Latest Odisha News

BREAKING NEWS

Browsing Tag

charanjit singh

ପଞ୍ଜାବ ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଚନିଙ୍କ ପୁତୁରାଙ୍କୁ ଗିରଫ କଲା ଇଡି

ଅମୃତସର: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂହ ଚନ୍ନିଙ୍କୁ ଝଟକା । ତାଙ୍କ ପୁତୁରା ଭୂପିନ୍ଦର ସିଂହ ହନିଙ୍କୁ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ବେଆଇନ ବାଲି ଖନନ ମାମଲାରେ ଆର୍ଥିକ ଅନିୟମିତତା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି ।…

ପରଲୋକରେ ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ଚରଣଜିତ୍ ସିଂ

ଭୁବନେଶ୍ୱର: ପରଲୋକରେ ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ଚରଣଜିତ୍ ସିଂ । ୧୯୬୪ ମସିହା ଟୋକିଓ ଅଲିମ୍ପିକରେ ଚରଣଜିତଙ୍କ ନେତୃତ୍ୱରେ ଭାରତୀୟ ହକି ଦଳ ସ୍ୱର୍ଣ୍ଣ ପଦକ ହାସଲ କରିଥିଲା । ଦୀର୍ଘଦିନ ଧରି ଚଚଣଜିତ ବାର୍ଦ୍ଧକ୍ୟ ଜନିତ ଏକାଧିକ ରୋଗରେ ପୀଡିତ ଥିଲେ । ଆଜି ହିମାଚଳ ପ୍ରଦେଶ ଉନା…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚରଣଜିତ

ନୂଆଦିଲ୍ଲୀ: ପଞ୍ଜାବର ସର୍‌ଦାର ହେଲେ ଚରଣଜିତ ସିଂ ଚନ୍ନି। ପଞ୍ଜାବର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚରଣଜିତ ସିଂ। ସୋମବାର ରାଜ ଭବନରେ ରାଜ୍ୟପାଳ ବନୱାରିଲାଲ ପୁରୋହିତଙ୍କ ଦ୍ୱାରା ଶପଥ ଗ୍ରହଣ କରାଯାଇଥିଲା। ଚନ୍ନିଙ୍କ ସହ ସୁଖଜିନ୍ଦର ସିଂ ରାନ୍ଧୱା ଏବଂ ଓପି ସୋନି ମଧ୍ୟ…

ପଞ୍ଜାବର ୧୬ ତମ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ଗ୍ରହଣ କରିବେ ଚରଣଜିତ ସିଂ

ନୂଆଦିଲ୍ଲୀ: ଚରଣଜିତ ସିଂ ଚନ୍ନି ସୋମବାର ସକାଳ ୧୧ ଟାରେ ପଞ୍ଜାବର ୧୬ ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଏହି ଶପଥ ଗ୍ରହଣ ସମାରୋହ ଚଣ୍ଡିଗଡ଼ରେ ଅନୁଷ୍ଠିତ ହେବ। ଚାମକାଉର ସାହେବ ନିର୍ବାଚନମଣ୍ଡଳୀରୁ ତିନିଥର ବିଧାୟକ, ଦଲିତ ନେତା ଥିଲେ ଚରଣଜିତ ସିଂ। ଏହି ସମାରୋହରେ ରାହୁଲ…