Latest Odisha News

BREAKING NEWS

Browsing Tag

by election

ମୁଖ୍ୟମନ୍ତ୍ରୀ ଯାହାକୁ ଚାହିଁବେ ଆମେ ସମର୍ଥନ କରିବୁ: ଦୀପାଳି ଦାସ

ଝାରସୁଗୁଡ଼ା: ଝାରସୁଗୁଡ଼ା ଉପନିର୍ବାଚନ ନେଇ ତାରିଖ ଘୋଷଣା ପରେ କିଏ କେଉଁ ଦଳରୁ ପ୍ରାର୍ଥୀ ହେବେ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ନବ ଦାସଙ୍କ ମୃତ୍ୟୁ ପରେ ଉପନିର୍ବାଚନ ହେଉଥିବାରୁ ସମସ୍ତଙ୍କ ନଜର ରହିଛି ବିଜେଡି ଉପରେ । ଆଜି ଉପନିର୍ବାଚନ ତାରିଖ ଘୋଷଣା ପରେ ପ୍ରତିକ୍ରିୟା ରଖିଛନ୍ତି…

ବିଜେଡିର ଉପନିର୍ବାଚନ ଚିନ୍ତା, ଶ୍ରଦ୍ଧାଞ୍ଜଳି ସଭାରେ ଭୋଟ୍ ମାଗିଲେ ବିଧାୟକ

ଭୁବନେଶ୍ୱର: ଶେଷ ହୋଇନି ନବ ଦାସଙ୍କ ଦଶାହ, ଜୋର୍ ଧରିଲାଣି ଉପନିର୍ବାଚନ ଚର୍ଚ୍ଚା । ଦିବଙ୍ଗତ ବିଜେଡି ବିଧାୟକ ତଥା ନବ ଦାସଙ୍କ ହତ୍ୟା ପରେ ଝାରସୁଗୁଡ଼ାରେ ଉପନିର୍ବାଚନକୁ ନେଇ ବିଜେଡି ପ୍ରସ୍ତୁତି ଆରମ୍ଭ କରିଛି । ନବ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବାକୁ ଦଳ ପକ୍ଷରୁ ଶୋକସଭା ଆୟୋଜନ…

ଧାମନଗର ପାଇଁ କଂଗ୍ରେସର ୩୦ ଜଣ ଷ୍ଟାର ପ୍ରଚାରକ

ଭୁବନେଶ୍ୱର: ଧାମନଗର ଉପନିର୍ବାଚନ ପାଇଁ କଂଗ୍ରେସ ଘୋଷଣା କରିଛି ଷ୍ଟାର ପ୍ରଚାରକ ତାଲିକା । ପ୍ରକାଶିତ ତାଲିକାରେ କଂଗ୍ରେସ ଓଡ଼ିଶା ପ୍ରଭାରୀ ତଥା ସାଂସଦ ଡ. ଏ ଚେଲ୍କା କୁମାରଙ୍କ ସମେତ ସହ ପ୍ରଭାରୀ ତଥା ଏଆଇସିସି ସମ୍ପାଦକ ଜି ରୁଦ୍ରରାଜୁ ଏବଂ ପିସିସି ସଭାପତି ଶ୍ରୀଯୁକ୍ତ ଶରତ ପଟ୍ଟନାୟକ…

ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ, ମହାଲଢେଇ ପାଇଁ ବିଜ୍ଞପ୍ତି ପ୍ରକାଶ କଲେ ଭାରତୀୟ ନିର୍ବାଚନ କମିଶନ, ମେ ୨ରେ ଭୋଟ୍…

ପିପିଲି: ଏପ୍ରିଲ ୧୭ରେ ପିପିଲି ଫାଇଟ୍ । ପିପିଲି ମହାସମର ପାଇଁ ଦିନ ଧାର୍ଯ୍ୟ ହୋଇଛି । ପିପିଲି ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ । ଆସନ୍ତା ଏପ୍ରିଲ ୧୭ରେ ପିପିଲି ବିଧାନସଭା ଲାଗି ମତଦାନ ହେବ । ମାର୍ଚ୍ଚ ୨୩ରେ ନିର୍ବାଚନ ପାଇଁ ପ୍ରକାଶ ପାଇବ…

