Latest Odisha News

BREAKING NEWS

Browsing Tag

Capital Hospital

ନବଙ୍କ ଦେହରେ ବାଜିଥିଲା କେତୋଟି ଗୁଳି ? ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ୱର: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଛି । କ୍ୟାପିଟାଲ୍ ହସ୍ପିଟାଲ୍ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ପୋଷ୍ଟ ମର୍ଟମ ରିପୋର୍ଟ ଦାଖଲ କରିଛନ୍ତି ଡାକ୍ତର । ଯେଉଁ ରିପୋର୍ଟରେ ଅନେକ ଅସମାହିତ ପ୍ରଶ୍ନର ଉତ୍ତର ରହିଛି । ନବ ଦାସଙ୍କୁ କେଉଁ ସମୟରେ ଗୁଳି…

କ୍ୟାପିଟାଲ ହସ୍ପିଟାଲରେ ସ୍ନାତକୋତ୍ତର, ମେଡିକାଲ ଶିକ୍ଷା ଓ ଗବେଷଣା ଅନୁଷ୍ଠାନ ଉଦଘାଟିତ୍

ଭୁବନେଶ୍ୱର: କ୍ୟାପିଟାଲ୍ ହସ୍ପିଟାଲରେ ଉଦଘାଟିତ ହୋଇଛି ସ୍ନାତକୋତ୍ତର, ମେଡିକାଲ ଶିକ୍ଷା ଓ ଗବେଷଣା ଅନୁଷ୍ଠାନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଲୋକାର୍ପିତ କରିଛନ୍ତି । ଚଳିତ ୨୦୨୨-୨୩ ଶିକ୍ଷାବର୍ଷରୁ କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହେବ ପ୍ରଥମ ବ୍ୟାଚ୍…

କ୍ୟାପିଟାଲ ହସ୍ପିଟାଲରେ ଅଗ୍ନି ନିର୍ବାପନ ବ୍ୟବସ୍ଥାର ମକ ଡ୍ରିଲ୍

ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲରେ ଅଗ୍ନି ନିର୍ବାପନ ସୁରକ୍ଷା ସମ୍ବନ୍ଧୀୟ ଏକ ମକ ଡ୍ରିଲ କରାଯାଇଛି । ଗୁରୁବାର ପୂର୍ବାହ୍ନରେ ହସ୍ପିଟାଲ ପରିସରରେ କର୍ମଚାରୀ ଏବଂ ସାଧାରଣ ଜନତାଙ୍କ ଭିତରେ ସଚେତନତା ପାଇଁ ମକ ଡ୍ରିଲ୍ କରାଯାଇଛି । କ୍ୟାପିଟାଲ ହସ୍ପିଟାଲରେ କୌଣସି ଅଘଟଣ ଘଟିଲେ ଏହାକୁ…

କ୍ୟାପିଟାଲ ହସ୍ପିଟାଲରେ ଭୁଲ ଇଞ୍ଜେକ୍ସନ ପାଇଁ ରୋଗୀ ମୃତ୍ୟୁ ଅଭିଯୋଗ

ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ହସ୍ପିଟାଲ ନିର୍ଦ୍ଦେଶକ ଲକ୍ଷ୍ମୀଧର ସାହୁ ଘଟଣାକୁ ଅତି ଗୁରୁତର ସହ ନେଇ ଅଧୀକ୍ଷକଙ୍କୁ ଏହାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବୋଲି କହିଛନ୍ତି । ପରିବାର ଲୋକଙ୍କ…

କ୍ୟାପିଟାଲ ହସ୍‌ପିଟାଲ ଓ ଆଚାର୍ଯ୍ୟ ହରିହର କର୍କଟ ହସ୍‌ପିଟାଲର ଆଉଟସୋର୍ସିଂକୁ କଂଗ୍ରେସର ବିରୋଧ

ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲ ଏବଂ କଟକ ସ୍ଥିତ ଆଚାର୍ଯ୍ୟ ହରିହର କର୍କଟ ହସ୍ପିଟାଲକୁ ରାଜ୍ୟ ସରକାର ଘରୋଇକରଣ କରିବା ଲକ୍ଷ୍ୟରେ ଅଛନ୍ତି ବୋଲି ଅଭିଯୋଗ କରିଛି ରାଜ୍ୟ କଂଗ୍ରେସ । ଏଭଳି କିଛି ନିଷ୍ପତ୍ତି କିମ୍ବା ଘୋଷଣା ସରକାରଙ୍କ ପକ୍ଷରୁ ହୋଇନାହିଁ । କିନ୍ତୁ ଓଡ଼ିଶା ପ୍ରଦେଶ…

