Latest Odisha News
Browsing Tag

CAA will be implemented

ନିର୍ବାଚନ ପୂର୍ବରୁ ଲଗୁହେବ ସିଏଏ: ଅମିତ ଶାହ

ନୂଆଦିଲ୍ଲୀ:ସାରା ଦେଶରେ ଲାଗୁ ହେବ ନାଗରିକତା ସଂଶୋଧନ ଅଧିନିୟମ ବା ସିଏଏ। ତାହା ବି ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ। ଏପରି ଘୋଷଣା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଲୋକସଭା ନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଦେଲାଣି ଭାରତୀୟ ଜନତା ପାର୍ଟି । ଏଥର ଏନଡିଏ ୪୦୦…

ଅମିତ ଶାହାଙ୍କ ବଡ଼ ବୟାନ, କହିଲେ କରୋନା ଟିକାକରଣ ପରେ ଦେଶରେ ଲାଗୁ ହେବ ସିଏଏ

କୋଲକାତା : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ବଡ଼ ଘୋଷଣା । ଦେଶରେ କରୋନା ଟିକାକରଣ ଶେଷ ହେବା ପରେ ଲାଗୁ ହେବ ନାଗରିକତା ସଂଶୋଧନ ଆଇନ୍ (ସିଏଏ) । ଗୁରୁବାର ପଶ୍ଚିମବଙ୍ଗର କୁଚ ବେହାରରେ ଏକ ରାଲିକୁ ସମ୍ବୋଧିତ କରି ଏହି ବଡ଼ ଘୋଷଣା କରିଛନ୍ତି ଶାହ । ଏଥିସହ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…