Latest Odisha News
Browsing Tag

Cabinet Decision

କୃଷକ ଉତ୍ପାଦକ ସଂଗଠନ ଲାଗି ୩୧୩.୬୧ କୋଟି ମଞ୍ଜୁର କଲା କ୍ୟାବିନେଟ୍

ଭୁବନେଶ୍ୱର: ଆଜି ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ କୃଷକ ଉତ୍ପାଦକ ସଂଗଠନ ଲାଗି ୫ ବର୍ଷ ପାଇଁ ୩୧୩.୬୧ କୋଟି ମଞ୍ଜୁର କରାଯାଇଛି । ୨୦୨୩-୨୪ ଆର୍ଥିକ ବର୍ଷରୁ ୨୦୨୭-୨୮ ଆର୍ଥିକ ବର୍ଷ ମଧ୍ୟରେ ଏହି ଅର୍ଥ କୃଷକ ଉତ୍ପାଦକ ସଂଗଠନକୁ ସହାୟତା ଭାବେ ମିଳିବ । କ୍ଷୁଦ୍ର ଓ ନାମମାତ୍ର…

ପ୍ରବାସୀ ଓଡ଼ିଆଙ୍କ ପାଇଁ ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି

ଭୁବନେଶ୍ୱର: ଡିଜିଟାଲ୍ କ୍ୟାବିନେଟ୍ ବୈଠକରେ ୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ରାଜ୍ୟ ସରକାର ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ଗଠନ ଲାଗି ନିଷ୍ପତ୍ତି ନେଇଛନ୍ତି । ଯାହା ଦେଶ ଏବଂ ବିଦେଶରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କ ଲାଗି କାର୍ଯ୍ୟ କରିବ । ପ୍ରବାସୀ ଓଡ଼ିଆଙ୍କ ସହ ଜଡ଼ିତ ରହିବା…

ଜାପାନରୁ କ୍ୟାବିନେଟ୍ ବୈଠକରେ ଅଧ୍ୟକ୍ଷତା କଲେ ନବୀନ, ବିଭିନ୍ନ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର: ଓଡ଼ିଶା ଇତିହାସରେ ପ୍ରଥମ । ଡିଜିଟାଲ୍ ଗଭର୍ଣ୍ଣାସକୁ ରାଜ୍ୟ ସରକାର ଗୁରୁତ୍ୱ ଦେଉଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାପାନର କ୍ୟୋଟୋରୁ କ୍ୟାବିନେଟ୍ ବୈଠକରେ ଅଧ୍ୟକ୍ଷତା କରିବା ସହ ବିଭିନ୍ନ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ଓଡ଼ିଶାରେ ପୁଞ୍ଜି ନିବେଶ ଲାଗି…

ଗ୍ରାଣ୍ଟ ଇନ୍ ଏଡ୍ ପ୍ରାପ୍ତ ଶିକ୍ଷକଙ୍କ ପାଇଁ ୭ମ ବେତନ କମିଶନ ଲାଗୁ, ମହାନଦୀ ସିଷ୍ଟମରେ ହେବ ୨ଟି ବ୍ୟାରେଜ୍

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରେ ଆଜି ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ମହାନଦୀ ସିଷ୍ଟମରେ ୨ଟି ବ୍ୟାରେଜ୍ ପାଇଁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛି । ମହାନଦୀର ଜଗତସିଂହପୁର ଚୌଧୁରୀଗଡ଼ାଠାରେ ଓ ମହାନଦୀର ଶାଖା ନଦୀ ପାଇକାରେ ତିଖିରିଠାରେ ବ୍ୟାରେଜ ନିର୍ମାଣ ହେବ । ବ୍ୟାରେଜ…

୧୭ଟି ପ୍ରସ୍ତାବକୁ ଅନୁମୋଦନ କଲା ରାଜ୍ୟ କ୍ୟାବିନେଟ୍

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଖବର ଅନୁସାରେ, କ୍ୟାବିନେଟ୍ ମଞ୍ଜୁରୀ ଦେଇଥିବା ପ୍ରସ୍ତାବ ମଧ୍ୟରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କ ଗ୍ରାଣ୍ଟ-ଇନ୍-ଏଡ୍ ବୃଦ୍ଧି କରାଯାଇଛି…

