Latest Odisha News

BREAKING NEWS

Browsing Tag

CBI

ବାହାନଗା ଟ୍ରେନ୍ ଦୁର୍ଘଟଣାର ସିବିଆଇ ତଦନ୍ତ ପାଇଁ ରେଲୱେ ବୋର୍ଡର ସୁପାରିସ୍

ଭୁବନେଶ୍ୱର: କେମିତି, କାହା ପାଇଁ କରମଣ୍ଡଳ ଦୁର୍ଘଟଣାଗ୍ରସ୍ତ ହେଲା ? କାହା ଭୁଲ୍ ପାଇଁ ୨୭୫ ଜଣଙ୍କ ଜୀବନ ଗଲା ? ଏସବୁର ତଦନ୍ତ ପାଇଁ ରେଲୱେ ବୋର୍ଡ ସିବିଆଇ ତଦନ୍ତ ସୁପାରିସ୍ କରିଛି । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ରେଳମନ୍ତ୍ରୀ କହିଛନ୍ତି,…

ସିବିଆଇର ନୂଆ ନିର୍ଦ୍ଦେଶକ ହେଲେ କର୍ଣ୍ଣାଟକ ଡିଜିପି ପ୍ରବୀଣ ସୁଦ

ନୂଆଦିଲ୍ଲୀ: କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ସିବିଆଇର ନୂଆ ନିର୍ଦ୍ଦେଶକ ଭାବେ କର୍ଣ୍ଣାଟକ ଡିଜିପି ପ୍ରବୀଣ ସୁଦଙ୍କୁ ନିଯୁକ୍ତ କରାଯାଇଛି । ୧୯୮୬ ବ୍ୟାଚର ଆଇପିଏସ୍ ଅଧିକାରୀ ହେଉଛନ୍ତି ପ୍ରବୀଣ ସୁଦ । ସେ ଦୁଇ ବର୍ଷ ଧରି ସିବିଆଇ ନିର୍ଦ୍ଦେଶକ ରହିବେ । ଏବେ ସିବିଆଇ ନିର୍ଦ୍ଦେଶକ ଥିବା…

ସତ୍ୟପାଲଙ୍କ ଘରେ ପଶିଲା ସିବିଆଇ

ଭୁବନେଶ୍ୱର: ସତ୍ୟପାଲଙ୍କ ଘରେ ସିବିଆଇ। ବୀମା ଦୁର୍ନୀତି ପ୍ରସଙ୍ଗରେ ସିବିଆଇର ଏକ ଟିମ ଜାମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ଦିଲ୍ଲୀ ସ୍ଥିତ ବାସଭବନ ଯିବାକୁ ନେଇ ରାଜନୈତିକ ଚର୍ଚ୍ଚା ଜୋର ଧରିଛି। ପୁଲୱାମା ପ୍ରସଙ୍ଗକୁ ନେଇ ସତ୍ୟପାଲ ପ୍ରଧାନମନ୍ତ୍ରୀ ମୋଦି ଓ…

ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କୁ ସିବିଆଇର ସମନ, ଇନସ୍ୟୁରାନ୍ସ ସ୍କାମ ମାମଲାରେ ୨୮ରେ ହେବେ…

ନୂଆଦିଲ୍ଲୀ : ଜମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କୁ ଶୁକ୍ରବାର ସିବିଆଇ ନୋଟିସ ଜାରି କରିଛି । ଜମ୍ମୁ କାଶ୍ମୀରରେ ତାଙ୍କ କାର୍ଯ୍ୟକାଳରେ ଲାଗୁ ହେବାକୁ ଥିବା ରିଲାଏନ୍ସ ଇନ୍ସୁରାନ୍ସ ଦୁର୍ନୀତି ନେଇ ପଚରାଉଚରା କରିବାକୁ ସିବିଆଇ ନୋଟିସ ପଠାଇଥିବା ଜଣାପଡ଼ିଛି । ସିବିଆଇ…

ବିରୋଧୀଙ୍କୁ ବାନ୍ଧିବାକୁ ଏତେ ବ୍ୟାକୁଳ?

ଭୁବନେଶ୍ୱର: ବିରୋଧୀଙ୍କ ଉପରେ ଚଢାଉରେ ବ୍ରେକ ଲାଗୁନି। ଦେଶର ଜଣଙ୍କ ପରେ ଜଣେ ବିରୋଧୀ ଦଳର ନେତା ସିବିଆଇ ଇଡି ଜାଲରେ ଛନ୍ଦି ହୋଇ ଯାଉଥିବା ଦେଖିବାକୁ ମିଳୁଛି। ଯେଉଁ କେତେକ ନେତା କୋର୍ଟରୁ ରହିତାଦେଶ ଆଣିଛନ୍ତି ତାଙ୍କୁ ବି ସିବିଆଇ ଛାଡୁ ନ ଥିବା କୁହାଯାଉଛି। ପଶ୍ଚିମବଙ୍ଗ…

ସାଢ଼େ ୯ ଘଣ୍ଟାର ଜେରା ପରେ ସିବିଆଇକୁ କାହିଁକି ଶୁଭେଚ୍ଛା ଜଣାଇଲେ କେଜ୍ରିୱାଲ୍ ?

