Latest Odisha News
Browsing Tag

Bus Fire

ପୁରୀ ବସଷ୍ଟାଣ୍ଡରେ ଅଗ୍ନିକାଣ୍ଡ, ଜଳିଗଲା ୩ଟି ବସ୍

ପୁରୀ : ପୁରୀ ବସଷ୍ଟାଣ୍ଡରେ ଅଭାବନୀୟ ଘଟଣା । ବସଷ୍ଟାଣ୍ଡରେ ନିଆଁ ଲାଗି ଜଳିଗଲା ୩ଟି ବସ୍ । ବସଷ୍ଟାଣ୍ଡରେ ୩ଟି ବସ୍ ଛିଡା ହୋଇଥିବା ବେଳେ ନିଆଁ ଲାଗିଥିଲା । ଅଗ୍ନିକାଣ୍ଡରେ ବସଟି ଜଳୁଥିବା ବେଳେ, ଖବରପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ସୂଚନା ଅନୁସାରେ,…

ଚଳନ୍ତା ବସରେ ଲାଗିଲା ନିଆଁ, ଯାତ୍ରୀ ସୁରକ୍ଷିତ

ଫୁଲବାଣୀ: ଚଳନ୍ତା ବସରେ ଅଗ୍ନିକାଣ୍ଡ । ହଠାତ୍ ଲାଗିଲା ନିଆଁ । ବିଚା ରାସ୍ତାରେ ବସଟି ହୁତୁ ହୁତୁ ହୋଇ ଜଳିଗଲା । କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଛକରେ ଏକ ଯାତ୍ରୀବାହୀ ବସ୍‌ରେ ଅଗ୍ନିକାଣ୍ଡ ହୋଇଛି । ତେବେ ଏଥିରେ କେହି ମୃତାହତ ହୋଇ ନଥିବା ସୂଚନା ମିଳିଛି । ରୁଦ୍ରକାଳୀ ନାମକ ବସରେ…

ଦୁର୍ଘଟଣା ଘଟାଇଥିବା ବସକୁ ଜାଳି ଦେଲେ ଉତ୍ୟକ୍ତ ଲୋକ

କେନ୍ଦ୍ରାପଡ଼ା: ବସ୍ ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁକୁ ନେଇ ତୁମୁଳୁକାଣ୍ଡ । ବସରେ ନିଆଁ ଲଗାଇଦେଲେ ଉତ୍ୟକ୍ତ ଲୋକ । ବିଚ ରାସ୍ତାରେ ହୁ ହୁ ହୋଇ ଜଳିଗଲା ବସ୍ । କେନ୍ଦ୍ରାପଡ଼ା ଜିଲ୍ଲାର ହଦଳିଆଗଡା ନିକଟରେ ଏହି ଘଟଣା ଘଟିଛି । ଆଜି ସକାଳୁ ପାଞ୍ଚ ନମ୍ବର ଜାତୀୟ ରାଜପଥର ହଳଦିଆଗଡ଼ା…