କେନ୍ଦ୍ରର ଯୋଜନାକୁ ସୁପ୍ରିମକୋର୍ଟଙ୍କ ଅନୁମତି: କରୋନାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରଙ୍କୁ ୩୦ ଦିନରେ ମିଳିବ…
ନୂଆଦିଲ୍ଲୀ: ଭାରତରେ କୋଭିଡ-୧୯ ଯୋଗୁଁ ମୃତ୍ୟୁବରଣ କରିଥିବା ସମସ୍ତ ବ୍ୟକ୍ତିଙ୍କ ପରିବାର ସଦସ୍ୟଙ୍କୁ ୫୦,୦୦୦ ଟଙ୍କା କ୍ଷତିପୂରଣ ପ୍ରଦାନ କରାଯିବା ନେଇ କେନ୍ଦ୍ରର ଯୋଜନାକୁ ସୁପ୍ରିମକୋର୍ଟ ଅନୁମୋଦନ କରିଛନ୍ତି।
କୋଭିଡ-୧୯ ପୀଡିତଙ୍କୁ କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ…