Latest Odisha News

BREAKING NEWS

Browsing Tag

Bus Stand

ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ଫୁଟିଲା ବୋମା, ୩ ଗୁରୁତର

ବରମୁଣ୍ଡା : ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ବିସ୍ଫୋରଣ । ରାତି ଅଧରେ ଫୁଟିଲ ବୋମା। ଏହି ବିସ୍ଫୋରଣରେ ୩ଜଣ ଗୁରୁତର । ଖାଦ୍ୟକୁ ନେଇ ବଚସା ହେବାରୁ ହୋଟେଲ କର୍ମଚାରୀଙ୍କ ଉପରକୁ ବୋମା ମାଡ଼ ହୋଇଥିବା ଜଣାପଡ଼ିଛି । ବରମୁଣ୍ଡା ନୂଆ ବସ୍‌ଷ୍ଟାଣ୍ଡରେ ଜୟ ଜଗନ୍ନାଥ ହୋଟେଲରେଏହି ବିସ୍ଫୋରଣ ଘଟିଛି…

ବସଷ୍ଟାଣ୍ଡ ନିର୍ମାଣ ପାଇଁ ଜିଲ୍ଲାପାଳଙ୍କ ଅଫିସ୍ ଘେରାଉ

ସୋନପୁର: ବସଷ୍ଟାଣ୍ଡ ନିର୍ମାଣ ଦାବିରେ ଆନ୍ଦୋଳନ । ଜିଲ୍ଲାପାଳଙ୍କ ଅଫିସ୍ ଘେରିଲା ବିଜେପି । ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମାର ନୂତନ ବସଷ୍ଟାଣ୍ଡ ନିର୍ମାଣ, ଉନ୍ନତିକରଣ କାର୍ଯ୍ୟ ଦାବିରେ ଆନ୍ଦୋଳନ କରିଛି ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା । ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଜିଲ୍ଲାପାଳଙ୍କ…

ବରମୁଣ୍ଡା ବସଷ୍ଟାଣ୍ଡ ନିକଟରେ ହୁତହୁତ୍ ହୋଇ ଜଳିଗଲା ବସ୍, ୪ ଯାତ୍ରୀ ଆହତ

ଭୁବନେଶ୍ୱର: ବରମୁଣ୍ଡା ବସଷ୍ଟାଣ୍ଡ ନିକଟରେ ଅଘଟଣ । ଓଭରବ୍ରିଜ୍ ପାର୍ଶ୍ୱ ରାସ୍ତା କଲଭର୍ଟରେ ପିଟି ହୋଇ ଏକ ଘରୋଇ ଯାତ୍ରୀବାହୀ ବସ୍ ଜଳି ଯାଇଛି । ଦୁର୍ଘଟଣାରେ ଉକ୍ତ ଯାତ୍ରୀବାହୀ ବସରେ ଥିବା ୪ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ…