Latest Odisha News
Browsing Tag

Channdra sekhar

ବିଜେଡିରେ ଯୋଗଦେଲେ ଚନ୍ଦ୍ରଶେଖର ମାଝୀ

ଭୁବନେଶ୍ୱର : ପଞ୍ଚାୟତ ନିର୍ବାଚନ ପୂର୍ବରୁ ଆରମ୍ଭ ହେଲାଣି ଦଳଡିଆଁ ପର୍ବ । ଆଜି କଂଗ୍ରେସ ହାତ ଛାଡି ବିଜେଡିରେ ଯୋଗଦେଲେ କୋଟପାଡର ପୂର୍ବତନ ବିଧାୟକ ଚନ୍ଦ୍ର ଶେଖର ମାଝୀ । କୋରାପୁଟ କୋଟପାଡରୁ ପୂର୍ବରୁ ବିଧାୟକ ଥିବା ଚନ୍ଦ୍ର ଶେଖର ଆଜି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ୍ ହୋଇଛନ୍ତିା ନିଜ…