Latest Odisha News

BREAKING NEWS

Browsing Tag

Central Team

କ୍ଷୟକ୍ଷତି ଆକଳନ କରି ଦିଲ୍ଲୀ ଫେରିଗଲା କେନ୍ଦ୍ରୀୟ ଟିମ୍, କେନ୍ଦ୍ର ସରକାରଙ୍କୁ ଦେବ ରିପୋର୍ଟ

ଭୁବନେଶ୍ବର : ବାତ୍ୟା ଜୱାଦ ପ୍ରଭାବରେ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲା କେନ୍ଦ୍ରୀୟ ଟିମ୍ । ଗ୍ରାଉଣ୍ଡରେ ସରଜମିନ୍ ଅନୁଧ୍ୟାନ ପରେ ମୁଖ୍ୟ ଶାସନ ସଚିବ, ଏସଆରସି, କୃଷି ବିଭାଗ ପ୍ରମୁଖ ସଚିବଙ୍କ ସହ ଆଲୋଚନା କରିଛି କେନ୍ଦ୍ରୀୟ ଟିମ୍ । ରାଜ୍ୟ ଅଧିକାରୀଙ୍କ ସହ ଆଲୋଚନା ପରେ ଦିଲ୍ଲୀ…

କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଓ ରାଜନଗରରେ ଜଓ୍ବାଦ କ୍ଷୟକ୍ଷତି ଅନୁଧ୍ୟାନ କଲା କେନ୍ଦ୍ରୀୟ ଟିମ୍

କେନ୍ଦ୍ରାପଡ଼ା : ବାତ୍ୟା ଜଓ୍ବାଦ ଜନିତ କ୍ଷୟକ୍ଷତିର ଅନୁଧ୍ୟାନ ପାଇଁ ଓଡ଼ିଶାରେ କେନ୍ଦ୍ରୀୟ ଟିମ୍ । କେନ୍ଦ୍ର ଗୃହ ବିଭାଗର ଯୁଗ୍ମ ସଚିବ ସୌରଭ ରୟଙ୍କ ନେତୃତ୍ବରେ ଓଡ଼ିଶା ଗସ୍ତରେ ଅଛନ୍ତି ୬ ଜଣିଆ ପ୍ରତିନିଧି ଦଳ । ଆଜିଠୁ ତିନୋଟି ଟିମ୍ ଗଞ୍ଜାମ, ପୁରୀ, ଜଗତସିଂହପୁର, କଟକ, ଯାଜପୁର,…

ପୁରୀରେ ଫସଲ କ୍ଷୟକ୍ଷତିର ଆକଳନ କଲେ କେନ୍ଦ୍ରୀୟ ଟିମ୍

ପୁରୀ: ପୁରୀରେ କେନ୍ଦ୍ରୀୟ ଟିମ୍  । ଫସଲ କ୍ଷୟକ୍ଷତିର ଆକଳନ କଲେ କେନ୍ଦ୍ରୀୟ ଟିମ୍ । ବାତ୍ୟା ଜୱାଦ ଜନିତ ଫସଲ କ୍ଷୟକ୍ଷତି ଆକଳନ ପାଇଁ ପୁରୀ ଜିଲ୍ଲାର ବିଭିନ୍ନ ଅଂଚଳ କ୍ଷେତ୍ର ପରିଦର୍ଶନ କରିଛନ୍ତି  । କେନ୍ଦ୍ରୀୟ ଟମ୍ ସହିତ ରାଜ୍ୟର ବରିଷ୍ଠ ଅଧିକାରୀ ଏବଂ ପୁରୀ ଜିଲ୍ଲାର ପ୍ରଶାସନିକ…

ଭୁବନେଶ୍ବରରେ କେନ୍ଦ୍ରୀୟ ଟିମ୍, ବାତ୍ୟା ଜଓ୍ବାଦ ଜନିତ କ୍ଷୟକ୍ଷତିର କରିବେ ଅନୁଧ୍ୟାନ

ଭୁବନେଶ୍ବର : ବାତ୍ୟା ଜଓ୍ବାଦ ଜନିତ କ୍ଷୟକ୍ଷତିର ଅନୁଧ୍ୟାନ ପାଇଁ ଭୁବନେଶ୍ବରରେ ପହଞ୍ଚିଛି କେନ୍ଦ୍ରୀୟ ଟିମ୍ । କେନ୍ଦ୍ର ଗୃହ ବିଭାଗର ଯୁଗ୍ମ ସଚିବ ସୌରଭ ରୟଙ୍କ ନେତୃତ୍ବରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ୪ ଜଣିଆ ପ୍ରତିନିଧି ଦଳ । ତିନିଟି ଟିମ୍ ହୋଇ ୬ଟି ଜିଲ୍ଲାକୁ ଗସ୍ତ କରି…