ବାତିଲ ହେଲା ଉପନିର୍ବାଚନ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗ ମଙ୍ଗଳବାର କହିଛନ୍ତି ଯେ ଆସାମ, କେରଳ, ତାମିଲନାଡୁ ଏବଂ ପଶ୍ଚିମବଙ୍ଗରେ ଉପ-ନିର୍ବାଚନକୁ ବାତିଲ କରିଦିଆଯାଇଛି । ନିର୍ବାଚନ ପରିଚାଳନାରେ ଅସୁବିଧା ଏବଂ ଏହା ସହ ଜଡିତ ପ୍ରସଙ୍ଗଗୁଡିକୁ ନେଇ ରାଜ୍ୟ ମୁଖ୍ୟ ସଚିବଙ୍କ ସହିତ ଆଲୋଚନା ପରେ ନିର୍ବାଚନ କମିଶନ ଏହି…

କର୍ଣ୍ଣାଟକ ଉପ ନିର୍ବାଚନ: ଆଜି ପ୍ରକାଶ ପାଇବ ଫଳାଫଳ

ବେଙ୍ଗାଲୁରୁ: କର୍ଣ୍ଣାଟକ ଉପ ନିର୍ବାଚନର ଫଳାଫଳ ସୋମବାର ଦିନ ପ୍ରକାଶ ପାଇବାକୁ ଥିବା ବେଳେ ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହୋଇଛି । ଆଜିର ଏହି ଫଳାଫଳ ବିଜେପିର ୟେଦ୍ଦୁରପ୍ପା ସରକାର ପାଇଁ ଖୁବ୍ ଗୁରୁତ୍ୱପୂର୍ଣ୍ଣ । ଭୋଟ୍ ଗଣତି ହେଉଥିବା ୧୫ଟି ଆସନ ମଧ୍ୟରୁ ବିଜେପିକୁ ଅତିକମରେ ୬ଟି…

ବିଜେପୁର ଉପନିର୍ବାଚନ ଫଳାଫଳ: ବହୁ ଆଗରେ ବିଜେଡି

ବରଗଡ: ବରଗଡ ଜିଲ୍ଲା ଲୋକସଭା ଅର୍ନ୍ତଗତ ବିଜେପୁର ଉପ ନିର୍ବାଚନ ଲାଗି ଭୋଟଗଣତି ଜାରି ରହିଥିବାବେଳେ ୧୨ ରାଉଣ୍ଡ ସୁଦ୍ଧା ବିଜେଡି ଅନ୍ୟ ପ୍ରତିଦ୍ୱନ୍ଦୀ ଦଳଙ୍କଠାରୁ ଆଗୁଆ ରହିଛି । ପ୍ରାପ୍ତ ସୂଚନାନୁଯାୟୀ ଆଜି ଆଜି ଭୋଟ୍ ଗଣତିର ୧୨ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କ…

ବିଜେପୁର ଉପ-ନିର୍ବାଚନ: ଭୋଟଦାନ କେନ୍ଦ୍ରକୁ ଗଲେ ପୋଲିଂ ପାର୍ଟି

ଭୁବନେଶ୍ୱର: ଆଉ ମାତ୍ର ୨ ଦିନ ପରେ ହେବାକୁ ଥିବା ବିଜେପୁର ଉପ ନିର୍ବାଚନ ଲାଗି ପୋଲିଂ କର୍ମଚାରୀମାନେ ନିଜ ନିଜର ବୁଥ୍ ଅଭିମୁଖେ ଶନିବାର ଦିନ ଗସ୍ତ କରିଛନ୍ତି । ସେମାନେ ସନ୍ଧ୍ୟା ସୁଦ୍ଧା ନିଜ ନିଜ ବୁଥରେ ପହଞ୍ଚିଯିବେ ବୋଲି ଆଶା କରାଯାଉଛି । ପ୍ରାପ୍ତ ସୂଚନାନୁଯାୟୀ ପୋଲିଂ ଟିମ୍…

ବିଜେପୁର ଉପ ନିର୍ବାଚନ: ବିଜେଡି ପକ୍ଷରୁ ପ୍ରଚାର କରିବେ ନାମୀଦାମୀ ତାରକା

ଭୁବନେଶ୍ୱର: ବରଗଡ ଲୋକସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବିଜେପୁର ଉପନିର୍ବାଚନ ଲାଗି ଗୁରୁବାର ଦିନ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ତାରକା ଖଚିତ ପ୍ରଚାରକଙ୍କ ନାମ ଘୋଷଣା କରାଯାଇଛି । ଏହି ଉପ ନିର୍ବାଚନ ଲାଗି ରାଜ୍ୟ ରାଜନୀତି ଏକପ୍ରକାର ସରଗରମ ହୋଇପଡିଥିବା ବେଳେ ବିଜେଡି ପକ୍ଷରୁ…