Latest Odisha News

BREAKING NEWS

Browsing Tag

CBI

ପ୍ରବୀଣ ସିହ୍ନା ହେଲେ ସିବିଆଇର କାର୍ଯ୍ୟକାରୀ ମୁଖ୍ୟ

ନୂଆଦିଲ୍ଲୀ : ସିବିଆଇର କାର୍ଯ୍ୟକାରୀ ମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରବୀଣ ସିହ୍ନା । ସିବିଆଇ ମୁଖ୍ୟ ଭାବେ କାର୍ଯ୍ୟ କରୁଥିବା ରିଷି କୁମାର ଶୁକ୍ଳା ବୁଧବାର ଅବସର ନେବା ପରେ ଏହି ପଦବୀ ଖାଲି ପଡ଼ିଥିଲା । ତେଣୁ ପ୍ରବୀଣ ସିହ୍ନାକୁ ଦେଶର ସର୍ବୋଚ୍ଚ ତଦନ୍ତକାରୀ ସଂସ୍ଥାର କାର୍ଯ୍ୟକାରୀ…

କପିଲ ଶର୍ମାଙ୍କୁ ସମନ୍ ଜାରି କଲା ମୁମ୍ବାଇ କ୍ରାଇମ୍ ବ୍ରାଂଚ

ମୁମ୍ବାଇ: କମେଡି କିଙ୍ଗ୍ କପିଲ ଓ କଣ୍ଟ୍ରୋଭର୍ସି । ଏହି ଦୁଇଟି ଶବ୍ଦ ଦର୍ଶକଙ୍କ ପାଇଁ କିଛି ନୂଆ ନୁହେଁ । ପୂର୍ବରୁ ରାତି ଅଧିଆ ଟୁଇଟ୍‌, କମେଡିଆନ୍ ସୁନୀଲ ଗ୍ରୋଭରଙ୍କ ସହ ଝଗଡା ଓ କମେଡି ନାଇଟ୍ସ ଭଳି ସୋର ପ୍ରାପ୍ୟ ପାଇଁ କପିଲ ବିବାଦରେ ଥିଲେ । ହେଲେ ଏବେ ଏକ ନୂଆ ବିବାଦ ପାଇଁ…

ବେଆଇନ କୋଇଲା କାରବାର: ପଶ୍ଚିମବଙ୍ଗ ସମେତ ତିନୋଟି ରାଜ୍ୟର ୪୦ ଟି ସ୍ଥାନରେ ସିବିଆଇ ଚଢାଉ

ନୂଆଦିଲ୍ଲୀ: କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) ଆଜି ତିନୋଟି ରାଜ୍ୟର ୪୦ ଟି ସ୍ଥାନରେ କୋଇଲା ଚୋରା ଚାଲାଣକାରୀଙ୍କ ସମେତ ସର୍ଚ୍ଚ ଅପରେସନ ଆରମ୍ଭ କରିଛି। ସିବିଆଇ ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ଅଧିକାରୀମାନେ କହିଛନ୍ତି ଯେ ଏହି ଅନୁସନ୍ଧାନ ମୁଖ୍ୟତ ପଶ୍ଚିମବଙ୍ଗରେ ଚାଲିଛି…

ମହାରାଷ୍ଟ୍ର ପରେ ଏବେ କେରଳରେ ପଶି ପାରିବନି CBI !

କେରଳ: ଏବେ କେରଳରେ ପଶି ପାରିବନି ସିବିଆଇ । ମହାରାଷ୍ଟ୍ର ସରକାରଙ୍କ ଭଳି ରାଜ୍ୟରେ ସିବିଆଇର ଅବାଧ ପ୍ରବେଶ ଉପରେ କେରଳ ସରକାର ରୋକ ଲଗାଇଛନ୍ତି। ପୂର୍ବରୁ ଥିବା ନିୟମ ଅନୁଯାୟୀ, ସିବିଆଇ ଯେ କୌଣସି ମାମଲାରେ କେରଳରେ ପଶି ତଦନ୍ତ କରିବାର କ୍ଷମତା ରଖିଥିଲା। ଏଥିପାଇଁ ରାଜ୍ୟ ସରକାର ଓ ସିବିଆଇ…

ମହାରାଷ୍ଟ୍ରରେ ସିବିଆଇକୁ ନୋ ଏଣ୍ଟ୍ରି, ପ୍ରବେଶ ପୂର୍ବରୁ ଅନୁମତି ଆବଶ୍ୟକ

ମୁମ୍ବାଇ: ରାଜସ୍ଥାନ, ପଶ୍ଚିମବଙ୍ଗ ଓ ଛତିଶଗଡ଼ ରାସ୍ତାରେ ମହାରାଷ୍ଟ୍ର । କୌଣସି ନୂଆ ମାମଲାର ତଦନ୍ତ ପାଇଁ ମହାରାଷ୍ଟ୍ର ଆସିଲେ ଏଣିକି ସିବିଆଇକୁ ରାଜ୍ୟ ସରକାରଙ୍କ ଅନୁମତି ନେବାକୁ ପଡ଼ିବ । ଏସମ୍ପର୍କିତ ନିର୍ଦ୍ଦେଶନାମା ଜାରି କରିଛନ୍ତି ଉଦ୍ଧବ ଠାକରେଙ୍କ ସରକାର । ସିବିଆଇକୁ ତଦନ୍ତ ପାଇଁ…

