Latest Odisha News

BREAKING NEWS

Browsing Tag

Cabinet Expansion

କ୍ୟାବିନେଟ୍ ସମ୍ପ୍ରସାରଣ କଲେ ସିଦ୍ଦରମୈୟା, ମନ୍ତ୍ରୀ ଭାବେ ଶପଥ ନେଲେ ୨୪ ଜଣ

ବେଙ୍ଗଳୁରୁ: କର୍ଣ୍ଣାଟକରେ ସିଦ୍ଦରମୈୟା ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର କ୍ୟାବିନେଟ୍ ସମ୍ପ୍ରସାରଣ କରିଛନ୍ତି । ଶନିବାର ହୋଇଥିବା କ୍ୟାବିନେଟ୍ ସମ୍ପ୍ରସାରଣରେ କଂଗ୍ରେସ ନେତା ଏଚକେ ପାଟିଲ୍, କୃଷ୍ଣା ଗୌଡ଼ା କର୍ଣ୍ଣାଟକର ମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି । ତାଙ୍କ ସହ ୨୨…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାର ମାସେ ପରେ ମନ୍ତ୍ରିମଣ୍ଡଳ ବିସ୍ତାର କଲେ ଏକନାଥ ସିନ୍ଦେ

ମୁମ୍ବାଇ: ଶିବସେନାକୁ ଭାଙ୍ଗି ଏକନାଥ ସିନ୍ଦେ ମୁଖ୍ୟମନ୍ତ୍ରୀ ହେବା ପରେ ମହାରାଷ୍ଟ୍ରରେ ସିନ୍ଦେ କ୍ୟାବିନେଟ୍ ସମ୍ପ୍ରସାରିତ ହୋଇଛି । ଆଜି ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ୧୮ ବିଧାୟକ । ସମ୍ପ୍ରସାରିତ କ୍ୟାବିନେଟରେ ବିଜେପିରୁ ୯ ଜଣ ଓ ୯ ଜଣ ସିନ୍ଦେ ଗୋଷ୍ଠୀରୁ ମନ୍ତ୍ରୀ ହୋଇଛନ୍ତି ।…

ଆଜି କେନ୍ଦ୍ର ମନ୍ତ୍ରୀ ପରିଷଦ ବୈଠକ: ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ହୋଇପାରେ ମାନସମନ୍ଥନ

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସୁଛି କେନ୍ଦ୍ର କ୍ୟାବିନେଟ୍ ବୈଠକ । ଦିଲ୍ଲୀ ୭ ଲୋକ କଲ୍ୟାଣ ମାର୍ଗ ସ୍ଥିତ ପ୍ରଧାନମନ୍ତ୍ରୀଙ୍କ ସରକାରୀ ବାସଭବନ ପରିସରରେ ଏହି ବୈଠକ ବସିବ । ଏଠାରେ କରୋନା ମୁକାବିଲା, ଟିକାକରଣ ଆଦି ପ୍ରସଙ୍ଗରେ ଆଲୋଚନା ନେଇ ସୂଚନା…