କ୍ୟାପିଟାଲ ହସ୍ପିଟାଲରେ ସ୍ୱତନ୍ତ୍ର ବ୍ୟବସ୍ଥା, କରୋନା ସଂକ୍ରମଣ ରୋକିବାକୁ ପଦକ୍ଷେପ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଥିବା କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଭିନ୍ନ ପଦକ୍ଷେପ ନିଆଯାଉଛି । କ୍ୟାପିଟାଲ ହସ୍ପିଟାଲରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଏନେଇ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଲକ୍ଷ୍ମୀଧର ସାହୁ ସୂଚନା ଦେଇଛନ୍ତି । କ୍ୟାପିଟାଲ ହସ୍ପିଟାଲରେ କରୋନା ସଂକ୍ରମଣକୁ…

ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା: ମିଳୁନି ସୀମାଞ୍ଚଳଙ୍କ ପତ୍ତା, DNA ଟେଷ୍ଟ ପାଇଁ ପହଞ୍ଚିଲେ ପରିବାର ଲୋକେ

ଭୁବନେଶ୍ୱର: ଭୁବନେଶ୍ୱର ରାଜଭବନ ଛକ ନିକଟରେ ହୋଇଥିବା ପେଟ୍ରୋଲ ପମ୍ପ ବିସ୍ଫୋରଣକୁ ୯ ଦିନ ପୁରିଗଲାଣି । ହେଲେ ଏଯାଏଁ ମିଳୁନି ନିଖୋଜ ସୀମାଞ୍ଚଳ ପରିଡାଙ୍କ ପତ୍ତା । ସେ ମୃତ ନା ଜୀବିତ ତାହା ଏଯାଏ ସ୍ପଷ୍ଟ ହୋଇ ନାହିଁ। ପରିବାର ଲୋକେ  ଇତି ମଧ୍ୟରେ  DNA ଟେଷ୍ଟ ପାଇଁ କ୍ୟାପିଟାଲ…

ମୌସୁମୀ ଅଧିବେଶନ: ୨୭ରେ ହେବ ବିଧାୟକଙ୍କ କୋଭିଡ ଟେଷ୍ଟ

ଭୁବନେଶ୍ୱର: ଆସନ୍ତା ୨୯ ତାରିଖରେ ବସିବ ବିଧାନସଭାର ମୌସୁମୀ ଅଧିବେଶନ । ତେବେ ଏହା ପୂର୍ବରୁ ବିଧଶୟକ, ମନ୍ତ୍ରୀ ଓ କର୍ମଚାରୀଙ୍କ ହେବ କୋଭିଡ ଟେଷ୍ଟ । ୨୭ ଓ ୨୮ ତାରିଖରେ ସ୍ୱତନ୍ତ୍ର କ୍ୟାମ୍ପରେ ବିଧାୟକଙ୍କ କରୋନା ପରୀକ୍ଷା କରାଯିବ । ବିଧାୟକଙ୍କ ସହିତ ସେମାନଙ୍କ ବ୍ୟକ୍ତିଗତ…

କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ପ୍ଲାଜମା ବ୍ୟାଙ୍କ

ଭୁବନେଶ୍ୱର: ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ପ୍ଲାଜମା ବ୍ୟାଙ୍କର ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସରେ ଏହାର ଉଦ୍‌ଘାଟନ କରିଛନ୍ତି । ଏହା ରାଜ୍ୟର ଚତୁର୍ଥ ପ୍ଲାଜମା ବ୍ୟାଙ୍କ । ଉଦ୍‌ଘାଟିତ ହୋଇଛି । ପୂର୍ବରୁ କଟକ ଏସ୍‌ସିବି ସହ ଅନ୍ୟ ତିନୋଟି କୋଭିଡ…

ଆଜି କ୍ୟାପିଟାଲ ହସପିଟାଲରେ ଉଦଘାଟିତ ହେବ ପ୍ଲାଜମା ବ୍ୟାଙ୍କ

ଭୁବନେଶ୍ୱର: ଆଜି ଭୁବନେଶ୍ୱରର କ୍ୟାପିଟାଲ ହସପିଟାଲରେ ଉଦଘାଟିତ ହେବ ରାଜ୍ୟର ଚତୁର୍ଥ ପ୍ଲାଜମା ବ୍ୟାଙ୍କ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ଲାଜମା ବ୍ୟାଙ୍କକୁ ଉଦଘାଟନ କରିବେ । ପୂର୍ବରୁ କଟକର ଏସସିବି ସମେତ ୩ଟି କୋଭିଡ୍ ହସପିଟାଲରେ ପ୍ଲାଜମା ବ୍ୟାଙ୍କ କାର୍ଯ୍ୟକ୍ଷମ କରାଯାଇସାରିଛି ।…