ପଶ୍ଚିମବଙ୍ଗ ବେଆଇନ ଗୋରୁ ଚାଲାଣ ଉପରେ ଚଢ଼ାଉ କଲା ସିବିଆଇ

କୋଲକାତା: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବୁଧବାର ପଶ୍ଚିମବଙ୍ଗର ବିଭିନ୍ନ ସ୍ଥାନରେ ଭାରତ-ବାଂଲାଦେଶ ସୀମାରେ ଚାଲୁଥିବା ଗୋରୁ ଚୋରା ଚାଲାଣକାରୀଙ୍କ ଚଢାଉ କରିଛି। ଆଜି ସକାଳେ କୋଲକାତା ଏବଂ ମୁର୍ସିଦାବାଦ ଜିଲ୍ଲାର ଏକାଧିକ ସ୍ଥାନରେ ଚଢାଉ କରାଯାଇଥିବା ସିବିଆଇର ଜଣେ ବରିଷ୍ଠ ଅଧିକାରୀ…

ମିଳିଲା କ୍ଲିନ୍‌ଚିଟ୍‌, ସୁପ୍ରିମକୋର୍ଟରେ ଦୋଷମୁକ୍ତ ଆଶୀର୍ବାଦ ବେହେରା

କଟକ: ଆଶୀର୍ବାଦ ବେହେରାଙ୍କୁ ମିଳିଲା କ୍ଲିନ୍‌ଚିଟ୍ । ସୁପ୍ରିମକୋର୍ଟରେ ଦୋଷମୁକ୍ତ ହେଲେ ଆଶୀର୍ବାଦ । କଟକ ବାରବାଟୀ ପ୍ୟାଲେସ ମାମଲାରେ ଓଡ଼ିଶା ଅଲିମ୍ପିକ୍ସ ଆସୋସିଏସନର ପୂର୍ବତନ ସଂପାଦକ ଅଶୀର୍ବାଦ ବେହେରା ଦୋଷମୁକ୍ତ ହୋଇଛନ୍ତି । ସୁପ୍ରିମକୋର୍ଟରେ ଚାଲିଥିବା ମାମଲାରେ ସିବିଆଇ ଫାଇନାଲ…

ସୁଶାନ୍ତ ସିଂ ମୃତ୍ୟୁ ମାମଲା: ଡ୍ରଗ୍ସ ଲିଙ୍କରେ ୨ ଗିରଫ

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଏବେ ସିବିଆଇ ଓ ଇଡି ତଦନ୍ତ ଜାରି ରଖିଛନ୍ତି । ଅନ୍ୟପଟେ ସୁଶାନ୍ତ ମାମଲାରେ ଡ୍ରଗ୍ କନେକସନ ଆସିବା ପରେ କେନ୍ଦ୍ରୀୟ ନାର୍କୋଟିକ୍ସ ବ୍ୟୁରୋ ସଜାଗ ହୋଇଯାଇଛି । ନାର୍କୋଟିକ୍ସ ବ୍ୟୁରୋ ଡ୍ରଗ୍ସ ଲିଙ୍କ କନେକସନ୍ ମାମଲାରେ ଦୁଇ ଜଣଙ୍କୁ…

ସୁଶାନ୍ତ ସିଂ ରାଜପୁତ ମୃତ୍ୟୁର ତଦନ୍ତ କରିବ ସିବିଆଇ, ସୁପାରିଶକୁ ଗ୍ରହଣ କଲା କେନ୍ଦ୍ର

ନୂଆଦିଲ୍ଲୀ: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁର ଖୋଲିବ ରହସ୍ୟ । ପଦାକୁ ଆସିବ ସତ । ତଦନ୍ତ କରିବ ଦେଶର ସର୍ବୋଚ୍ଚ ତଦନ୍ତକାରୀ ସଂସ୍ଥା ସିବିଆଇ । ବିହାର ସରକାର କରିଥିବା ସୁପାରିଶକୁ ଗ୍ରହଣ କରିଛନ୍ତି କେନ୍ଦ୍ର ସରକାର । ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ମାମଲାକୁ ପାଟନାରୁ…

ସିବିଆଇ ତଦନ୍ତ ପାଇଁ ବିହାର ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ସୁଶାନ୍ତଙ୍କ ବାପା

ପାଟନା: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ସିବିଆଇ ତଦନ୍ତ ପାଇଁ ଦାବି ଜୋର ଧରୁଛି । ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ସହ କଥା ହେଲେ ସୁଶାନ୍ତ ସିଂ ରାଜପୁତଙ୍କ ବାପା କେ. କେ. ସିଂ । ପୁଅର ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେବାକୁ ସେ ଅନୁରୋଧ କରିଛନ୍ତି ।…