CBI ଏବଂ ED ନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ ବୃଦ୍ଧି
ନୂଆଦିଲ୍ଲୀ : CBI ଏବଂ ED ନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ ବୃଦ୍ଧି । ଜାତୀୟ ତଦନ୍ତକାରୀ ବ୍ୟୁରୋ (CBI) ଏବଂ ପ୍ରବର୍ତ୍ତନ ନିର୍ଦେଶାଳୟ (ED)ର ନିର୍ଦେଶକଙ୍କ କାର୍ଯ୍ୟକାଳ ୫ ବର୍ଷ ବୃଦ୍ଧି ପାଇଛି । କେନ୍ଦ୍ର ସରକାର ଏ ନେଇ ଅଧ୍ୟାଦେଶ ଜାରି କରିଛନ୍ତି । ପୂର୍ବରୁ କେନ୍ଦ୍ରୀୟ ଏଜେନ୍ସିର…