ମନ୍ତ୍ରୀଙ୍କୁ ଧକ୍କା ମାରିବାକୁ ସାମ୍ବାଦିକାଙ୍କୁ ଖୋଲାଖୋଲି କହୁଛନ୍ତି ଧର୍ମେନ୍ଦ୍ର, ସିଇଓଙ୍କୁ ଫେରାଦ ହେଲା ବିଜେଡି
ଭୁବନେଶ୍ୱର: ହିଂସା ପାଇଁ ଉସୁକାଉଛନ୍ତି କେନ୍ଦ୍ର ମନ୍ତ୍ରୀ । ଖୋଲାଖୋଲି ଟିଭି ସାମ୍ବାଦିକାଙ୍କୁ କହୁଛନ୍ତି ମନ୍ତ୍ରୀଙ୍କୁ ଧକ୍କା ମାର । ଏଭଳି ଭିଡିଓ ଦୁଇ ଦିନ ହେବ ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି । ଯେଉଁଥିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ଘରୋଇ ନ୍ୟୁଜ୍ ଚ୍ୟାନେଲର…