Latest Odisha News

BREAKING NEWS

Browsing Tag

central cabinet decision

କେନ୍ଦ୍ର କ୍ୟାବିନେଟର ପ୍ରମୁଖ ନିଷ୍ପତ୍ତି; ତିନି ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ପାଇଁ ଯୋଜନା ଅନୁମୋଦିତ

ନୂଆଦିଲ୍ଲୀ: ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକରେ ପ୍ରମୁଖ ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇ କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭଡେକର କହିଛନ୍ତି ଯେ ୭,୭୨୫ କୋଟି ଟଙ୍କା ବ୍ୟୟରେ ପ୍ରାୟ ତିନି ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ଏହି ଯୋଜନା ଅନୁମୋଦନ…

କେନ୍ଦ୍ର କ୍ୟାବିନେଟ୍‌: ଦେଶ ପାଇଁ ପିଏମ୍‌ ୱାଇ-ଫାଇକୁ ଅନୁମୋଦନ; ଖୋଲିବ ୧ କୋଟି ଡାଟା କେନ୍ଦ୍ର

ନୂଆଦିଲ୍ଲୀ: ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏହା ପରେ କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭଡେକର, ରବି ଶଙ୍କର ପ୍ରସାଦ ଏବଂ ସନ୍ତୋଷ ଗାଙ୍ଗୱାର କ୍ୟାବିନେଟ ନିଷ୍ପତ୍ତି ସମ୍ପର୍କରେ ସୂଚନା…

କେନ୍ଦ୍ରର କଡା ନିର୍ଦ୍ଦେଶ: ଝୋଟ ବ୍ୟାଗରେ ଖାଦ୍ୟଶସ୍ୟ ପ୍ୟାକିଂ ବାଧ୍ୟତାମୂଳକ

ନୂଆଦିଲ୍ଲୀ: ଏଣିକି କେବଳ ଝୋଟରେ ତିଆରି ବ୍ୟାଗରେ ହିଁ ପ୍ୟାକିଂ ହେବ ଖାଦ୍ୟଶସ୍ୟ । ଏନେଇ କଡା ନିର୍ଦ୍ଦେଶ ଦେଇଛି କେନ୍ଦ୍ର । ଆଜି ଅନୁଷ୍ଠିତ ହୋଇଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ ଖାଦ୍ୟଶସ୍ୟ ପ୍ୟାକିଂ ପାଇଁ ଝୋଟ ତିଆରି ବ୍ୟାଗ ବ୍ୟବହାର କରିବା ବାଧ୍ୟତାମୁଳକ କରାଯାଇଛି ।…