ଇନ୍ଫୋସିଟି ନାବାଳିକା ଗଣଦୁଷ୍କର୍ମ ମାମଲାର ସିବିଆଇ ତଦନ୍ତ ଦାବି
ଭୁବନେଶ୍ୱର: ଭୁବନେଶ୍ୱର ଇନଫୋସିଟି ନାବାଳିକା ଗଣଦୁଷ୍କର୍ମ ମାମଲାରେ ସିବିଆଇ ତଦନ୍ତ ଦାବି ହୋଇଛି । ଏନେଇ ଭାରତୀୟ ବିକାଶ ପରିଷଦ ପକ୍ଷରୁ ହାଇକୋର୍ଟରେ ଆବେଦନ କରାଯାଇଛି । ପୀଡିତାଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କା କ୍ଷତିପୂରଣ ପାଇଁ ଆବେଦନ ହୋଇଛି । ଏହାସହ ଘଟଣାରେ ସମ୍ପୃକ୍ତ ସମସ୍ତ…