Latest Odisha News
Browsing Tag

cabinet meeting

୧୭ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ମୋହର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । କୋରାପୁଟ, ରାୟଗଡ଼ା, ଜଗତସିଂହପୁର ଓ ଅନୁଗୁଳ ଜିଲ୍ଲାରେ ଜଳ ଜୀବନ ମିଶନରେ ବୃହତ୍ତ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ ।…

ଚଳିତବର୍ଷର ପ୍ରଥମ ରାଜ୍ୟ କ୍ୟାବିନେଟ୍, ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିବ ମୋହର

ଭୁବନେଶ୍ୱର: ଆଜି ବସୁଛି ଚଳିତବର୍ଷର ରାଜ୍ୟ କ୍ୟାବିନେଟର ପ୍ରଥମ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଦିନ ୧୧ଟା ୪୫ ମିନିଟରେ ବୈଠକ ବସିବ । ଭିଡିଓ କନଫରେନ୍ସିଂରେ କ୍ୟାବିନେଟ ବୈଠକରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ । ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର…

ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ଦିନ ୧୨ଟା ୩୦ରେ ଭର୍ଚୁଆଲ ମାଧ୍ୟମରେ ବୈଠକ କରାଯିବ ବୋଲି ଜଣାପଡ଼ିଛି । ଆଗକୁ ପଞ୍ଚାୟତ ନିର୍ବାଚନ ରହିଛି । ଏହି ସମୟରେ ବୈଠକ ବସୁଥିବାରୁ ନୂଆ ବର୍ଷ ଓ ପଞ୍ଚାୟତ…

ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି, ୧୩ ପ୍ରସ୍ତାବରେ ବାଜିଲା ମୋହର

ଭୁବନେଶ୍ବର : ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ୧୩ ପ୍ରସ୍ତାବକୁ ମୋହର ମାରିଛି କ୍ୟାବିନେଟ୍ । ଓଡ଼ିଶା ଇଲେକ୍ଟ୍ରିକାଲ ସର୍ଭିସ ଇଞ୍ଜିନିୟରିଂ କ୍ୟାଡର ପୁନର୍ଗଠିତ ହେବା ନେଇ ପ୍ରସ୍ତାବ ଉପରେ ମୋହର ବାଜିଛି । ଲୋ ଭୋଲଟେଜ ସମସ୍ୟା ଦୂର ପାଇଁ ୨୬୦କୋଟି ଟଙ୍କାର ପ୍ରକଳ୍ପ…

ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ବର : ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ୧୦ରୁ ୧୨ଟି ପ୍ରସ୍ତାବକୁ ମିଳିପାରେ ମଞ୍ଜୁରି । କ୍ୟାବିନେଟ୍ ବୈଠକରେ ଅନୁଦାନପ୍ରାପ୍ତ କଲେଜକୁ ସପ୍ତମ ବେତନ କମିଶନ ଦରମାଭୁକ୍ତ…

ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ସନ୍ଧ୍ୟା ୫ଟା ୩୦ରେ ଭର୍ଚୁଆଲ ପ୍ଲାଟଫର୍ମରେ ଏହି ବୈଠକ ବସିବ । ଆଗକୁ ପଞ୍ଚାୟତ ନିର୍ବାଚନ ଅଛି । ଏଥିପାଇଁ ଆଜିର କ୍ୟାବିନେଟ ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ…

ଆଜି ବସିବ ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର: ଆଜି ବସିବ ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ଏହି ବୈଠକରେ ଆଗାମୀ ବିଧାନସଭାରେ ଆସିବାକୁ ଥିବା ଅତିରିକ୍ତ ବଜେଟ୍ ଉପରେ ମୋହର ଲାଗିବ । ଆଜି ଅପରାହ୍ନ ସାଢ଼େ ୫ଟାରେ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ…

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ, ୧୫ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର: ଆଜି ବସୁଛି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ । ଅପରାହ୍ମ ସାଢ଼େ ୫ଟାରେ ମନ୍ତ୍ରୀ ପରିଷଦ ବୈଠକ ବସିବ । ଏଥିରେ ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡ଼ିଓ କନଫରେନ୍ସିଂରେ ମାଧ୍ୟମରେ ଏହି ବୈଠକ ବସିବାକୁ ଯାଉଛି । ଆଗାମୀ ବିଧାନସଭା…

ଆଜି ରାଜ୍ୟ କ୍ୟାବିନେଟ୍, ୧୮ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ବସୁଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନ୍‌ଫରେନ୍ସିଂ ଜରିଆରେ କ୍ୟାବିନେଟ ବୈଠକ ବସିବ । ପ୍ରାୟ ୧୮ଟି ପ୍ରସ୍ତାବ ଉପରେ ବିଚାରବିମର୍ଶ ପରେ ମଞ୍ଜୁରୀ ଦେଇପାରେ ରାଜ୍ୟ କ୍ୟାବିନେଟ୍ ।…

ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟ ବୈଠକ

ଭୁବନେଶ୍ୱର: ଆଜି ସନ୍ଧ୍ୟା ୭.୪୫ରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ । ଏଥିରେ ଶ୍ରୀମନ୍ଦିର ରଥଯାତ୍ରା ପ୍ରସଙ୍ଗରେ ଆଲୋଚନା ହୋଇପାରେ। ବୈଠକରେ ଆଡଭୋକେଟ ଜେନେରାଲ ଉପସ୍ଥିତ ରହିବେ । ଏହାଛଡା ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା ଉନ୍ନୟନ କମିଶନର, ଆଇନ ସଚିବ ଏବଂ ଶ୍ରୀମନ୍ଦିର ମୁଖ୍ୟ…