Latest Odisha News

BREAKING NEWS

Browsing Tag

CBSE

ଜୁନ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ CBSE ଦଶମ ଶ୍ରେଣୀ ଫଳାଫଳ

ନୂଆଦିଲ୍ଲୀ: ସିବିଏସଇ ଦଶମ ଶ୍ରେଣୀ ଫଳାଫଳ ପ୍ରକାଶ ଲାଗି ବୋର୍ଡ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି । ୨୧.୫ ଲକ୍ଷ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ଜୁନ୍ ତୃତୀୟ ସପ୍ତାହ ସୁଦ୍ଧା ଆସିବ । ପୂର୍ବରୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଲିଖିତ ପରୀକ୍ଷାକୁ ବାତିଲ୍ କରିଥିଲା…

CBSE ପରୀକ୍ଷା ବାତିଲ୍ ଲାଗି କେନ୍ଦ୍ର ସରକାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ନୂଆଦିଲ୍ଲୀ: ଦେଶବ୍ୟାପୀ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ସିବିଏସଇ ପରୀକ୍ଷା ବାତିଲ୍ ଲାଗି କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ । ସିବିଏସଇର ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ୍ ପାଇଁ ଅନୁରୋଧ କରିଛନ୍ତି କେଜ୍ରିୱାଲ୍ ।…

ଡିସେମ୍ବର ୩୧ରେ ସିବିଏସଇ ପରୀକ୍ଷା ତାରିଖ ଘୋଷଣା

ନୂଆଦିଲ୍ଲୀ: ସିବିଏସ୍ଇ ବୋର୍ଡ ପରୀକ୍ଷା ଆରମ୍ଭ ହେବା ନେଇ ଆସନ୍ତା ଡିସେମ୍ବର ୩୧ ସନ୍ଧ୍ୟା ୬ଟାରେ ତାରିଖ ଘୋଷଣା ହେବ ବୋଲି ପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ୍ ନିଶଙ୍କ। ଏନେଇ ସେ ଟ୍ବିଟ ଯୋଗେ ସୂଚନା ଦେଇଛନ୍ତି।…

ସିବିଏସ୍‌ଇ ପରୀକ୍ଷା ଫଳ ପ୍ରକାଶ ଖବର ମିଥ୍ୟା

ନୂଆଦିଲ୍ଲୀ: ଆଜି ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ତାରିଖ ଘୋଷଣା ହୋଇଥିବା ଖବର ସମ୍ପୂର୍ଣ୍ଣ ମିଥ୍ୟା ବୋଲି ସୂଚନା ମିଳିଛି । ପ୍ରକାଶ ପାଇଥିବା ତାରିଖ ତଥ୍ୟଟି ଠିକ ନୁହେଁ ବୋଲି ସୂଚନା ଦେଇଛି ଜାତୀୟ ଗଣମାଧ୍ୟମ ସଂସ୍ଥା ଏଏନ୍‌ଆଇ। ଉଲ୍ଲେଖଯୋଗ୍ୟ ଯେ ଆସନ୍ତା ୧୧ ଓ ୧୩ରେ…

ସିବିଏସ୍‌ଇ ପରୀକ୍ଷା ଫଳ ତାରିଖ ଘୋଷଣା

ଭୁବନେଶ୍ୱର: ସିବିଏସ୍‌ଇ ପରୀକ୍ଷା ଫଳାଫଳ ତାରିଖ ଘୋଷଣା ହୋଇଛି ।  ଆସନ୍ତା ୧୧ ଓ ୧୩ରେ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇବ। ସିବିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷା ଫଳାଫଳ ଆଗାମୀ ଜୁଲାଇ ୧୩ ତାରିଖରେ ପ୍ରକାଶ ପାଇବ । ଏଥିସହ ଦ୍ୱାଦଶ ଶ୍ରେଣୀର ଫଳାଫଳ ଆସନ୍ତା ୧୧ ତାରିଖରେ ପ୍ରକାଶ ପାଇବା ନେଇ…

୩୦% କମିଲା ସିବିଏସ୍‌ଇ ସିଲାବସ୍

ନୂଆଦିଲ୍ଲୀ: କମିଲା ସିବିଏସ୍‌ଇ ସିଲାବସ୍ । ସିବିଏସ୍‌ଇ ପକ୍ଷରୁ ଚଳିତ ଶିକ୍ଷାବର୍ଷ ପାଇଁ ପାଠ୍ୟକ୍ରମ ହ୍ରାସ କରାଯାଇଛି । ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ୩୦ ପ୍ରତିଶତ ପାଠ୍ୟକ୍ରମ କମାଇ ଦିଆଯିବ । ଏନେଇ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । କରୋନା…

