Latest Odisha News

BREAKING NEWS

Browsing Tag

Capital Hospital

କୋଭିଡ ପଜିଟିଭ ଚିହ୍ନଟ ହେଲେ କ୍ୟାପିଟାଲ ହସ୍ପିଟାଲର ଆଉ ୮ କର୍ମଚାରୀ

ଭୁବନେଶ୍ୱର: ଦିନକୁ ଦିନ ଅଣାୟତ୍ତ ହେଉଛି କରୋନା ମହାମାରୀ । ବିଶେଷ ଭାବେ ଏହା ରାଜଧାନୀରେ ବଢ଼ାଇ ଚାଲିଛି କାୟା । ସାଧାରଣ ଲୋକଙ୍କ ପରେ ଏବେ ଲଗାତାର କୋଭିଡ ଯୋଦ୍ଧାଙ୍କ ସଂକ୍ରମଣ ଖବର ସମ୍ନାକୁ ଆସୁଛି । ମିଳିଥିବା ସୂଚନା ଅନୁସାରେ, ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହସ୍ପିଟାଲରୁ ୮ ଜଣ…

ବଢୁଛି ସଂକ୍ରମଣ: କରୋନା ପଜିଟିଭ ଚିହ୍ନଟ ହେଲେ କ୍ୟାପିଟାଲ ହସ୍ପିଟାଲର ଆଉ ୨ କର୍ମଚାରୀ

ଭୁବନେଶ୍ୱର: ରାଜ୍ୟରେ କାୟା ବିସ୍ତାର କରୁଛି କରୋନା । ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହସ୍ପିଟାଲରେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ଆଉ ଦୁଇ କର୍ମଚାରୀ । ସେମାନଙ୍କ ମଧ୍ୟରୁ ଜଣେ ଅର୍ଥୋପେଡିକ୍‌ ବିଭାଗର ଆଟେଣ୍ଡାଣ୍ଟ ଓ ଅନ୍ୟ ଜଣେ ହସ୍ପିଟାଲର ପାଣି ପାଇପ ମିସ୍ତ୍ରୀ। ଏମାନଙ୍କ…

୨୦ରୁ ରାଜ୍ୟରେ ମିଳିବ ଟେଲିମେଡିସିନ୍ ସେବା

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରୁ ରାଜ୍ୟରେ ଆରମ୍ଭ ହେବ ଟେଲି ମେଡିସିନ୍ ସେବା । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ମେଡିକାଲ କଲେଜରେ ଏହି ସେବା ମିଳିବ । କରୋନା ଯୋଗୁଁ ସାଧାରଣ ରୋଗୀ ହସ୍ପିଟାଲ ଯାଇପାରୁନଥିବାରୁ ରାଜ୍ୟ ସରକାର ଏପରି ବ୍ୟବସ୍ଥା କରିଛନ୍ତି। ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ…

କ୍ୟାପିଟାଲ ହସ୍ପିଟାଲ ରକ୍ତ ଭଣ୍ଡାର କର୍ମଚାରୀଙ୍କୁ କରୋନା, ସିଲ୍ ହେଲା ବ୍ଲଡ ବ୍ୟାଙ୍କ

ଭୁବନେଶ୍ୱର: ଆଜି ରାଜଧାନୀରୁ ୧୯ଟି ନୂଆ କରୋନା ମାମଲା ସମ୍ନାକୁ ଆସିଛି । ସେଥିମଧ୍ୟରୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ କାର୍ଯ୍ୟରତ ଜଣେ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଫଳରେ ବ୍ଲକ ବ୍ୟାଙ୍କକୁ୨୪ ଘଂଟା ପାଇଁ ସିଲ୍ କରାଯାଇଛି । ସମ୍ପୃକ୍ତ ଆକ୍ରାନ୍ତଙ୍କୁ କୋଭିଡ…

ଓଡ଼ିଆ ଆଲବମ୍ ଅଭିନେତ୍ରୀ ଦୀପା ସାହୁଙ୍କୁ କ୍ୟାନ୍ସର

ଭୁବନେଶ୍ୱର: ଓଡ଼ିଆ ଆଲବମ୍ କୁଇନ୍ ଦୀପା ସାହୁଙ୍କୁ କ୍ୟାନ୍ସର । ଆଲବମ୍ ହିରୋଇନ୍ ଦୀପା ସାହୁ ଜରାୟୁ କ୍ୟାନ୍ସର ରୋଗରେ ପୀଡିତ ଥିବା ଜଣାପଡିଛି । ଏହା ଜଣାପଡିବା ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସ୍ୱେଚ୍ଛାସେବୀ ଅଖିଳ ପଟ୍ଟନାୟକ ଓ ପ୍ରଶାନ୍ତ ଦୀପା ସାହୁଙ୍କୁ…