Latest Odisha News

BREAKING NEWS

Browsing Tag

CBI Enquiry

ହାଥରସ ପୀଡ଼ିତାଙ୍କ ଗାଁରେ ସିବିଆଇ ଟିମ୍, ଘଟଣାସ୍ଥଳରେ ସରଜମିନ ତଦନ୍ତ

ଉତ୍ତରପ୍ରଦେଶ: ହାଥରସ ଗଣଦୁଷ୍କର୍ମ ମାମଲାର ତଦନ୍ତ ପାଇଁ ପୀଡ଼ିତାଙ୍କ ଗାଁରେ ଆଜି ପହଞ୍ଚିଛି ସିବିଆଇ ଟିମ୍ । ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ ସକାଳେ ଗାଁରେ ପହଞ୍ଚିଛନ୍ତି । ଏହାପରେ ସେମାନେ ଘଟଣାସ୍ଥଳ ପରିଦର୍ଶନ କରିବା ସହ ସରଜମିନ ତଦନ୍ତ ଚଳାଇଛନ୍ତି । ପୀଡ଼ିତାଙ୍କ ଭାଇଙ୍କୁ ବି…

ହାଥରସ ଗଣଦୁଷ୍କର୍ମ ମାମଲାର ତଦନ୍ତ ଭାର ହାତକୁ ନେଲା ସିବିଆଇ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ହାଥରସ ଗଣଦୁଷ୍କର୍ମ ମାମଲାର ତଦନ୍ତ ଭାର ହାତକୁ ନେଇଛି ସିବିଆଇ । ଯୋଗୀ ସରକାର ମାମଲାର ତଦନ୍ତ ପାଇଁ ସିବିଆଇକୁ ସୁପାରିଶ କରିଥିଲେ । କେନ୍ଦ୍ର ସରକାରଙ୍କ ଡିପାର୍ଟମେଣ୍ଟ ଅଫ୍ ପର୍ସୋନେଲ୍ ଏଣ୍ଡ ଟ୍ରେନିଂ ବା ଡିଓପିଟିର ବିଜ୍ଞାପ୍ତି ପରେ ହାଥରସ ମାମଲାକୁ ନିଜ…

ସୁଶାନ୍ତ ସିଂଙ୍କ ମୃତ୍ୟୁ ଦିନ କ’ଣ ହୋଇଥିଲା? ରହସ୍ୟ ଖୋଲିଲେ ତାଲା ଭାଙ୍ଗିଥିବା ବ୍ୟକ୍ତି

ମୁମ୍ବାଇ: ଦିନକୁ ଦିନ ଆହୁରି ଅଧିକ ବିବାଦୀୟ ହେଉଛି ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା । ତାଙ୍କ ମୃତ୍ୟୁ ରହସ୍ୟ ଉପରେ ଏବେବି ସସ୍‌ପେନ୍ସ ଜାରି ରହିଛି । ସୁଶାନ୍ତଙ୍କ ମୃତ୍ୟୁ ମାମଲାରେ ସିବିଆଇ ସମସ୍ତଙ୍କ ତନ ତନ କରି ଜେରା କରୁଛି । ଏହାରି ଭିତରେ ସୁଶାନ୍ତ ମୃତ୍ୟୁ…

ସୁଶାନ୍ତ ସିଂ ରାଜପୁତ ମୃତ୍ୟୁର ତଦନ୍ତ କରିବ ସିବିଆଇ, ସୁପାରିଶକୁ ଗ୍ରହଣ କଲା କେନ୍ଦ୍ର

ନୂଆଦିଲ୍ଲୀ: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁର ଖୋଲିବ ରହସ୍ୟ । ପଦାକୁ ଆସିବ ସତ । ତଦନ୍ତ କରିବ ଦେଶର ସର୍ବୋଚ୍ଚ ତଦନ୍ତକାରୀ ସଂସ୍ଥା ସିବିଆଇ । ବିହାର ସରକାର କରିଥିବା ସୁପାରିଶକୁ ଗ୍ରହଣ କରିଛନ୍ତି କେନ୍ଦ୍ର ସରକାର । ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ମାମଲାକୁ ପାଟନାରୁ…