Latest Odisha News

BREAKING NEWS

Browsing Tag

CBSE 10th Result

ପ୍ରକାଶ ପାଇଲା ସିବିଏସଇ ଦଶମ ରେଜଲ୍ଟ, ପାସ ହାର ୯୯.୦୪%

ନୂଆଦିଲ୍ଲୀ: ପ୍ରକାଶ ପାଇଲା ସିବିଏସଇ ଦଶମ ଶ୍ରେଣୀ ରେଜଲ୍ଟ । ଦିନ ୧୨ଟାରେ ପରୀକ୍ଷାଫଳ ପ୍ରକାଶ ପାଇଛି । ଓ୍ୱେବସାଇଟରେ ଉପଲବ୍ଧ ହେଉଛି ରେଜଲ୍ଟ । ଛାତ୍ରଛାତ୍ରୀ cbseresults.nic.in ଓ cbse.gov.inରେ ଲଗ୍ ଇନ୍ କରି ନିଜ ପରୀକ୍ଷାଫଳ ଜାଣି ପାରୁଛନ୍ତି । ଚଳିତବର୍ଷ ସିବିଏସଇ ଦଶମରେ ପାସ…

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ଛାତ୍ରଛାତ୍ରୀଙ୍କ କୃତିତ୍ୱ

ଭୁବନେଶ୍ୱର : ଗତକାଲି ପ୍ରକାଶ ପାଇଥିବା ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାଫଳରେ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ଛାତ୍ରଛାତ୍ରୀ ଭଲ ପ୍ରଦର୍ଶନ କରିଛନ୍ତି । ଚଳିତବର୍ଷ ପ୍ରଥମ କରି ଏହି ବିଦ୍ୟାଳୟଗୁଡିକର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ବଲାଙ୍ଗିର ପଥରଚେପା ଆଦର୍ଶ ବିଦ୍ୟାଳୟର ଛାତ୍ରୀ…

ସିବିଏସଇ ଦଶମ ଶ୍ରେଣୀ ରେଜଲ୍ଟ ପ୍ରକାଶ

ଭୁବନେଶ୍ୱର: ପ୍ରକାଶ ପାଇଛି ସିବିଏସଇ ଦଶମ ଶ୍ରେଣୀ ଫଳାଫଳ । ଏଥର ସର୍ବଭାରତୀୟ ସ୍ତରରେ ପାସ୍ ହାର ୯୧.୪୬ ପ୍ରତିଶତ ରହିଛି । ଗତବର୍ଷ ତୁଳନାରେ ଚଳିତ ବର୍ଷ ପାସ୍ ହାର ୦.୩୬ ପ୍ରତିଶତ ଅଧିକ ରହିଛି । ସର୍ବଭାରତୀୟ ସ୍ତରରେ ଭୁବନେଶ୍ୱର ଜୋନ ସପ୍ତମ ସ୍ଥାନରେ ରହିଛି । ଭୁବନେଶ୍ୱର ଜୋନରେ ପାସ…

ଆଜି ପ୍ରକାଶ ପାଇବ ସିବିଏସ୍‌ଇ ଦଶମ ରେଜଲ୍ଟ : ସରକାରୀ ଆପ୍ସ ସାହାଯ୍ୟରେ ଜାଣିପାରିବେ ମାର୍କ

ଭୁବନେଶ୍ୱର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ଅର୍ଥାତ୍ ସିବିଏସଇର ଦଶମ ଶ୍ରେଣୀ ରେଜଲ୍ଟ ଆଜି ଦିନ ୧୧ଟାରେ ପ୍ରକାଶ ପାଇବ । ଛାତ୍ରଛାତ୍ରୀମାନେ www.cbse.nic.in ୨୦୨୦ ବ୍ୟତୀତ ସରକାରଙ୍କର ଏକ ସ୍ୱତନ୍ତ୍ର ଆପ୍ସ ଅଛି, ଯାହା ସାହାଯ୍ୟରେ ଆପଣ ଆପଣଙ୍କର ଦ୍ୱାଦଶ ଶ୍ରେଣୀର ଫଳାଫଳକୁ ସହଜରେ…