Latest Odisha News

BREAKING NEWS

Browsing Tag

Bypoll

ବିଜେପୁରରେ ଦିନ ୩ଟା ସୁଦ୍ଧା ୫୬.୫ ପ୍ରତିଶତ ମତଦାନ

ଭୁବନେଶ୍ୱର: ବରଗଡ ଲୋକସଭା ଅନ୍ତର୍ଗତ ବିଜେପୁର ବିଧାନସଭା ଉପ ନିର୍ବାଚନ ଲାଗି ସୋମବାର ଦିନ ଭୋଟ୍ ଗ୍ରହଣ ଜାରି ରହିଥିବା ବେଳେ ଦିନ ୩ଟା ସୁଦ୍ଧା ୫୬.୫% ମତଦାନ ହୋଇଥିବା ନିର୍ବାଚନ କମିଶନ ସୂଚନା ପ୍ରଦାନ କରିଛନ୍ତି । ପ୍ରାୟ ୨ ବର୍ଷ ମଧ୍ୟରେ ବିଜେପୁରରେ ୩ ଥର ନିର୍ବାଚନ ଅନୁଷ୍ଠିତ…

ମତଦାନ ସାବ୍ୟସ୍ତ କଲେ ବିଜେଡି ପ୍ରାର୍ଥୀ ରୀତା ସାହୁ ଓ କଂଗ୍ରେସର ଦିଲୀପ

ଭୁବନେଶ୍ୱର: ବରଗଡ ଲୋକସଭା ଅନ୍ତର୍ଗତ ବିଜେପୁର ବିଧାନସଭା ଉପ ନିର୍ବାଚନ ଲାଗି ସୋମବାର ଦିନ ଭୋଟ୍ ଗ୍ରହଣ ଜାରି ରହିଥିବା ବେଳେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ବିଜେଡି ପ୍ରାର୍ଥୀ ରୀତା ସାହୁ ଓ କଂଗ୍ରେସର ଦିଲୀପ ପଣ୍ଡା । ପ୍ରାୟ ୨ ବର୍ଷ ମଧ୍ୟରେ ବିଜେପୁରରେ ୩ ଥର ନିର୍ବାଚନ…

ବିଜେପୁର ଉପ ନିର୍ବାଚନ: ମତଦାନ କେନ୍ଦ୍ରରେ ଭୋଟ୍ ଗ୍ରହଣ ଜାରି

ବରଗଡ: ବରଗଡ ଲୋକସଭା ଅନ୍ତର୍ଗତ ବିଜେପୁର ବିଧାନସଭା ଉପ ନିର୍ବାଚନ ଲାଗି ସୋମବାର ଦିନ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି । ଏହି ଭୋଟ୍ ଗ୍ରହଣ ୨୮୫ ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୫ଟା ଯାଏଁ ଚାଲିବ । ବିଜେପୁର ଉପ ନିର୍ବାଚନ ଲାଗି ନିର୍ବାଚନୀ ମୈଦାନକୁ…

ରାଜ୍ୟସଭା ଉପନିର୍ବାଚନ: ଅମର, ସସ୍ମିତ ଓ ଅଶ୍ୱିନୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଭୁବନେଶ୍ୱର : ରାଜ୍ୟସଭା ଉପନିର୍ବାଚନ ଲାଗି ଓଡିଶାରୁ ଅମର ପଟ୍ଟନାୟକ, ସସ୍ମିତ ପାତ୍ର ଓ ଅଶ୍ୱିନୀ ବୈଷ୍ଣବ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ଶୁକ୍ରବାର ଦିନ ଏହି ୩ ଜଣ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ବିଜେଡି ପ୍ରାର୍ଥୀ ଅମର ପଟ୍ଟନାୟକ, ସସ୍ମିତ ପାତ୍ର ଏବଂ…

ରାଜ୍ୟସଭା ଉପନିର୍ବାଚନ: ଅମର, ସସ୍ମିତ ଓ ଅଶ୍ୱିନୀଙ୍କ ନାମାଙ୍କନ ଦାଖଲ

ଭୁବନେଶ୍ୱର : ରାଜ୍ୟସଭା ଉପନିର୍ବାଚନ ଲାଗି ଓଡିଶାରୁ ୩ ଜଣ ପ୍ରାର୍ଥୀ ସୋମବାର ଦିନ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଆଜି ବିଧାନସଭା ମିଟିଂ ହଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡି ପକ୍ଷରୁ ୨ ପ୍ରାର୍ଥୀ ଅମର ପଟ୍ଟନାୟକ ଓ ସସ୍ମିତ ପାତ୍ର ନାମାଙ୍କନ ପତ୍ର…