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ମାମଲାରେ ସିବିଆଇ ରବିବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସାଢ଼େ ୯ ଘଣ୍ଟା ଧରି ଜେରା କରିଥିଲା । ସିବିଆଇ ଜେରା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍, ସିବିଆଇକୁ ଶୁଭେଚ୍ଛା ଜଣାଇଛନ୍ତି । କହିଛନ୍ତି, ‘ଜେରା ପାଇଁ ସିବିଆଇ ଅଫିସରେ…

କେଜ୍ରିୱାଲଙ୍କୁ ସିବିଆଇର ସମନ ନେଇ ମୁହଁ ଖୋଲିଲେ ଆନ୍ନା ହଜାରେ

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାର ତଦନ୍ତ କରୁଥିବା ସିବିଆଇ ଏବେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପଚରାଉଚରା କରିବ । କେଜ୍ରିୱାଲଙ୍କୁ ଆସନ୍ତାକାଲି ଜେରା ପାଇଁ ସିବିଆଇ ସମନ ଜାରି କରିଛି । କେଜ୍ରିୱାଲଙ୍କୁ ସିବିଆଇର ସମନ ପରେ ପ୍ରତିକ୍ରିୟା ରଖିଛନ୍ତି ଆନ୍ନା ହଜାରେ ।…

‘ବିରୋଧୀ ଦଳ’ ଯେତେ ବିରୋଧ କରିବେ, ସେତେ ଫସିବେ !

ଭୁବନେଶ୍ୱର: ଗୋଟିଏ ପଟେ ବିରୋଧୀ ଏକାଠି ହେଉଛନ୍ତି। ଆଉ ଗୋଟିଏ ପଟେ ସିବିଆଇ ଇଡିର ସଂଢୁଆସି ଆକ୍ରମଣ ଜୋରଦାର ହେଉଛି। ପ୍ରମୁଖ ବିରୋଧୀ ବୋଲି କୁହାଯାଉଥିବା କଂଗ୍ରେସର ନେତା ରାହୁଲ ଗାନ୍ଧୀଙ୍କ ଅବସ୍ଥାକୁ ନେଇ ସବୁଆଡେ ଚର୍ଚ୍ଚା। ଏଥିସହିତ ଅନ୍ୟ ପ୍ରମୁଖ ବିରୋଧି ମାନେ ହେଲେ ଆମ ଆଦମୀ ପାର୍ଟି,…

କେନ୍ଦ୍ରକୁ କେଜ୍ରିୱାଲଙ୍କ ଟାର୍ଗେଟ୍ ! କହିଲେ ସିବିଆଇ ଓ ଇଡିର ଦୁରୁପଯାେଗ କରୁଛି କେନ୍ଦ୍ର

ନୂଆଦିଲ୍ଲୀ : ଅବକାରୀ ଦୁର୍ନୀତି ମାମଲାରେ ସିବିଆଇର ସମନ ପରେ ଶନିବାର ସାମ୍ବାଦିକ ସମ୍ମିଳନୀ କରି କେନ୍ଦ୍ର ଉପରେ ବର୍ଷିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଅରବିନ୍ଦ କହିଛନ୍ତି, କେନ୍ଦ୍ରୀୟ ଏଜେନ୍ସି ଆମ ଆଦମୀ ପାର୍ଟିର ନେତାଙ୍କୁ ଉଦ୍ଦେଶ୍ୟମୂଳକ ଭାବେ ନିର୍ଯାତନା ଦେଉଛି।…

ଲକ୍ଷେ ୪୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ଡାକ ବିଭାଗର ଯନ୍ତ୍ରୀ, ମାଡ଼ି ବସିଲା ସିବିଆଇ

ସମ୍ବଲପୁର: ସମ୍ବଲପୁରରେ ସିବିଆଇ ରେଡ୍ । ଶୁକ୍ରବାର ସିବିଆଇର ଏକ ଟିମ୍ ସମ୍ବଲପୁରରେ ଚଢ଼ାଉ କରିବା ସହ ଲାଞ୍ଚ ନେବା ବେଳେ ଡାକ ବିଭାଗର ଜଣେ କର୍ମଚାରୀଙ୍କୁ ହେପାଜତକୁ ନେଇଛି । ଡାକ ବିଭାଗରେ ଯନ୍ତ୍ରୀ ଭାବେ କାର୍ଯ୍ୟରତ ବାବୁ ଜଣଙ୍କ ଲକ୍ଷେ ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…