Latest Odisha News

BREAKING NEWS

Browsing Tag

CEO

କେନ୍ଦ୍ରାପଡାରେ ପୋଷ୍ଟାଲ୍ ବାଲାଟ୍ ନମିଳିବାରୁ ଧାରଣାରେ ବସିଲେ ପୋଲିଂ କର୍ମଚାରୀ

କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲାରେ ହେବାକୁ ଥିବା ୪ର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ଲାଗି ନିର୍ବାଚନ ଡ୍ୟୁଟିରେ ଥିବା କର୍ମଚାରୀଙ୍କୁ ପୋଷ୍ଟାଲ ବାଲାଟ୍ ନ ମିଳିବାରୁ କର୍ମଚାରୀମାନେ ଇଭିଏମ୍ ବିତରଣ କେନ୍ଦ୍ରରେ ଧାରଣାରେ ବସିଛନ୍ତି। ପ୍ରାପ୍ତ ସୂଚନାନୁଯାୟୀ ଇଭିଏମ୍ ଓ…

ଓଡିଶାର ଅନ୍ୟ ୧୦ଟି ବୁଥରେ ସାନି ମତଦାନ ଲାଗି ସିଇଓଙ୍କ ସୁପାରିଶ

ଭୁବନେଶ୍ୱର : ଓଡିଶାରେ ତୃତୀୟ ପର୍ଯ୍ୟାୟ ମତଦାନ ସମୟରେ ଭୋଟିଂ ବାତିଲ ହୋଇଥିବା ଅନ୍ୟ ୧୦ଟି ବୁଥରେ ସାନି ମତଦାନ ଲାଗି ଭାରତ ନିର୍ବାଚନ ଆୟୋଗ (ଇସିଆଇ)ଙ୍କୁ ସୁପାରିଶ କରାଯାଇଥିବା ନେଇ ଶନିବାର ଦିନ ରାଜ୍ୟ ନିର୍ବାଚନ ଅଧିକାରୀ (ସିଇଓ) ସୁରେନ୍ଦ୍ର କୁମାର ସୂଚନା ଦେଇଛନ୍ତି । ଗଣମାଧ୍ୟମକୁ…

ଓଡିଶାର ୯ଟି ବୁଥରେ ସାନି ମତଦାନ ଆରମ୍ଭ

ଭୁବନେଶ୍ୱର : ଭାରତ ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡିଶାର ୯ଟି ବୁଥରେ ଗୁରୁବାର ଦିନ ସାନି ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି । ଆହୁରି ମଧ୍ୟ ଇଭିଏମ୍ ତ୍ରୁଟି ଯୋଗୁଁ ସାନି ମତଦାନ ଆରମ୍ଭ ହୋଇଥିବା ବୁଥ୍ ଗୁଡିକ ହେଲା- ବଣାଇ ବିଧାନସଭା ନିର୍ବାଚନ ମଣ୍ଡଳୀର ବୁଥ ନମ୍ୱର ୧୨୯,…

ଭୁବନେଶ୍ୱର ଲୋକସଭା ଆସନର ଜୟଦେବରେ ସର୍ବାଧିକ ମତଦାନ

ଭୁବନେଶ୍ୱର : ଓଡିଶାର ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ହୋଇଥିବା ମତଦାନ ମଙ୍ଗଳବାର ଦିନ ଶାନ୍ତିପୂର୍ଣ୍ଣ ଭାବେ ଶେଷ ହୋଇଛି । ଏହି ପର୍ଯ୍ୟାୟରେ ଭୁବନେଶ୍ୱର ଲୋକସଭା ଅଧୀନରେ ଥିବା ୭ଟି ବିଧାନସଭା ଆସନ ମଧ୍ୟରେ ଜୟଦେବ ନିର୍ବାଚନମଣ୍ଡଳୀର ସର୍ବାଧିକ ମତଦାନ ହୋଇଛି । ଏନେଇ ମୁଖ୍ୟ ନିର୍ବାଚନ…

ଓଡିଶାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣରେ ୭୩.୭୬% ମତଦାନ: ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର : ଓଡିଶାରେ ଗୁରୁବାର ଦିନ ଅନୁଷ୍ଠିତ ହୋଇଥିବା ପ୍ରଥମ ପର୍ଯ୍ୟାୟ ଲୋକସଭା ଓ ବିଧାନସଭା ନିର୍ବାଚନରେ ଚୂଡାନ୍ତ ମତଦାନ ୭୩.୭୬% ରହିଥିଲା ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ସୁରେନ୍ଦ୍ର କୁମାର ଶୁକ୍ରବାର ଦିନ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, କେତେକ ପୋଲିଂ…

ଓଡ଼ିଶାର ୨ୟ ପର୍ଯ୍ୟାୟ ଭୋଟ ରଣାଙ୍ଗନରେ ୨୯୮ ଜଣ ପ୍ରାର୍ଥୀ ଅବତୀର୍ଣ୍ଣ

ଭୁବନେଶ୍ୱର : ଏପ୍ରିଲ୍ ୧୮ ତାରିଖରେ ହେବାକୁ ଥିବା ଓଡିଶାର ୨ୟ ପର୍ଯ୍ୟାୟ ବିଧାନସଭା ଓ ଲୋକସଭା ନିର୍ବାଚନ ଲାଗି ମୋଟ୍ ୨୯୮ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି । ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ସୁରେନ୍ଦ୍ର କୁମାର ଗୁରୁବାର ଦିନ କହିଛନ୍ତି, ୨ୟ ପର୍ଯ୍ୟାୟ…