Latest Odisha News

BREAKING NEWS

Browsing Tag

Chandan Yatra

ଅକ୍ଷୟ ତୃତୀୟାରୁ ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ ସହ ଚନ୍ଦନ ଯାତ୍ରା

ପୁରୀ: ପବିତ୍ର ଅକ୍ଷୟ ତୃତୀୟାରେ ରଥ ନିର୍ମାଣ ଅନୁକୂଳ ହୋଇଥିବା ବେଳେ ଅନ୍ୟପଟେ ମହାପ୍ରଭୁ ନରେନ୍ଦ୍ର ପୁଷ୍କରିଣୀରେ ୨୧ ଦିନ ଧରି ଚାପ ଖେଳିବାର ପରମ୍ପରା ଆରମ୍ଭ ହୋଇଛି । ବନଜାଗ ବିଧିରେ ପୂଜା କାର୍ଯ୍ୟ ସହ ସୁନା କୁରାଢିରେ ରଥ କାଠ ଛେଦନ କରାଯାଇ ରଥ ନିର୍ମାଣ ଅନୁକୂଳ ହୋଇଛି । ରଥ…

୨୩ରୁ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିବେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା

ପୁରୀ: ଆସନ୍ତା ୨୩ ତାରିଖରୁ ପବିତ୍ର ଚନ୍ଦନଯାତ୍ରା । ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ରାମକୃଷ୍ଣ, ମଦନମୋହନ, ଶ୍ରୀଦେବୀ, ଭୂଦେବୀଙ୍କ ସମେତ ପଞ୍ଚୁପାଣ୍ଡବ ନରେନ୍ଦ୍ର ପୁଷ୍କରିଣୀରେ ୨୧ ଦିନ ବ୍ୟାପି ନୌକାବିହାର ବା ଜଳକ୍ରୀଡା କରିବେ । ଯାହାକୁ ବାହାର ଚନ୍ଦନ ଯାତ୍ରା କୁହାଯାଏ । ସେଥିପାଇଁ…

ଅଲାରନାଥଙ୍କ ଚନ୍ଦନ ଯାତ୍ରା ପାଇଁ ଲାଗୁ ହେଲା ୧୪୪ ଧାରା

ବ୍ରହ୍ମଗିରି : ଆସନ୍ତାକାଲି ଚନ୍ଦନଯାତ୍ରା । ଚାପ ଖେଳିବେ ମହାପ୍ରଭୁ । ଚନ୍ଦନଯାତ୍ରା ପାଇଁ ପୁରୀରେ କଟକଣା ଲଗାଯାଇଛି । ସେହିପରି ବ୍ରହ୍ମଗିରିର ଅଲାରନାଥଙ୍କ ଚନ୍ଦନ ଯାତ୍ରା ପାଇଁ ମଧ୍ୟ ଲାଗିଛି କଟକଣା । ଆସନ୍ତାକାଲି ଅଲାରନାଥଙ୍କ ଚନ୍ଦନଯାତ୍ରା ଥିବାରୁ ୧୪୪ ଧାରା ଲଗାଯାଇଛି । ମନ୍ଦିର ସହ…

ଲିଙ୍ଗରାଜଙ୍କ ଚନ୍ଦନ ଯାତ୍ରା ପାଇଁ ବିଏମସିର ଅନୁମତି

ଭୁବନେଶ୍ବର : ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଚନ୍ଦନ ଯାତ୍ରା ପାଇଁ ମିଳିଲା ଅନୁମତି । ୧୫ ଜଣ ସେବାୟତଙ୍କୁ ନେଇ ଲିଙ୍ଗରାଜଙ୍କ ଚନ୍ଦନ ଯାତ୍ରା ଅନୁଷ୍ଠିତ ହେବ । ଏନେଇ ସୂଚନା ଦେଇଛି ଭୁବନେଶ୍ବର ମହାନଗର ନିଗମ । ତେବ ଚନ୍ଦନ ଯାତ୍ରା ପାଇଁ ସମସ୍ତ ସେବାୟତଙ୍କର ୪୮ ଘଣ୍ଟା ଭିତରେ ଆରଟିପିସିଆର…

