୧୦ ବର୍ଷ ବିତିଗଲା ଶୁଣିଲାନି ପ୍ରଶାସନ, ଶେଷରେ ଗ୍ରାମବାସୀ ପାଣି ମଡ଼ାଇବାକୁ ନିଜେ ଖୋଳିଲେ କେନାଲ
ରାୟଗଡ଼ା: କାହା ହାତରେ କୋଦାଳ ତ ଆଉ କାହା ହାତରେ ଶାବଳ । ଚାଷ ଜମିକୁ ଜଳ ସେଚନ ଲାଗି ଚାଲିଛି କେନାଲ ନିର୍ମାଣ । ହେଲେ କୌଣସି ସରକାରୀ ଯୋଜନାରେ ନୁହେଁ ବରଂ ଗ୍ରାମବାସୀ ନିଜସ୍ୱ ଉଦ୍ୟମରେ ଶ୍ରମ ଦାନ ତରି ତିଆରି କରୁଛନ୍ତି କେନାଲ୍ ।
ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ ନୂଆଗାଁ…