ । ଏନେଇ ଭିସୁଟ୍ କୁଳପତି ଭି.ଭି ପତି ସୂଚନା ଦେଇଛନ୍ତି । ୧୭ ତାରିଖରୁ ପ୍ରଥମ ବର୍ଷର ଛାତ୍ରଛାତ୍ରୀ କ୍ୟାମ୍ପସ…

ଭିସୁଟର ୨୫ ଜଣ ଛାତ୍ର କରୋନାରେ ଆକ୍ରାନ୍ତ

ସମ୍ବଲପୁର: ବୁର୍ଲା ଭିସୁଟର ୨୫ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୬ ଜଣଙ୍କୁ ଅନ୍ୟତ୍ର ରଖି ଚିକିତ୍ସା କରାଯାଉ ଥିବା ବେଳେ ଅନ୍ୟ ଆକ୍ରାନ୍ତମାନେ ଘରକୁ ଚାଲି ଯାଇଛନ୍ତି । ଗୁରୁବାର ୨୪ ଜଣ ଛାତ୍ର ପଜିଟିଭ୍ ଥିବା ରିପୋର୍ଟ ଆସିଥିବା ବେଳେ ଆଜି ଆଉ ଜଣେ ଛାତ୍ର…

ଆଜିଠୁ ତିନି ଦିନ ବନ୍ଦ ରହିବ ବୁର୍ଲା ଭିସୁଟ୍

ସମ୍ବଲପୁର: ଆଜିଠୁ ତିନି ଦିନ ବନ୍ଦ ରହିବ ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କ୍ୟାମ୍ପସ ପରିସରକୁ ସାନିଟାଇଜ୍ କରାଯିବ । ଏଥିପାଇଁ ବିଶ୍ୱବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି । ପୂର୍ବଭଳି ଶନିବାର ଓ ରବିବାର ଭିସୁଟ ବନ୍ଦ…