ଶ୍ରୀମନ୍ଦିର ପରିସରରେ ଆରମ୍ଭ ହେଲା ରଥ ନିର୍ମାଣ; ଚାପ ଖେଳିଲେ ଠାକୁର

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଉତ୍ସବର ଆଜି ପବିତ୍ର ଅକ୍ଷୟ ତୃତୀୟ ହେଉଛି ପ୍ରଥମ ପର୍ବ । ପାରମ୍ପରିକ ଭାବେ ଆଜି ଦିନରେ ରଥକାଠ ଅନୁକୂଳ ହେଉଥିବା ବେଳେ ରବିବାର ଦିନ ଶ୍ରୀମନ୍ଦିର ପରିସରରେ ବିଧି ମୁତାବକ ଅକ୍ଷୟ ତୃତୀୟାର ସମସ୍ତ ନୀତିକାନ୍ତି ପାଳିତ ହୋଇଛି ।…

ଅକ୍ଷୟ ତୃତୀୟା ଓ ଚନ୍ଦନଯାତ୍ରା ବିଧି ଶ୍ରୀମନ୍ଦିର ବେଢା ମଧ୍ୟରେ କରିବାକୁ ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ

ପୁରୀ: କରୋନା ସଂକ୍ରମଣ ରୋକିବା ପାଇଁ ଦେଶବ୍ୟାପୀ ଲକଡାଉନ ଜାରି ହୋଇଥିବାରୁ ଅକ୍ଷୟ ତୃତୀୟାରେ ଜଗନ୍ନାଥଙ୍କ ରଥକାଠ ଅନୁକୂଳ ବିଧି ଶ୍ରୀମନ୍ଦିର ବେଢା ମଧ୍ୟରେ କରାଯିବ । ପୁରୀ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କ ସହ ସାକ୍ଷାତ ଆଲୋଚନା ପରେ ଶଙ୍କରାଚାର୍ଯ୍ୟ ଉଭୟ ଅକ୍ଷୟ…

ଲକ୍‌ଡାଉନ୍ ପ୍ରଭାବ: ଶ୍ରଦ୍ଧାଳୁଙ୍କ ବିନା ଉପସ୍ଥିତିରେ ପାଳିତ ହେବ ଚନ୍ଦନ ଯାତ୍ରା !

ପୁରୀ: କରୋନା ମହାମାରୀ ସଂକ୍ରମଣ ରୋକିବା ଲାଗି ଏବେ ଓଡ଼ିଶା ସମେତ ସାରା ଭାରରେ ଚାଲିଛି ଲକ୍‌ଡ଼ାଉନ୍ । ଲକ୍‌ଡ଼ାଉନ୍ ପ୍ରଭାବରେ ପୁରୀରେ କିପରି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଳିତ ହେବ ଏବେ ସେନେଇ ବିଭିନ୍ନ ମହଲରେ ଚିନ୍ତା ଉପୁଜିଛି । ରଥଯାତ୍ରାର ଅବ୍ୟବହିତ ପୂର୍ବରୁ ଅକ୍ଷୟ ତୃତୀୟାରେ…

ମହାପ୍ରଭୁଙ୍କ ଚନ୍ଦନଯାତ୍ରା; ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ଚାଲିଛି ପ୍ରସ୍ତୁତି

ପୁରୀ: ଏବେ ଲକ୍‌ଡାଉନ୍ ଯୋଗୁଁ ସାରା ଶ୍ରୀକ୍ଷେତ୍ର ଖାଁ ଖାଁ ଲାଗୁଥିଲେ ମଧ୍ୟ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଉପରେ ସମସ୍ତଙ୍କ ଲକ୍ଷ୍ୟ । ରଥଯାତ୍ରାର ଅବ୍ୟବହିତ ପୂର୍ବରୁ ପବିତ୍ର ଅକ୍ଷୟ ତୃତୀୟାରେ ଅନୁଷ୍ଠିତ ହେବ ଚନ୍ଦନ ଯାତ୍ରା ଉତ୍ସବ । ପୁରାଣ ପ୍ରସିଦ୍ଧ…