ଡାକ୍ତର ପ୍ରତାପ ଚନ୍ଦ୍ର ରଥ କାର୍ଡିଓଲୋଜିକାଲ ସୋସାଇଟି ଅଫ୍ ଇଣ୍ଡିଆର ଅଧ୍ୟକ୍ଷ ନିର୍ବାଚିତ
ଭୁବନେଶ୍ୱର: କାର୍ଡିଓଲୋଜିକାଲ ସୋସାଇଟି ଅଫ୍ ଇଣ୍ଡିଆର ଅଧ୍ୟକ୍ଷ ନିର୍ବାଚିତ ହୋଇଛନ୍ତି ଡାକ୍ତର ପ୍ରତାପ ଚନ୍ଦ୍ର ରଥ । ଚେନ୍ନାଇରେ ଅନୁଷ୍ଠିତ ବାର୍ଷିକ ବୈଠକରେ ଡକ୍ଟର ପି ସି ରଥ ୨୦୨୩-୨୪ ବର୍ଷ ପାଇଁ ସମ୍ମାନଜନକ କାର୍ଡିଓଲୋଜିକାଲ୍ ସୋସାଇଟି ଅଫ୍ ଇଣ୍ଡିଆର ସଭାପତି ଭାବରେ ନିର୍ବାଚିତ…