Latest Odisha News
Browsing Tag

Cabinet

କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ମୋହର, ସରକାରୀ ଚାକିରି ପାଇଁ ବଢ଼ିଲା ବୟସ ସୀମା

ଭୁବନେଶ୍ବର : ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ମିଳିଛି ମଞ୍ଜୁରି । ବଢ଼ିଲା ସରକାରୀ ଚାକିରି ବୟସ ସୀମା । ଚାକିରି ବୟସ ସୀମା ୩୨ରୁ ୩୮ ବର୍ଷକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଏସ୍‌ସି, ଏସ୍‌ଟି ଏବଂ ଓବିସିଙ୍କ ପାଇଁ ଅତିରିକ୍ତ ୫ ବର୍ଷ କୋହଳ କରାଯାଇଛି । ମହିଳା ଓ ଦିବ୍ୟାଙ୍ଗ…

ଓଡିଶା ଇଲେକ୍ଟ୍ରୋନିକ୍ସ ନୀତି ୨୦୨୧କୁ ରାଜ୍ୟ କ୍ୟାବିନେଟରେ ଅନୁମୋଦନ

ଭୁବନେଶ୍ୱର : ଇଲେକ୍ଟୋନିକ୍ସ ଶିଳ୍ପରେ ଆଗୁଆ ହେବ ଓଡିଶା । ଓଡିଶାର ଇଲେକ୍ଟ୍ରୋନିକ୍ସ ଶିଳ୍ପର ପ୍ରସାର ନିମନ୍ତେ ଓଡିଶା ସରକାର ଅଗ୍ରାଧିକାର ଦେଉଛନ୍ତି । ରାଜ୍ୟକୁ ୨୦୨୬ ସୁଦ୍ଧା ଇଲେକ୍ଟ୍ରୋନିକ୍ସ ରାଜ୍ୟରେ ପରିଣତ କରିବା ପାଇଁ ଲକ୍ଷ ରଖାଯାଇଛି । ୧୦ ଟି ନୂତନ ପୂଞ୍ଜି ନେବିଶ ଓ ଉତ୍ପାଦନ…

୨୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ; ଓଡ଼ିଶା ପର୍ଯ୍ୟଟନ ନୀତି ୨୦୧୬ ସଂଶୋଧନ ପ୍ରସ୍ତାବରେ ଲାଗିଲା…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ବୈଠକ ରାଜ୍ୟ ସଚିବାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଶୁକ୍ରବାରଦିନ ନବୀନ ସରକାର ପଞ୍ଚମ ପାଳିର ପ୍ରଥମ ବର୍ଷ ପୂରଣ କରିଥିବା ବେଳେ ଏହି ଅବସରରେ ରାଜ୍ୟ ଲାଗି ୨୨ଟି ଗୁରୁତ୍ୱପୂର୍ଣ୍ଣ…

ମୋଦିଙ୍କ ମନ୍ତ୍ରୀମଣ୍ଡଳରେ କିଏ ପାଇବେ ସ୍ଥାନ, ଦେଖନ୍ତୁ ସମ୍ଭାବ୍ୟ ତାଲିକା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ ୨ୟ ଥର ଲାଗି ଗୁରୁବାର ଦିନ ଶପଥ ନେବାକୁ ଯାଉଛନ୍ତି । ଏହି ଅବସରରେ ତାଙ୍କ ମନ୍ତ୍ରୀମଣ୍ଡଳରେ କେଉଁମାନେ ସ୍ଥାନ ପାଇବେ, ସେନେଇ ଚର୍ଚ୍ଚା ଜୋର୍ ଧରିଛି । ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ ଅରୁଣ ଜେଟଲୀଙ୍କୁ ବାଦଦେଇ ମୋଦିଙ୍କ…