ଓଡ଼ିଶା ଭେଇକିଲ୍ ସ୍କାର୍ପିଂ ନୀତିକୁ କ୍ୟାବିନେଟ୍ ଅନୁମୋଦନ

ଭୁବନେଶ୍ୱର: ଓଡ଼ିଶା କ୍ୟାବିନେଟ୍ ନୂଆ ପଞ୍ଜିକୃତ ଭେଇକିଲ୍ ସ୍କାର୍ପିଂ ନୀତି-୨୦୨୨ ସହ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି । ନୂତନ ଭେଇକିଲ୍ ସ୍କାର୍ପିଂ ପଲିସି ଦ୍ୱାରା ଗାଡ଼ି ପ୍ରଦୂଷଣ ହ୍ରାସ ପାଇବ । ନୂତନ ନୀତି ଅନୁସାରେ, ୧୫ ବର୍ଷରୁ ଅଧିକ ପୁରୁଣା ଗାଡ଼ିକୁ ସ୍କାର୍ପିଂ ସେଣ୍ଟରରେ ନଷ୍ଟ…

୫ ମହାନଗର ନିଗମରେ ବସ୍ତିବାସିନ୍ଦାଙ୍କୁ ଜାଗା ମିଶନରେ ମିଳିବ ଘର

ଭୁବନେଶ୍ୱର: ଜାଗା ମିଶନର ଏଣିକି ରାଜ୍ୟର ୫ଟି ମହାନଗର ନିଗମରେ ବସ୍ତି ବାସିନ୍ଦାଙ୍କ ମିଳିବ ଘର। ଏସମ୍ପର୍କିତ ପ୍ରସ୍ତାବରେ ମୋହର ମାରିଛି ରାଜ୍ୟ କ୍ୟାବିନେଟ୍।  ୫ଟି ମହାନଗର ନିଗମ ଅଧିନରେ ୯୩୮ ଗୋଟି ବସ୍ତିରେ ବସବାସ କରୁଥିବା ଲୋକଙ୍କ ଲାଗି ଜାଗା ମିସନ୍ ଯୋଜନା କାର୍ଯ୍ୟକାରୀ କରାଯିବା…

ସରକାରୀ ଅନୁଦାନପ୍ରାପ୍ତ ଶିକ୍ଷକ ଓ ଅଧ୍ୟାପକଙ୍କୁ ସପ୍ତମ ବେତନ କମିଶନ ହାରରେ ମିଳିବ ଦରମା

ଭୁବନେଶ୍ୱର: ଶିକ୍ଷକମାନଙ୍କ ପାଇଁ ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି। ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ ଅଧ୍ୟାପକଙ୍କୁ ସପ୍ତମ ବେତନ କମିଶନ ହାରରେ ଦରମା ଦିଆଯିବ। ଏସମ୍ପର୍କିତ ପ୍ରସ୍ତାବ ଉପରେ ମୋହର ମାରିଛି କ୍ୟାବିନେଟ୍। ଉଭୟ ଶିକ୍ଷକ ଓ ଅଣ ଶିକ୍ଷକ…

ରାଜ୍ୟ କ୍ୟାବିନେଟରେ ସୁନ୍ଦରଗଡ଼ ଜିଲ୍ଲା ପାଇଁ ୧୨୭୯ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ

ସୁନ୍ଦରଗଡ଼ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଏଥିରେ ସୁନ୍ଦରଗଡ଼ ଜିଲ୍ଲାର ବିକାଶ ପାଇଁ ୧୨୭୯ କୋଟି ଟଙ୍କାର ପ୍ରକଳ୍ପ ଉପରେ ମୋହର ମାରିଛି ରାଜ୍ୟ କ୍ୟାବିନେଟ୍ । ସେଥି ମଧ୍ୟରେ…

ସ୍କୁଲ ପାଠ୍ୟକ୍ରମରେ ସାମିଲ ହେବ ସଂସ୍କୃତି, ଐତିହ୍ୟ ଓ ମହାପୁରୁଷଙ୍କ ଜୀବନୀ

ଭୁବନେଶ୍ୱର-ଏଣିକି ସପ୍ତମ, ଅଷ୍ଟମ ଓ ନବମ ଶ୍ରେଣୀରେ ପଢା ହେବ ରାଜ୍ୟର ସଂସ୍କୃତି, ଐତିହ୍ୟ, ପରମ୍ପରା ଓ ଏଇ ମାଟିର ମହାପୁରୁଷଙ୍କ ଜୀବନୀ । ପୁରାତନ ସମୟରୁ ଆରମ୍ଭ କରି ଅତ୍ୟାଧୁନିକ ଯୁଗର ପର୍ଯ୍ୟନ୍ତ ଯେଉଁ ବରପୁତ୍ରମାନେ ଏହି ମାଟିରେ ଜନ୍ମ ହୋଇଛନ୍ତି, ସେମାନଙ୍କ ସଂପର୍କରେ…