ପ୍ରତି ବର୍ଷ ସଂପତ୍ତି ତାଲିକା ଦେବେ ନିର୍ବାଚିତ ଜନ ପ୍ରତିନିଧି ଓ ସରକାରୀ କର୍ମଚାରୀ
ଭୁବନେଶ୍ୱର- ରାଜ୍ୟରେ ସ୍ୱଚ୍ଛ ଓ ଦୁର୍ନୀତିମୁକ୍ତ ଶାସନ ପ୍ରଦାନ କରିବାକୁ ସରକାର ଆଉ ଏକ ଦୃଢ ପଦକ୍ଷେପ ନେଇଛନ୍ତି । ଏଣିକି ପ୍ରତି ବର୍ଷ ନିଜ ନିଜର ସଂପତ୍ତି ତାଲିକା ସର୍ବସାଧାରଣରେ ପ୍ରକାଶ କରିବେ ଲୋକଙ୍କ ଦ୍ୱାରା ନିର୍ବାଚିତ ହେଉଥିବା ଜନ ପ୍ରତିନିଧି । ଏଥିରେ ସରପଞ୍ଚଙ୍କଠାରୁ ଆରମ୍ଭ କରି…