ମଣିଷର ଶ୍ରେଷ୍ଠ ବନ୍ଧୁକୁ ମଧ୍ୟ ହୃଦ୍ଘାତ ହୁଏ, କିନ୍ତୁ ନିରବରେ ସହିଯାଏ କଷ୍ଟ
ଭୁବନେଶ୍ୱର: ମଣିଷର ସବୁଠାରୁ ବିଶ୍ୱାସୀ ବନ୍ଧୁ କୁହାଯାଉଥିବା କୁକୁରମାନଙ୍କର ମଧ୍ୟ ହୃଦସମସ୍ୟା ହୋଇଥାଏ, କିନ୍ତୁ କଥା କହି ପାରୁନଥିବାରୁ ସେମାନେ ନୀରବରେ ଯନ୍ତ୍ରଣା ସହିଥାନ୍ତି ।
ଯଦିଓ ଅନେକ ଲୋକ ଘରେ ପୋଷା କୁକୁର ରଖିଥାନ୍ତି ସତ ମାତ୍ର ଜନ୍ତୁଟିର ହୃଦ୍ ସମସ୍ୟା ସମ୍ପର୍କରେ ଜାଣିପାରି…