ବାତିଲ୍ ହେଲା ସିବିଏସଇ ଦଶମ, ଦ୍ୱାଦଶ ପରୀକ୍ଷା

ନୂଆଦିଲ୍ଲୀ: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ଼ (ସିବିଏସଇ) ଚଳିତ ବର୍ଷର ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ୍ କରିବାକୁ ନିଷ୍ପତ୍ତି ଗ୍ରହଣ କରିଛି । ଏନେଇ ବୁଧବାର ଦିନ ସିବିଏସଇ ପକ୍ଷରୁ ସୁପ୍ରିମକୋର୍ଟଙ୍କୁ ଅବଗତ କରାଯାଇଛି । ଏପରିକି ଦଶମ ବୋର୍ଡ଼ ପରୀକ୍ଷାର ଯେଉଁ କେତେକ ପରୀକ୍ଷା…

ଅଗଷ୍ଟ ୯ ତାରିଖରେ ‘ଡବ୍ଲୁଡବ୍ଲୁଏଫ-ଇଣ୍ଡିଆ ୱିଜଡମ ଡିଜିଟାଲ କ୍ୱିଜ’ର ପ୍ରଥମ ରାଉଣ୍ଡ: ଆୟୋଜନ କରିବ…

ନୂଆଦିଲ୍ଲୀ: ଦ ସେଣ୍ଟ୍ରାଲ ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେସନ (ସିବିଏସଇ) ପକ୍ଷରୁ ଆୟୋଜିତ 'ଡବ୍ଲୁଡବ୍ଲୁଏଫ-ଇଣ୍ଡିଆ ୱିଜଡମ ଡିଜିଟାଲ କ୍ୱିଜ'ର ପ୍ରଥମ ରାଉଣ୍ଡ ଆସନ୍ତା ଅଗଷ୍ଟ ୯ ତାରିଖରେ ହେବାକୁ ଥିବା ସୂଚନା ମିଳିଛି । ଆୟୋଜିତ ହେବାକୁ ଥିବା କ୍ୱିଜର ଥିମ ରଖା ଯାଇଛି ରିି-ଇମାଜିନିଂ ଆୱର…

ଦିକ୍ଷା ପ୍ଲାଟଫର୍ମ ମାଧ୍ୟମରେ ଶିକ୍ଷକଙ୍କୁ ପ୍ରଶିକ୍ଷଣ ଦେବ ସିବିଏସଇ

ନୂଆଦିଲ୍ଲୀ: ଆସନ୍ତା ଜୁନ ୧୫ ତାରିଖ ରୁ ଦିକ୍ଷା ପ୍ଲାଟଫର୍ମ ମାଧ୍ୟମରେ ଶିକ୍ଷକଙ୍କ କ୍ଷମତା ବୃଦ୍ଧି ନିମିତ୍ତ ଅନଲାଇନ ପ୍ରଶିକ୍ଷଣ ଦେବ ଦ ସେଣ୍ଟ୍ରାଲ ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେସନ(ସିବିଏସଇ) । ସିବିଏସଇ ର ଏହି ପ୍ରଶିକ୍ଷଣରେ ଅନେକ ମାନୁଏଲ ସାଙ୍ଗକୁ ଏନସିଆରଟି ର ନିଷ୍ଠା ମୋଡ୍ୟୁଲ…

ବୋର୍ଡ଼ ପରୀକ୍ଷା କେନ୍ଦ୍ର ବଦଳ ନିମନ୍ତେ ସିବିଏସଇ ପକ୍ଷରୁ ନୂଆ ଗାଇଡ଼ଲାଇନ୍ ଜାରି

ନୂଆଦିଲ୍ଲୀ: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପକ୍ଷରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ଼ ପରୀକ୍ଷା ନିମନ୍ତେ ଏକ ନୂଆ ଗାଇଡ଼ ଲାଇନ୍ ଜାରି କରାଯାଇଛି । କୋଭିଡ୍ -୧୯ ମହାମାରୀ ଯୋଗୁଁ ଛାତ୍ରଛାତ୍ରୀମାନେ ନିଜ ଘରୋଇ ଜିଲ୍ଲାଗୁଡ଼ିକରେ ଥିବା ପରୀକ୍ଷା କେନ୍ଦ୍ରରେ ମଧ୍ୟ ପରୀକ୍ଷା…