ଘାଟିରେ ଓଲଟିଲା ବସ୍, ୭ ଯାତ୍ରୀ ଆହତ
ରାୟଗଡ଼ା: ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୭ ଜଣ ଯାତ୍ରୀ ଆହତ ହୋଇଛନ୍ତି । ରାୟଗଡ଼ା ଜିଲ୍ଲା ମୁକୁନ୍ଦପୁର ଘାଟିରେ ଗତକାଲି ରାତିରେ ଏହି ଦୁର୍ଘଟଣା ଘଟିଛି । ଓମ୍ ସାଇ ନାମକ ବସଟି ଜୟପୁରରୁ ଯାତ୍ରୀଙ୍କୁ ନେଇ ଅନୁଗୋଳ ଯାଉଥିଲା । ଘାଟି ଚଢ଼ିବା ବେଳେ…