Latest Odisha News

BREAKING NEWS

Browsing Tag

Chaka jam

ଚାଷୀଙ୍କ ଚକା ଜାମକୁ ସମର୍ଥନ ଜଣାଇ ରାଜରାସ୍ତାକୁ ଓହ୍ଲାଇବ ରାଜ୍ୟ କଂଗ୍ରେସ

ଭୁବନେଶ୍ବର: ଚାଷୀ ସଂଗଠନର ଦେଶବ୍ୟାପୀ ଚକା ଜାମ୍ ଆନ୍ଦୋଳନକୁ ସମର୍ଥନ ଜଣାଇଲା ଏଆଇସିସି । ଫଳରେ ଚାଷୀମାନଙ୍କର ଏହି ଆନ୍ଦୋଳନକୁ ସମର୍ଥନ ଜଣାଇ ରାଜରାସ୍ତାକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛି ରାଜ୍ୟ କଂଗ୍ରେସ । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଉପସ୍ଥିତିରେ ଦଳ ପକ୍ଷରୁ ଏଭଳି…

ଆସନ୍ତାକାଲି ରାଜ୍ୟରେ ନବ ନିର୍ମାଣ କୃଷକ ସଙ୍ଗଠନର ଚକାଜାମ୍ ଡାକରା

ଭୁବନେଶ୍ବର: କୃଷି ଆଇନକୁ ବିରୋଧ କରି ଆସନ୍ତାକାଲି ସାରା ଦେଶରେ ଚକାଜାମ୍ ଡାକରା ଦେଇଛି କୃଷକ ସଙ୍ଗଠନ । ଏହାକୁ ଓଡ଼ିଶାରେ ସମର୍ଥନ ଜଣାଇ ନବ ନିର୍ମାଣ କୃଷକ ସଙ୍ଗଠନ ଆସନ୍ତାକାଲି ଚକ ଅଖ ଜାମ୍ ଡାକରା ଦେଇଛି । ଆସନ୍ତାକାଲି ଦିନ ୧୨ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ରାଜ୍ୟରେ ଶାନ୍ତିପୂର୍ଣ୍ଣ…