ଦିଲ୍ଲୀ ଫେରିବା ପୂର୍ବରୁ କେନ୍ଦ୍ରୀୟ ଟିମକୁ ଭେଟିଲା ବିଜେପି ପ୍ରତିନିଧି ଦଳ

ଭୁବନେଶ୍ବର : ବାତ୍ୟା କ୍ଷୟକ୍ଷତି ଅନୁଧ୍ୟାନ ପରେ ଦିଲ୍ଲୀ ଫେରିଲେ ଅନୁଧ୍ୟାନ କରିବାକୁ ଆସିଥିବା ଆନ୍ତଃ ମନ୍ତ୍ରୀସ୍ତରୀୟ କେନ୍ଦ୍ରୀୟ ଟିମ୍ । କେନ୍ଦ୍ର ଗୃହ ବିଭାଗ ଯୁଗ୍ମ ସଚିବ ସୁନୀଲ ବର୍ଣ୍ଣୱାଲ ପ୍ରଥମେ ଦିଲ୍ଲୀ ଫେରିଛନ୍ତି । ଅନ୍ୟ ସଦସ୍ୟମାନେ ଆଜି ଫେରିଯିବେ । ଦୁଇଦିନିଆ ଗସ୍ତରେ ଏହି…

ଶିମିଳିପାଳ ବନାଗ୍ନି, ସ୍ଥିତି ଅନୁଧ୍ୟାନ କରି ଫେରିଲେ କେନ୍ଦ୍ରୀୟ ଟିମ

ବାରିପଦା: ଶିମିଳିପାଳରେ ଲାଗିଥିବା ନିଆଁକୁ ଅନୁଧ୍ୟାନ କରିବାକୁ ଯାଇଥିବା ଏକ ୩ ଜଣିଆ ଟିମ ଆଜି ପ୍ରତ୍ୟାବର୍ତ୍ତନ କରିଛନ୍ତି। ସୂଚନା ଅନୁଯାୟୀ ସେମାନେ ଗୁରୁବାର ଦିନ ଶିମିଳିପାଳରେ ପ୍ରଵେଶ କରିଥିଲେ। ପରେ ପ୍ରଥମେ ଠାକୁରମୁଣ୍ଡା, କରଞ୍ଜିଆ ରେଞ୍ଜ ଅଞ୍ଚଳ ପରିଦର୍ଶନ କରି ସାରି ଯଶୀପୁରରେ…

ଶିମିଳିପାଳରେ ଆଜି ବି ହେଲା ବର୍ଷା, ବିଭିନ୍ନ ସ୍ଥାନରେ ଲିଭିଲା ନିଆଁ

କରଞ୍ଜିଆ: ଶିମିଳିପାଳ ଅଭୟାରଣ୍ୟରେ ଆଜି ବି ବିଭିନ୍ନ ସ୍ଥାନରେ ବର୍ଷା । ଶିମିଳିପାଳର ଆଭ୍ୟନ୍ତରୀଣ ଅଞ୍ଚଳର ବର୍ଷା ହୋଇଛି । ଫଳରେ ବିଭିନ୍ନ ଅଞ୍ଚଳରେ ନିଆଁ ଲିଭି ଯାଇଛି । ସୂଚନା ଅନୁଯାୟୀ, ଆଜି ବରେହିପାଣି, ଚହଲା, ନଅଣା, ଗୁଡୁଗୁଡ଼ିଆ, ତାଳବନ୍ଧ, ଯଶୀପୁର ଆଦି ରେଞ୍ଜ ଅଞ୍ଚଳରେ ଘଡଘଡି…

ବନ୍ୟାରେ ହୋଇଛି ୧୧୦୦ କୋଟିର କ୍ଷତି, କେନ୍ଦ୍ରକୁ ସହାୟତା ମାଗିଲା ରାଜ୍ୟ

ଭୁବନେଶ୍ୱର: ରାଜ୍ୟରେ ଗତମାସରେ ହୋଇଥିବା ବନ୍ୟାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ପ୍ରାଥମିକ ପର୍ଯ୍ୟାୟରେ ପ୍ରାୟ ୧୧ଶହ କୋଟି ଟଙ୍କାର ସହାୟତା ଦେବା ପାଇଁ କେନ୍ଦ୍ର ସରକାରଙ୍କ ନିକଟରେ ଓଡ଼ିଶା ଦାବି ରଖିଛି । ଏହି ସହାୟତା ରାଶି ସମେତ ବିପର୍ଯ୍ୟୟ ପ୍ରତିରୋଧ ଲାଗି ସ୍ଥାୟୀ ପଦେକ୍ଷପ ନେବାକୁ…

କରୋନା ମୁକାବିଲା ପାଇଁ ଓଡିଶା ଆସିବ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର : କରୋନା ମୁକାବିଲା ପାଇଁ ଓଡିଶା ଆସିବ କେନ୍ଦ୍ରୀୟ ଟିମ୍ । ଓଡିଶା ସମେତ ଛତିଶଗଡ, ଝାରଖଣ୍ଡ ଓ ଉତ୍ତର ପ୍ରଦେଶକୁ ମଧ୍ୟ କେନ୍ଦ୍ରୀୟ ଟିମ୍ ଯିବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଏହି କେନ୍ଦ୍ରୀୟ ଟିମ୍ କରୋନା ମୁକାବିଲା କ୍ଷେତ୍ରରେ ସରକାରଙ୍କୁ…