Latest Odisha News

BREAKING NEWS

Browsing Tag

CBSE

ସିବିଏସ୍‌ସି ଛାତ୍ରଛାତ୍ରୀ ନିଜ ଜିଲ୍ଲାରୁ ବସି ଦେଇପାରିବେ ବୋର୍ଡ ପରୀକ୍ଷା: କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ: କରୋନା ଜନିତ ଲକ୍‌ଡାଉନ ଯୋଗୁଁ ନିଜ ଗୃହ ଜିଲ୍ଲାରେ ରହି ଯାଇଥିବା ସିବିଏସ୍‌ସି ଛାତ୍ରଛାତ୍ରୀ ବର୍ତ୍ତମାନ ନିଜ ଘରେ ବସି ବୋର୍ଡ ପରୀକ୍ଷା ଦେଇପାରିବା ବିଷୟ ପ୍ରକାଶ କରିଛନ୍ତି କେନ୍ଦ୍ର ମାନବ ସମ୍ଭଳ ବିକାଶ ମନ୍ତ୍ରୀ ରମେଶ ପୋଖରିୟାଲ ନିଶାଙ୍କ । ଅଧିକ ପଢନ୍ତୁ: ଜୁନ ୩୦…

ରବିବାରଠାରୁ ହେବ ସିବିଏସଇ ଦଶମ ଓ ଦ୍ୱାଦଶ ଖାତା ମୂଲ୍ୟାୟନ

ଭୁବନେଶ୍ୱର : ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖାତା ମୂଲ୍ୟାୟନ ରବିବାର ଠାରୁ ଆରମ୍ଭ ହେବ । ଏ ନେଇ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରାଳୟ ପକ୍ଷରୁ ମଗାଯାଇଥିବା ଅନୁମତିକୁ ଗୃହ ମନ୍ତ୍ରଣାଳୟ ସବୁଜ ସଙ୍କେତ ଦେଇଛି । ତିନି ହଜାର ସ୍କୁଲକୁ ଏହି ଅନୁମତି ଦିଆଯାଇଥିବା କେନ୍ଦ୍ର ମାନବ…

ବୋର୍ଡ ପରୀକ୍ଷା ପାଇଁ ପ୍ରଶ୍ନପତ୍ରରେ ସୁଧାର ଆଣିଲା ସିବିଏସଇ

ନୂଆଦିଲ୍ଲୀ: ସେଣ୍ଟ୍ରାଲ ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେସନ(ସିବିଏସଇ) ପରୀକ୍ଷାରେ ଛାତ୍ରଛାତ୍ରୀଙ୍କ ଉପରେ ଅତିରିକ୍ତ ଚାପ ନଦେବା ପାଇଁ ଏହାର ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପ୍ରଶ୍ନପତ୍ରରେ ସୁଧାର ଆଣିଛି । ଆସନ୍ତା ୨୦୨୦ରେ ହେବାକୁ ଥିବା ଦଶମ ଶ୍ରେଣୀ ପରୀକ୍ଷାରେ ଦୀର୍ଘଉତ୍ତର ମୂଳକ…

ଖୁବଶୀଘ୍ର ପ୍ରକାଶ ପାଇବ +୨ ନାମଲେଖା ବିଜ୍ଞପ୍ତି ପ୍ରକ୍ରିୟା

ଭୁବନେଶ୍ୱର : ଓଡିଶାରେ ଯୁକ୍ତ ୨ କଲେଜ ଗୁଡିକରେ ନାମଲେଖା ପାଇଁ ଖୁବଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି। ଚଳିତ ବର୍ଷ ବାର୍ଷିକ ମ୍ୟାଟ୍ରିକ୍, ସିବିଏସଇ ଓ ଆଇସିଏସଇ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ଫଳ ଶୀଘ୍ର ପ୍ରକାଶିତ…

ପ୍ରକାଶ ପାଇଲା ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷାଫଳ, ୫୦୦ରୁ ୪୯୯ ନଂ ରଖିଲେ ୧୩ ଜଣ ଟପ୍ପର୍

ନୂଆଦିଲ୍ଲୀ : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ଦଶମ ପରୀକ୍ଷା ଫଳ ସୋମବାର ଦିନ ପ୍ରକାଶ ପାଇଥିବା ବେଳେ ଚଳିତ ବର୍ଷ ପ୍ରାୟ ୧୭ ଲକ୍ଷ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ଏହି ପରୀକ୍ଷାରେ ମୋଟ ୧୩ ଜଣ ଛାତ୍ରଛାତ୍ରୀ ମୋଟ ୫୦୦ ମାର୍କରୁ ୪୯୯ ରଖି ଟପ୍ପର ହୋଇଛନ୍ତି।…

ସିବିଏସଇ ଦ୍ୱାଦଶ ପରୀକ୍ଷାରେ ହସିଂକା ଶୁକ୍ଲା ଓ କରିସ୍ମା ହେଲେ ଟପ୍ପର୍

ଭୁବନେଶ୍ୱର : ଚଳିତ ବର୍ଷ ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ଗୁରୁବାର ଦିନ ପ୍ରକାଶ ପାଇଥିବା ବେଳେ ହସିଂକା ଶୁକ୍ଲା ଓ କରିସ୍ମା ଅରୋରା ଟପ୍ପର ହୋଇଛନ୍ତି । ହସିଂକା ଓ କରିସ୍ମା ଦୁହେଁ ୫୦୦ ମାର୍କରୁ ୪୯୯ ମାର୍କ ରଖି ଏହି ସଫଳତା ଅର୍ଜନ କରିଛନ୍ତି । ଚଳିତ ବର୍ଷ ୩୧ ଲକ୍ଷ ପରୀକ୍ଷାର୍ଥୀ…

ଆରମ୍ଭ ହେଲା ସିବିଏସଇ ଦ୍ୱାଦଶ ପରୀକ୍ଷା, ଓଡିଶାରୁ ୧୬ ହଜାର ପରୀକ୍ଷାର୍ଥୀ

ଭୁବନେଶ୍ୱର : ସେଣ୍ଟ୍ରାଲ ବୋର୍ଡ ଅଫ୍ ସେକେଣ୍ଡାରି ଏଜୁକେସନ(ସିବିଏସଇ) ଦ୍ୱାରା ପରିଚାଳିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଶନିବାର ଦିନ ସାରା ଦେଶରେ ଆରମ୍ଭ ହୋଇଛି। ୧୨ଲକ୍ଷ ୮୭ ହଜାର ୩୫୯ ଛାତ୍ରଛାତ୍ରୀ ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଲାଗି ରେଜିଷ୍ଟ୍ରେସନ୍ କରିଛନ୍ତି। ସେମାନଙ୍କ…