Latest Odisha News

BREAKING NEWS

Browsing Tag

chandrayan-3

ଚନ୍ଦ୍ରକୁ ଯିବ ମହିନ୍ଦ୍ରା ଥାର୍: ଆନନ୍ଦ ମହିନ୍ଦ୍ରା କହିଲେ ଏମିତି

ନୁଆଦିଲ୍ଲୀ: ନିକଟରେ ଆନନ୍ଦ ମହିନ୍ଦ୍ରା ଏକ ଭିଡ଼ିଓ କ୍ଲିପ୍ ସେୟାର କରିଛନ୍ତି, ଯାହାକୁ ଦେଖିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ । ସେ ତାଙ୍କ ସୋସିଆଲ୍ ମିଡ଼ିଆରେ ଏକ ଭିଡ଼ିଓ ସେୟାର କରିଛନ୍ତି, ଯେଉଁଥିରେ ଏକ ମହିନ୍ଦ୍ରା ଥାର୍ ଚନ୍ଦ୍ର ପୃଷ୍ଠରେ ଅବତରଣ କରୁଥିବାର ଦେଖିବାକୁ ମିଳିଛି । ଯାହାକୁ…

ଚନ୍ଦ୍ରପୃଷ୍ଠରୁ ଲ୍ୟାଣ୍ଡର ବିକ୍ରମ୍‌ର ଫଟୋ ପଠାଇଲା ‘ପ୍ରଜ୍ଞାନ’

ନୁଆଦିଲ୍ଲୀ: ଇସ୍ରୋର ସୂଚନା ଅନୁଯାୟୀ ଚନ୍ଦ୍ରଯାନ-୩ର ରୋଭର ‘ପ୍ରଜ୍ଞାନ’ ପ୍ରଥମ କରି ଆଜି ସକାଳ ସମୟରେ ତା’ର ନେଭିଗେସନ୍ କ୍ୟାମେରା ଦ୍ୱାରା ଚନ୍ଦ୍ରପୃଷ୍ଠରେ ଥିବା ଲ୍ୟାଣ୍ଡର ‘ବିକ୍ରମ୍‌’ର ଫଟୋ ଉଠାଇ ସେୟାର୍ କରିଛି । ଆଜି ସକାଳ ୭ଟା ୩୫ ମିନିଟ୍ ସମୟରେ ରୋଭରରେ ଲାଗିଥିବା ନେଭିଗେସନ୍…

ହିନ୍ଦୁରାଷ୍ଟ୍ର ହେବ ଚନ୍ଦ୍ର !

ଭୁବନେଶ୍ୱର: ଚନ୍ଦ୍ରରେ ଚନ୍ଦ୍ରଯାନ ତିନିର ସଫଳ ଅବତରଣ ଓ କାର୍ଯ୍ୟକୁ ନେଇ ସାରା ବିଶ୍ୱ ଭାରତର ଚର୍ଚ୍ଚା କରୁଛି। ଏପରିକି ଏହାର ସଫଳତାକୁ ନେଇ ମଧ୍ୟ ରାଜନୈତିକ ସ୍ତରରେ ଶ୍ରେୟର ଲଢେଇ ଚାଲିଛି। ଚନ୍ଦ୍ରଯାନ ଯେଉଁ ଜାଗାରେ ଲ୍ୟାଣ୍ଡ କରିଛି ସେ ସ୍ଥାନ ଶିଵଶକ୍ତି ପଏଣ୍ଟ ନାଁରେ ପରିଚୟ ହାସଲ କରିବ…

ଜୁଲାଇ ୧୩ ରେ ଚନ୍ଦ୍ରୟାନ-୩

ଜୁଲାଇ ୧୩ ରେ ଆରମ୍ଭ ହେବ ଚନ୍ଦ୍ରୟାନ -୩ର ମିଶନ ପକ୍ରିୟା । ଏନେଇ ସୂଚନା ଦେଇଛି ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) । ଭାରତୀୟ ମହାକାଶ ଗବେଷଣା ସଂଗଠନ ଚେୟାରମ୍ୟାନ ଏସ୍.ସୋମନାଥ କହିଛନ୍ତି ଯେ, ଚନ୍ଦ୍ରପୃଷ୍ଟରେ ଚନ୍ଦ୍ରୟାନ -୩ ସଫ୍ଟ ଲ୍ୟାଣ୍ଡିଂ କରିବ ବୋଲି ଆମର ଆଶା । ଜୁଲାଇ ୧୩ରେ…

ଚନ୍ଦ୍ରାୟଣ-୩ ଲକ୍ଷ୍ୟରେ ଇସ୍ରୋ: କେନ୍ଦ୍ରକୁ ମାଗିଲା ୭୫ କୋଟିର ସହାୟତା

ବେଙ୍ଗାଲୁର: ଚନ୍ଦ୍ରାୟଣ-୩ ଲକ୍ଷ୍ୟରେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)। ଚନ୍ଦ୍ରାୟଣ-୨ର ବିଫଳ ପରୀକ୍ଷଣ ପରେ ପୁଣି ଅଣ୍ଟା ସଲାଖି ଛିଡ଼ା ହେବାକୁ ଚେଷ୍ଟା କରୁଛି ଇସ୍ରୋ । ଜାତୀୟ ଗଣମାଧ୍ୟମ ଟାଇମ୍ସ ଅଫ ଇଣ୍ଡିଆରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଚନ୍ଦ୍ରଯାନ-୩ ପାଇଁ ପ୍ରସ୍ତୁତି…