Latest Odisha News
Browsing Tag

chandrayan

ମିଶନ ଚନ୍ଦ୍ରଯାନ: ୬୦୦ କୋଟି ଖର୍ଚ୍ଚ କରି ଚନ୍ଦ୍ରରେ କଣ ହାତେଇବାକୁ ଚାହୁଁଛି ଭାରତ ?

ଭୁବନେଶ୍ୱର: ୨ ଦଶନ୍ଧିରେ ତୃତୀୟ ମିଶନ । ଚନ୍ଦ୍ରରେ ପହଞ୍ଚିବାକୁ ପୁଣି ଥରେ ଭାରତର ପ୍ରୟାସ । ଶେଷଥର ପାଇଁ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ୨୦୧୯ ଜୁଲାଇ ୨୨ରେ ଚନ୍ଦ୍ରୟାନ-୨କୁ ମହାକାଶକୁ ପଠାଇଥିଲା । ଯେଉଁଥିରେ ଉତକ୍ଷେପଣକୁ ବାଦ୍ ଦେଲେ ୬୦୩ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ବେଳେ…

ବିଦାୟ ୨୦୧୯: ଚନ୍ଦ୍ରଯାନ କେତେ ସଫଳ ?

ନୂଆଦିଲ୍ଲୀ: ୨୦୧୯ ମସିହାର ସବୁଠୁ ଚର୍ଚ୍ଚିତ ଘଟଣାବଳୀ ମଧ୍ୟରେ ରହିଥିଲା ଭାରତର ଚନ୍ଦ୍ରମିଶନ। ଭାରତର ନିଜସ୍ୱ ଜ୍ଞାନକୌଶଳରେ ନିର୍ମିତ ଚନ୍ଦ୍ରଯାନ-୨ ପୃଥିବୀ ଛାଡି ଚନ୍ଦ୍ରପୃଷ୍ଠରେ ପାଦଥାପିବା ଓ ଇତିହାସ ସୃଷ୍ଟି କରିବା ନେଇ ସେସମୟରେ ଜୋରଦାର୍ ଚର୍ଚ୍ଚା ହୋଇଥିଲା । କିନ୍ତୁ ଏଯାବତ୍…

ଇସ୍ରୋ ପଛରେ ସାରାଦେଶ, ଏହି କଠିନ ସମୟରେ ଛୁଟୁଛି ସମର୍ଥନର ସୁଅ

ନୂଆଦିଲ୍ଲୀ:: ବିଜ୍ଞାନରେ ନାହିଁ ବିଫଳତାର ସ୍ଥାନ । କେବଳ ପ୍ରୟୋଗ ଏବଂ ପ୍ରୟାସର ଏକ ପାନ୍ଥଶାଳା । ୧୬୦୦ ବୈଜ୍ଞାନିକଙ୍କ ଦିନରାତି ପରିଶ୍ରମ ସହ ୪୮ ଦିନ ସତର୍କତାର ସଙ୍ଘର୍ଷ ଯାତ୍ରା ପରେ ଗତକାଲି ରାତି ୧.୫୫ ମିନିଟ ୪୦ ସେକେଣ୍ଡରେ ଚନ୍ଦ୍ର ପୃଷ୍ଠରେ ଅବତରଣ କରିବାର ଥିଲା ଚନ୍ଦ୍ରଯାନ-୨ ।…