Latest Odisha News

BREAKING NEWS

Browsing Tag

Chandi Prasad Mohanty

ଆଜି ଦାୟିତ୍ବ ନେବେ ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡି ପ୍ରସାଦ ମହାନ୍ତି

ଭୁବନେଶ୍ୱର: ଆଜି ଓଡ଼ିଶା ପାଇଁ ଗର୍ବ ଆଉ ଗୌରବର କଥା । ଭାରତୀୟ ସେନାର ଉପମୁଖ୍ୟ ଭାବେ ଆଜି ଦାୟିତ୍ବ ନେବେ ଓଡିଆ ପୁଅ ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡି ପ୍ରସାଦ ମହାନ୍ତି । ୪୨ତମ ଭାଇସ୍ ଚିଫ୍ ଆର୍ମୀ ଭାବେ ଦାୟିତ୍ବ ଗ୍ରହଣ କରିବେ ଚଣ୍ଡି ପ୍ରସାଦ ମହାନ୍ତି । ପ୍ରଥମ ଥର ପାଇଁ ଜଣେ ଓଡ଼ିଆ ପୁଅ…

ମହାପ୍ରଭୁଙ୍କୁ ଦର୍ଶନ କଲେ ନବ ନିଯୁକ୍ତ ସେନା ଉପମୁଖ୍ୟ ଲେଫ୍ଟେନାଣ୍ଟ ଜେନେରାଲ୍ ଚଣ୍ଡି ପ୍ରସାଦ ମହାନ୍ତି

ପୁରୀ: ଓଡ଼ିଶା ଗସ୍ତରେ ଆସିଥିବା ଭାରତୀୟ ସେନାର ନବ ନିଯୁକ୍ତ ଉପମୁଖ୍ୟ (ଭାଇର୍ସ ଚିଫ୍) ଲେଫ୍ଟେନାଣ୍ଟ ଜେନେରାଲ୍ ଚଣ୍ଡି ପ୍ରସାଦ ମହାନ୍ତି ଆଜି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । କୋଭିଡ୍ ନେଗେଟିଭ ପ୍ରମାଣପତ୍ର ଧରି ସାଧାରଣ ଭକ୍ତଙ୍କ ପରି ସପରିବାର ମହାପ୍ରଭୁଙ୍କୁ ଦର୍ଶନ କରିବା…

ଭୁବନେଶ୍ୱରରେ ସ୍ଥଳସେନା ଉପମୁଖ୍ୟ ଚଣ୍ଡୀ ପ୍ରସାଦ ମହାନ୍ତି

ଭୁବନେଶ୍ୱର: ନୂତନ ଭାବେ ନିଯୁକ୍ତ ହୋଇଥିବା ସ୍ଥଳ ସେନା ଉପମୁଖ୍ୟ ଚଣ୍ଡୀ ପ୍ରସାଦ ମହାନ୍ତି ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି । ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ୧୨୦ ବାଟାଲିୟନ ପକ୍ଷରୁ ସ୍ୱାଗତ କରାଯାଇଥିଲା । ଗତକାଲି ଶ୍ରୀ ମହାନ୍ତି ସେନା ଉପମୁଖ୍ୟ ଭାବେ ନିଯୁକ୍ତ ହୋଇଥିଲେ ।…

ସେନାର ଭାଇସ ଚିଫ୍ ହେବେ ଓଡ଼ିଆ ଅଫିସର ଚଣ୍ଡୀପ୍ରସାଦ ମହାନ୍ତି

ଭୁବନେଶ୍ୱର: ପୁଣି ଦେଶର ଦାୟିତ୍ୱରେ ଓଡ଼ିଆ ପୁଅ । ଓଡ଼ିଆ ସେନା ଅଫିସରଙ୍କୁ ମିଳିଲା ବଡ଼ ଦାୟିତ୍ୱ । ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡୀପ୍ରସାଦ ମହାନ୍ତି ହେବେ ଭାରତୀୟ ସେନାର ଭାଇସ ଚିଫ୍ । ଭାରତୀୟ ସେନାର ୪୨ ତମ ଭାଇସ ଚିଫ୍ ହେବେ ଜଗସିଂହପୁରରେ ଜନ୍ମିତ ଚଣ୍ଡିପ୍ରସାଦ ମହାନ୍ତି । ଭାରତୀୟ…