Latest Odisha News

BREAKING NEWS

Browsing Tag

Bus Accident in Andhra Pradesh

ଘାଟି ତଳକୁ ଖସିଲା ବସ୍: ୭ ମୃତ ଓ ୪୫ ଆହତ

ହାଇଦ୍ରାବାଦ: ବିବାହ ଉତ୍ସବରେ ଯୋଗ ଦେଇ ଫେରିବା ବାଟରେ ଘାଇକୁ ଖସିଲା ବସ୍ । ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଛି । ଆହତ ହୋଇଛନ୍ତି ୪୫ ଜଣ ଯାତ୍ରୀ । ଆନ୍ଧ୍ରପ୍ରଦେଶ ଚିତ୍ତୋର ଜିଲ୍ଲାର ଭାକଟାପେଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସଟି ଘାଟି ରାସ୍ତା ଦେଇ ଯାଉଥିବା ବେଳେ…

ଟିପର-ବସ୍ ଧକ୍କାରେ ଜଣେ ମୃତ ଓ ୮ ଆହତ, ନବରଙ୍ଗପୁରରୁ ଭୁବନେଶ୍ୱର ଆସୁଥିଲା ବସ୍

ଭୁବନେଶ୍ୱର: ନବରଙ୍ଗପୁରରୁ ଭୁବନେଶ୍ୱର ଆସୁଥିବା ବସ୍ ଆନ୍ଧ୍ରପ୍ରଦେଶରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଟିପର ସହ ବସର ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ୮ ଜଣ ଆହତ ହୋଇଥିବା ସୂଚନା ମିଳିଛି । ମୃତକ ହେଲେ ବସ୍ ହେଲପର୍ । ତାଙ୍କର ପରିଚୟ ଜଣା ପଡିନି । ଆହତଙ୍କୁ ଉଦ୍ଧାର କରି…